ମେଟ୍ରୋ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ସରକାରଙ୍କ ଆନ୍ତରିକତା ନାହିଁ:  ସମିତି ଗଠନକରି ସମସ୍ୟା ସମାଧାନ କରିବାକୁ ଦାବି

ଭୁବନେଶ୍ୱର,୧।୭(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ସ୍ଥାପନ ଏବଂ ହାଇକୋର୍ଟରେ ଚାଲିଥିବା ଓକିଲମାନଙ୍କ ଧର୍ମଘଟକୁ ନେଇ ବିଧାନସଭାରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। ଓକିଲମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଲୋକେ ନ୍ୟାୟ ପାଇପାରୁ ନାହାନ୍ତି। ଦୀର୍ଘ ୮ ମାସ ହେବ ପଶ୍ଚିମ…

ଘରୋଇ ହସ୍ପିଟାଲ ଚିକିତ୍ସା ସେବାକୁ ନେଇ ବିଧାନସଭାରେ ଉଦ୍‌ବେଗ: ରୋଗୀ ସେବା ତଦନ୍ତ ପାଇଁ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୧।୭(ବ୍ୟୁରୋ): ଭୁବନେଶ୍ୱରରେ ଥିବା ଘରୋଇ ହସ୍ପିଟାଲଗୁଡ଼ିକ ଗରିବ ରୋଗୀଙ୍କୁ ଶୋଷଣ କରୁଛନ୍ତି। ସରକାରଙ୍କଠାରୁ ବିନାମୂଲ୍ୟରେ ଜମି ନେଇ ହସ୍ପିଟାଲ କରିଥିବା ସଂସ୍ଥାଗୁଡିକ ଜଣେ ହେଲେ ଗରିବ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଦେଉ ନାହାନ୍ତି। ଚୁକ୍ତି ଅନୁଯାୟୀ ୨୫ ପ୍ରତିଶତ…

ଖାଇବାକୁ ନ ପାଇ ୨ଶିଶୁଙ୍କୁ ହତ୍ୟା କଲା ଆଦିବାସୀ ମା’:  ତଦନ୍ତ ପାଇଁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ କେହି ଗରିବ ରହିବେ ନାହିଁ। ଖାଲି ପେଟରେ କାହାକୁ ରହିବାକୁ ଦିଆଯିବ ନାହିଁ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଖାଦ୍ୟ ନିରାପତ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହା ସତ୍ତ୍ୱେ ମାଲକାନଗିରି ଭଳି ପଛୁଆ ଜିଲାରେ…

ଡିଜିଟାଲ ଇଣ୍ଡିଆର ୪ବର୍ଷ ପୂର୍ତ୍ତି ପାଳନ

କଟକ ଅଫିସ,୧।୭: କଟକ ନଗର ଡାକମଣ୍ଡଳ ଦ୍ୱାରା ଡିଜିଟାଲ ଇଣ୍ଡିଆର ୪ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଡିଜିଟାଲ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କଟକ ନଗର ଡାକମଣ୍ଡଳର ବରିଷ୍ଠ ଅଧୀକ୍ଷକ ଶୁଚିସ୍ମିତା ସ୍ବାଇଁ ଯୋଗଦେଇ ଡାକବିଭାଗର ଡିଜିଟାଲକରଣ ଉପରେ…

ବିଧାନସଭାରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିକଲେ ନରସିଂହ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ଦାବି କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ବିବୃତି ଦିଅନ୍ତୁ ବୋଲି ମିଶ୍ର କହିଛନ୍ତି। ଓକିଲ ଆନ୍ଦୋଳନକୁ ନେଇ ଗୃହରେ ନରସିଂହ…

୨ରେ ନବଯୌବନ ଦର୍ଶନ : ଭିତରକାଠରୁ ସାହାଣମେଲା, ପରିମାଣିକ ଦର୍ଶନ

ପୁରୀ ଅଫିସ,୧ା୭ : ଆସନ୍ତା ୨ ତାରିଖରେ ନବଯୌବନ ଦର୍ଶନ। ଅଣସର ପରେ ପ୍ରଥମ କରି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା। ତେବେ ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ…

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା ପରେ କଡ଼ା ଆଭିମୁଖ୍ୟ ପୋଷଣ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ବିଭାଗ…

୭ ନଂ ଜୋନ୍‌ର ଜିଲା ପରିଷଦ ସଭ୍ୟଙ୍କ ପରଲୋକ

କଟକସଦର,୧ା୭(ଡି.ଏନ୍‌.ଏ.): କଟକ ଜିଲା ପରିଷଦ ୭ ନଂ ଜୋନ୍‌ର ସଭ୍ୟ ତଥା କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ଯଶପଡ଼ା ଗ୍ରାମର ଗୋବିନ୍ଦ ଚନ୍ଦ୍ର ସାମଲ(୫୫)ଙ୍କ ହୃଦଘାତରେ ସୋମବାର ପରଲୋକ ଘଟିଛି। ସ୍ବର୍ଗତ ସାମଲ ୨୦୧୭ ମସିହାରେ ବିଜୁ ଜନତା ଦଳର…

ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ମନ୍ଦାର ଗ୍ରାମର ସୁବଳ ସାମନ୍ତରାୟଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର…

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ…

ମହଙ୍ଗା ପଡ଼ିଲା ତୃତୀୟ ବିବାହ : ବାହାବେଦିରୁ ବରକୁ ଉଠାଇନେଲା ପୋଲିସ

ବାଳକାଟୀ,୧ା୭(ଡି.ଏନ୍‌.ଏ.) : ରାଜଧାନୀ ଉପକଣ୍ଠ ବାଳକାଟୀ ଅଞ୍ଚଳରେ ରବିବାର ତୃତୀୟ ବିବାହ ପାଇଁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ହିନସ୍ତା ହେବାକୁ ପଡ଼ିଛି। ମନ୍ଦିରରେ ବିବାହ ଆରମ୍ଭ ହେଉ ହେଉ ଦ୍ୱିତୀୟ ସ୍ତ୍ରୀଙ୍କ ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଉଠାଇ ନେଇ ଥାନାରେ…

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ, କେଉଁଠି ଆଣ୍ଠୁଏ ପାଣି ଜମି ରହିଥିଲା। ଜାତୀୟ ରାଜପଥରେ ଥିବା ଫ୍ଲାଏଓଭରର ସ୍ଥାନେ ସ୍ଥାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri