ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ
କଟକ ରୋଡ,୧ା୭(ଡି.ଏନ୍.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ ପାଇପାରି ନାହିଁ। ଘଟଣାର କିଛିଦିନ ପର୍ଯ୍ୟନ୍ତ ତଦନ୍ତ ଜୋରସୋର ହେବା ପରେ କୌଣସି ତଥ୍ୟ…
ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’
ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ ସାମିଲ…
ଜୁଲାଇ ୨୧ରେ ସ୍ବତନ୍ତ୍ର ଓଜେଇଇ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ଦ୍ୱିତୀୟ ସ୍ବତନ୍ତ୍ର ଓଜେଇଇ। ଏଥିଲାଗି ରବିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଏହି ଦ୍ୱିତୀୟ ପର୍ଯ୍ୟାୟ ଓଜେଇଇ ପାଇଁ ଆବେଦନ କରିପାରିବେ। ବିଟେକ୍ ସହ ବିଟେକ୍…
ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ରଥରେ ଯାନ୍ତି ଦଶାବତାର ଦିଅଁ
ପୁରୀ ଅଫିସ, ୩୦ା୬: ଆସନ୍ତା ୪ ତାରିଖରେ ରଥଯାତ୍ରା। ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ। ଏଥିପାଇଁ ପ୍ରସ୍ତୁତି ଜୋର୍ ଧରିଛି। ରଥଖଳାରେ ତିନିରଥ ନିର୍ମାଣ ବି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଣସରରେ ଥିବା ଠାକୁର ଏବେ ସୁସ୍ଥ ହେଲେଣି।…
ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି
ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା। ଫୁଲୁରୀ ତେଲ ଓ ଓଷୁଅ ଲାଗି ପରେ ଏକାଦଶୀରେ ଦଶମୂଳ ମୋଦକ ଖାଇ ମହାପ୍ରଭୁ…
ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ପ୍ରଯୋଜକ ଭାବେ ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ…
ପରଲୋକରେ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତ
କଟକ ଅଫିସ,୩୦ା୬ : ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ କଟକ ଶଙ୍କରପୁରସ୍ଥିତ ବାସଭବନରେ ହୃଦ୍ଘାତରେ ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ସ୍ବର୍ଗତ ରାଉତ ‘ସୁନା ହରିଣୀ’, ‘ସୁନା ଚଢ଼େଇ’, ‘ସନ୍ତାନ’ ଓ ‘ଭୀଷ୍ମପ୍ରତିଜ୍ଞା’…
ମର୍କତନଗର ଥାନାର ସୁରକ୍ଷା ଢିଲା: ଥାନା ଟେବୁଲ ଅଧିକାରୀମାନଙ୍କ ପାଇଁ ପାଲଟିଛି ବେଡ୍
ନରାଜ,୩୦ା୬(ଡିଏନ୍ଏ): ଶନିବାର ଅପରାହ୍ନ ପ୍ରାୟ ୩.୩୦। ମର୍କତନଗର ଥାନାର ମହିଳା ଓ ଶିଶୁ କଲ୍ୟାଣ ଡେସ୍କ ପ୍ରକୋଷ୍ଠ କବାଟ ଭିତରୁ ଆଉଜା ହୋଇଥାଏ। କବାଟ ଖୋଲି ଭିତରକୁ ଯିବାବେଳକୁ ଲାଇଟ୍ ବନ୍ଦ ହୋଇଥାଏ ଓ ପଙ୍ଖା ବୁଲୁଥାଏ। ପ୍ରକୋଷ୍ଠର ଟେବୁଲ ଉପରେ…
ଅଣସର ଦର୍ଶନ ୧୧ ଦିନରେ: ନଟବର ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ବ୍ରହ୍ମଗିରି, ୩୦ା୬(ଡି.ଏନ୍.ଏ.): ଦେବ ସ୍ନାନ ପୂର୍ଣ୍ଣମୀରେ ଶ୍ରୀଜୀଉମାନେ ମହାସ୍ନାନ ପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏପଟେ ମହାପ୍ରଭୁ ଅଲାରନାଥଙ୍କ ନିକଟରେ ଚାଲିଛି ଅଣସର ଦର୍ଶନ। ଶନିବାର ଥିଲା ଖଳିଲାଗି ଏକାଦଶୀ। ଏହି ଅବସରରେ ମହାପ୍ରଭୁଙ୍କୁ ଖଳିଲାଗି କରାଯାଇଥିବା ସମୟରେ…
ଜୁଲାଇ ୪ରେ ରଥଯାତ୍ରା: ଚାଲିଛି ଦୁଆର ବେଢ଼ା କାମ
ପୁରୀ ଅଫିସ, ୩୦ା୬: ଜୁଲାଇ ୪ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଚଳଚଞ୍ଚଳ ରଥଖଳା। ଅକ୍ଷୟତୃତୀୟଠାରୁ ଆରମ୍ଭ ହୋଇଥିବା ରଥକାମ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମହାରଣା, ଭୋଇ, କମାର, ରୂପକାର ଏବଂ ଚିତ୍ରକର ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ତିନିରଥର…
ଧଳାବାଘ ସମ୍ରାଟ ହାଡ଼ଜନିତ ରୋଗରେ ଆକ୍ରାନ୍ତ
ବାରଙ୍ଗ,୩୦ା୬(ଡି.ଏନ୍.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣୀୟ ଧଳାମହାବଳ ବାଘ ସମ୍ରାଟକୁ ଏବେ ଆଉ ଦର୍ଶକ ଦେଖିପାରିବେ ନାହିଁ। ଅସୁସ୍ଥ ଥିବା କାରଣରୁ ତାକୁ କିଛିଦିନ ପାଇଁ ବିଶ୍ରାମ ଦିଆଯିବ। ଏନକ୍ଲୋଜରର ପଛପଟ ବ୍ୟାକକ୍ରଲରେ ତାକୁ ରଖାଯିବାକୁ ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ସ୍ବାସ୍ଥ୍ୟରେ…
Archives


