ଓଡ଼ିଶା ଫେରିବେ ଜଗା-କାଳିଆ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି ଏନ୍ଏଚ୍ଏମ୍ ଏମ୍ଡି ଶାଳିନୀ ପଣ୍ଡିତ। ଜଗା-କାଳିଆଙ୍କ ଓଡ଼ିଶା ଫେରିବା ସମ୍ପର୍କରେ ଏମ୍ସ ପକ୍ଷରୁ…
ଓଡ଼ିଆ ଆଇପିଏସ୍ ହେଲେ ତାମିଲନାଡ଼ୁ ଡିଜିପି
ଭୁବନେଶ୍ୱର, ୨୯ା୬(ବ୍ୟୁରୋ.): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ତାମିଲନାଡ଼ୁର ଡିଜିପି ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇଁ ୬ ଜଣଙ୍କ ନାମ ୟୁପିଏସ୍ସି ପ୍ରସ୍ତୁତ କରିଥିଲା। ଶେଷରେ ରାଜ୍ୟର ଏହି ବରିଷ୍ଠ ଏବଂ ଜଣାଶୁଣା ଆଇପିଏସ୍ ଅଧିକାରୀଙ୍କୁ…
ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଭାଜପା…
ଆଇଟିସି ମଙ୍ଗଳଦୀପ୍ ଅଗରବତିର ବଜାର ପ୍ରବେଶ
ପୁରୀ ଅଫିସ, ୨୯ା୬: ପବିତ୍ର ରଥଯାତ୍ରା ଅବସରରେ ଆଇଟିସିର ଅଗରବତୀ ବ୍ରାଣ୍ଡ୍ ମଙ୍ଗଳଦୀପ୍ ପକ୍ଷରୁ ଶୁକ୍ରବାର ସୁଗନ୍ଧିତ ଅଗରବତୀ ପ୍ୟାକ୍ର ବଜାର ପ୍ରବେଶ ହୋଇଛି। ଓଡ଼ିଶା ସରକାରଙ୍କ ଓରମାସ୍ ଏବଂ ଶ୍ରୀମନ୍ଦିର ପ୍ରଶାସନ ସହିତ ମିଳିତ ହୋଇ ଆଇଟିସି ଏହି ସୁଗନ୍ଧିତ…
ନେତ୍ରୋତ୍ସବରେ ରଥରେ ଲାଗି ହେବ ସୋଲଫୁଲ
ଖୋର୍ଦ୍ଧା ଅଫିସ,୨୯ା୬: ପାଖେଇ ଆସିଲାଣି ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା। ପୁରୀ ବଡଦାଣ୍ଡରେ ରଥଖଳା ଚଳଚଞ୍ଚଳ। ନେତ୍ରୋତ୍ସବରେ ଠାକୁରଙ୍କ ରଥରେ ଲାଗି ହେବ ସୋଲଫୁଲ। ସେଥିପାଇଁ ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିର ବୀରକିଶୋରଙ୍କ ପରିବାର ସୋଲଫୁଲ ପ୍ରସ୍ତୁତିରେ ଲାଗି ପଡିଛନ୍ତି। ଘୋଷଯାତ୍ରାର ତିନି…
ଅଖାଦ୍ୟ ଖାଉଛନ୍ତି ପର୍ଯ୍ୟଟକ, ପ୍ରଶାସନ ନୀରବ
ପୁରୀ ଅଫିସ, ୨୯ା୬: ଘୋଷ ଯାତ୍ର।କୁ ଆଉ ୫ ଦିନ। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ସଜେଇ ହେଲାଣି ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼। ସମସ୍ତ ହୋଟେଲ, ଲଜ୍ ମଠ ମାନଙ୍କରେ ଜମିଲାଣି ଭକ୍ତଙ୍କ…
ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍ଷ୍ଟାଣ୍ଡରୁ ଇ-ରିକ୍ସାରେ ଆସିବେ ବଡ଼ଦାଣ୍ଡ
ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ ଭାବେ ତାଳବଣିଆ ଅସ୍ଥାୟୀ ବସ୍ଷ୍ଟାଣ୍ଡରୁ ରଥଯାତ୍ରା ଦେଖିବା ଲାଗି ବଡ଼ଦାଣ୍ଡକୁ ଆସିପାରିବେ, ସେଥିଲାଗି…
ଆଜି ଦଶମୂଳ ଲାଗିହେବେ ମହାପ୍ରଭୁ
ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ତେଣୁ ଶୁକ୍ରବାର ଶ୍ରୀମନ୍ଦିରର…
ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍ ଉପରେ ଗୁରୁତ୍ୱ
ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍ପି ଉମାଶଙ୍କର ଦାଶ ‘ଧରିତ୍ରୀ’କୁ କହିଛନ୍ତି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବାହାରୁ ଆସୁଥିବା ଦୁଇ ଚକିଆ…
ଜୋର୍ସୋରରେ ଚାଲିଛି ପୋଟଳ କାମ
ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର ବେଢ଼ା…
ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍ କାଟ୍ କାହିଁକି
ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା, ପୁରୀ ଜିଲାରେ ବିଦ୍ୟୁତ୍ ଭିତ୍ତିଭୂମି ଉଜୁଡି ଯାଇଛି।…
ରାଜ୍ୟ ସଭା ଉପନିର୍ବାଚନ: ଅଶ୍ୱିନୀ, ଅମର ଓ ସସ୍ମିତ୍ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ରାଜ୍ୟ ସଭାକୁ ଓଡ଼ିଶାର ୩ ଆସନ ପାଇଁ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ବିଜେଡି ସସ୍ମିତ ଏବଂ ଅମରଙ୍କୁ ପ୍ରାର୍ଥୀ କରିଥିବା ବେଳେ ଗୋଟିଏ ଆସନରେ ଭାଜପାକୁ ସମର୍ଥନ କରିଥିଲା।…
Archives


