ମେଟ୍ରୋ

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ପୋଷ୍ଟରକୁ ବିରୋଧ କରୁଥିବା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଷୋଦାଗାର…

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ କୌଣସି ଫାଇଲ ଅଟକିବନି ବୋଲି କହିଥିଲେ। ତାଙ୍କର ଏଭଳି ଉକ୍ତିକୁ ଭାଜପା ମୁଖପାତ୍ର…

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। ବୈଜ୍ଞାନିକ ପଦ୍ଧତିରେ କେଉଁ କେଉଁ ଅଞ୍ଚଳରେ ଲଘୁ ଖଣିଜ…

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୨୨ରୁ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର…

ଚଳିତ ମାସ ଶେଷ ସୁଦ୍ଧା ଆଧାର ସଂଯୋଗ, ସଂଶୋଧନ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ୍‌ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟା ଚଳିତ ମାସ ୩୧ ସୁଦ୍ଧା ଶେଷ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି…

ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା। ଖୁବ୍‌ଶୀଘ୍ର ରାଜ୍ୟର ଗୋଟିଏ କିମ୍ବା ଦୁଇଟିି ପର୍ଯ୍ୟଟନସ୍ଥଳୀକୁ ମିଳିବ ଆଦର୍ଶ ପର୍ଯ୍ୟଟନସ୍ଥଳୀର ମାନ୍ୟତା। ନୂଆଦିଲ୍ଲୀରେ ଅନୁଷ୍ଠିତ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ…

ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏଥିରୁ ବାଦ୍‌ ପଡୁଥିବା ଅଧିକ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଆଉ…

ରାଜ୍ୟର ସହରାଞ୍ଚଳ ବର୍ଜ୍ୟବସ୍ତୁ ପରିଚାଳନା: ସରକାରଙ୍କ ଉପରେ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସହରାଞ୍ଚଳରୁ ବାହାରୁଥିବା କୁଢ଼କୁଢ଼ ବର୍ଜ୍ୟବସ୍ତୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କ୍ଷୁବ୍ଧ ହୋଇଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କୌଣସି ଦୀର୍ଘମିଆଦୀ ଯୋଜନା କରୁ ନ ଥିବାରୁ ରାଜ୍ୟ ସରକାରଙ୍କୁ ଏନ୍‌ଜିଟି କଡ଼ା ଭର୍ତ୍ସନା କରିଛନ୍ତି। ତୁରନ୍ତ ଏ ଦିଗରେ…

ଇ-ବିଧାନ କାର୍ଯ୍ୟକାରୀ ନେଇ ଅଧ୍ୟୟନ କରିବ ଗୃହ କମିଟି, ବାଚସ୍ପତିଙ୍କ ନେତୃତ୍ୱରେ ଗସ୍ତ କଲା ଦଳ

ଭୁବନେଶ୍ୱର,୨୦।୮(ବ୍ୟୁରୋ)- ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ୱରେ କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟି ଅଧ୍ୟୟନ ଗସ୍ତରେ ମଙ୍ଗଳବାର ହିମାଚଳ ପ୍ରଦେଶ ଯାତ୍ରା କରିଛନ୍ତି। ଶିମ୍‌ଲାଠାରେ ହିମାଚଳପ୍ରଦେଶ ବିଧାନସଭାର ବାଚସ୍ପତିଙ୍କୁ ସାକ୍ଷାତ୍‌ କରିବା ସହ ବିଧାନସଭାର ପଦାଧିକାରୀଙ୍କ ସହିତ ଇ-…

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍‌ବୁକ୍‌ରେ ପୋଷ୍ଟ କଲେ

ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା ଏକ…

ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା ସମୟକୁ ସ୍ଥିର ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ପରିବର୍ତ୍ତିତ ସମୟରେ ଏହି ଏକ୍ସପ୍ରେସ ଚଳାଚଳ…

ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ

କାକଟପୁର, ୨୦।୮(ଡି.ଏନ୍‌.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ ବିଭାଗର ରିସର୍ଚ୍ଚ ଆଣ୍ଡ କ୍ୱାଲିଟି କଣ୍ଟ୍ରୋଲ ବିଭାଗ ନିର୍ଦ୍ଦେଶକ ତଥା ବିଶେଷଜ୍ଞ ସୁବାସଚନ୍ଦ୍ର ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?