ମେଟ୍ରୋ

ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା

ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି। ଏଭଳିସ୍ଥଳେ ପ୍ରଥମ ପର୍ଯ୍ୟାୟରେ ଛୋଟାଙ୍କ ୧୪ ବଖରା ଉଚ୍ଛେଦ ହୋଇଥିବାବେଳେ ୨ୟ ପର୍ଯ୍ୟାୟ…

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ ମନ୍ଦିର କର୍ତ୍ତୃପକ୍ଷ ପକ୍ଷରୁ ମଙ୍ଗଳବାର ତାଳବଣିଆ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ…

ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍‌ର ଫାଉଣ୍ଡର ଡ. ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଝା ଲିଉ…

ଶିକ୍ଷା ସବୁ ସମସ୍ୟାର ସମାଧାନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ମିଶନ୍‌ ମୁଖ୍ୟ ଡ. ଆନେଡ୍ରେସ୍‌ ବମ୍‌। ସୋମବାର…

ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍‌କୁ ଉଦ୍‌ଘାଟନ କରାଯାଇଥିଲା। ସହରବାସୀଙ୍କୁ ସୁସ୍ଥ ରଖିବା ସହ ବାହାରୁ ଆସିଥିବା ବିଦେଶୀ ପର୍ଯ୍ୟଟକଙ୍କ ସ୍ବାଧୀନତାର ସହ…

ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ

ନରାଜ,୨୩।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ ହଳ ସବୁଜ ଓ ଏକ ହଳ ହଳଦୀ ରଙ୍ଗର ଆନ୍ନାକୋଣ୍ଡା ଅଣାଯିବ। ଗତ ୨୦୧୭ରୁ…

ଜଗମୋହନ ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: ବାତ୍ୟା ଫନୀରେ ଶ୍ରୀମନ୍ଦିରରେ ହୋଇଥିବା ବିଭିନ୍ନ କ୍ଷୟକ୍ଷତିକୁ ନେଇ ସୋମବାର ଆମିକସ୍‌ କ୍ୟୁରୀ ଏନ୍‌. କେ. ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ବିସ୍ତୃତ ରିପୋର୍ଟ ଦାଖଲ ହୋଇଛି। ମନ୍ଦିରର କେଉଁଠି କ୍ଷତିଘଟିଛି ଏବଂ ଏହାର ମରାମତି କେତେଦୂର ଅଗ୍ରସର…

କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲାରେ ହାଇକୋର୍ଟ ଏନ୍‌.କେ. ମହାନ୍ତିଙ୍କୁ ସୋମବାର ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି। ମହାନ୍ତି ଅଦାଲତଙ୍କୁ କୋଣାର୍କ ମାମଲାରେ ଆବଶ୍ୟକ ପରାମର୍ଶ ଦେବେ। ସୂର୍ଯ୍ୟମନ୍ଦିରର ମରାମତି କାର୍ଯ୍ୟ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା…

ଛୁଇଁଲେ, ଅନୁଭବ କଲେ…

ଭୁବନେଶ୍ୱର,୨୩୭(ବ୍ୟୁରୋ) : କୋଣାର୍କ ସୂର୍ଯ୍ୟ ମନ୍ଦିରର ପଥରର ଭାଷାକୁ ବୁଝିବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବାବେଳେ ପ୍ରଥମଥର ପାଇଁ କୋଣାର୍କର ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି କୁନି କୁନି ଦୃଷ୍ଟିବାଧିତ ପିଲା। ନିଜ ଆଖିରେ ଏହି ବିଶ୍ୱ ଐତିହ୍ୟର କାରୁକାର୍ଯ୍ୟକୁ ନ…

ସଂସ୍କୃତି ବିଭାଗରେ ଅଚଳାବସ୍ଥା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ୪ ଗୁରୁତ୍ୱପୂର୍ଣ୍ଣ ଏକାଡେମୀରେ ମାଳ ମାଳ ପଦବୀ ଖାଲି। କେଉଁଠି ସଭାପତି ନାହାନ୍ତି ତ କେଉଁଠି ସଚିବ ନାହାନ୍ତି। ଆଉ କେଉଁଠି ଜଣେ ଦୁଇଜଣ ଅଧିକାରୀରେ ଚାଲିଛି ଗୋଟିଏ ଗୋଟିଏ…

୪୧ ଜଣ ସିଭିଲ ଜଜ୍‌ ନିଯୁକ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ସୋମବାର ୪୧ଜଣଙ୍କୁ ସିଭିଲ୍‌ ଜଜ୍‌ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ ପରୀକ୍ଷା-୨୦୧୮ରେ ଉତ୍ତୀର୍ଣ୍ଣ ହୋଇଥିଲେ। ନବନିଯୁକ୍ତ ସିଭିଲ ଜଜ୍‌ମାନେ ହେଲେ ଈପ୍‌ସିତା ଅଭିନନ୍ଦିତା ମିଶ୍ର, ତନ୍ମୟ ରଞ୍ଜନ ଦାସ, ଶ୍ରୁତକୀର୍ତ୍ତି…

ଖୁବ୍‌ଶୀଘ୍ର ବିଏସ୍‌ଏଲ୍‌ସିରେ ଆରମ୍ଭ ହେବ ଖନନ ପ୍ରକ୍ରିୟା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୭(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ବିର୍ସା ଷ୍ଟୋନ୍‌ ଲାଇମ୍‌ କମ୍ପାନୀ ଲିମିଟେଡ(ବିଏସ୍‌ଏଲ୍‌ସି)ରେ ଖନନ ପ୍ରକ୍ରିୟା କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡିଛି ା ଏଥିପାଇଁ ଭବିଷ୍ୟତରେ ଶ୍ରମିକ ଏବଂ ସଂଶ୍ଲିଷ୍ଟ ସଂସ୍ଥାଗୁଡିକ ପ୍ରଭାବିତ ହେବେ ନାହିଁ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri