ମେଟ୍ରୋ

ଘରୋଇ ହସ୍ପିଟାଲରେ ଦଳିତ କର୍ମଚାରୀଙ୍କୁ ନିର୍ଯାତନା : କମିଶନଙ୍କ ନିର୍ଦ୍ଦେଶ ପରେ ମାମଲା ରୁଜୁ କରୁନି ପୋଲିସ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଅନେକ ଦିନ ଧରି ଉପରିସ୍ଥ କର୍ମଚାରୀ ଦ୍ୱାରା ନିର୍ଯାତିତ ହେଉଥିଲେ। ଏ ନେଇ ପ୍ରତିବାଦ କରିବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବାରୁ ଚାକିରିରୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି।…

ରାଜଧାନୀରେ ମାତିଲେ ସାଇବର ଠକ : ଗୋଟିଏ ଦିନରେ ୩ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ରାଜଧାନୀରେ ମାତିଛନ୍ତି ସାଇବର ଠକ। ସେମାନେ ବିଭିନ୍ନ ଆପ୍ଲିକେଶନ୍‌ଠାରୁ ଆରମ୍ଭ କରି ସୋସିଆଲ ନେଟ୍‌ଓ୍ବର୍କରେ ନକଲି ସାଇଟ୍‌ ଖୋଲି କୌଶଳରେ ଲୋକଙ୍କଠାରୁ ଅର୍ଥ ଲୁଟୁଛନ୍ତି। ଗୋଟିଏ ଦିନରେ ୩ଜଣ ଏପରି ଠକେଇର ଶିକାର ହୋଇଛନ୍ତି। ସେମାନଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରୁ…

ଓଡ଼ିଶା ଫେରିବ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୮(ବ୍ୟୁରୋ) :କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶା ଫେରିବ ବୋଲି ଜଣାପଡିଛି। ହାଇକୋର୍ଟ ଏନେଇ ସ୍ଥଗିତାଦେଶ ଦେବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏନେଇ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ବିହାରର…

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ ଦକ୍ଷିଣ ପାର୍ଶ୍ୱରୁ ଉଚ୍ଛେଦ କରାଯାଇଛି। ଶୌଚାଳୟ, ସାମଗ୍ରୀ ଘର ଭଙ୍ଗା ଯାଇଛି। ମାତ୍ର ଦକ୍ଷିଣ…

ଖୋର୍ଦ୍ଧାରେ ପଥର ଚାଲାଣ ମାମଲା : ୬ଜଣଙ୍କୁ ଧରିବା ପାଇଁ ରାଜ୍ୟ ବାହାରକୁ ଗଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଖୋର୍ଦ୍ଧା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ମୁଖ୍ୟ ୬ଜଣ ମାଫିଆଙ୍କୁ ଗିରଫ କରିବା ପାଇଁ ଏସ୍‌ଟିଏଫ୍‌ ଜାଲ ବିଛାଇଛି। ଏହି ୬ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଲେଡି ଡନ୍‌। ତାଙ୍କ ସମେତ ଅନ୍ୟ ୫ଜଣ ଗିରଫ ଭୟରେ…

ପାଟକୁରା ସଙ୍ଗଠନ ସଜାଡ଼ିବାକୁ ବୈଠକ

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ପାଟକୁରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ବିଜୟ ପରେ ଦ୍ୱିତୀୟ ଥର ଲାଗି ଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମେ ନିର୍ବାଚନ ପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ବିଜେଡି…

୫ ରାଜ୍ୟରେ ଚାଲିଛି ଓଡ଼ିଆ ପାଠପଢ଼ା : ଅନ୍ୟ ରାଜ୍ୟର ଓଡ଼ିଆ ପିଲାଙ୍କ ପାଇଁ ହୋଇପାରୁନି ବ୍ୟବସ୍ଥା

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଓଡ଼ିଶାର ବହୁ ଲୋକ ଯାଇ ବାହାର ରାଜ୍ୟରେ ବସବାସ କରୁଛନ୍ତି। ଦେଶର ୨୮ଟି ରାଜ୍ୟ ମଧ୍ୟରୁ ମାତ୍ର ୫ଟି ରାଜ୍ୟରେ ରହୁଥିବା ଓଡ଼ିଆ ପରିବାରର ପିଲାମାନେ ନିଜ ମାତୃଭାଷାରେ ପାଠ ପଢିପାରୁଛନ୍ତି। ଅନ୍ୟ ରାଜ୍ୟଗୁଡିକରେ ସରକାର ଏଭଳି ବ୍ୟବସ୍ଥା…

ମାଟ୍ରିମୋନିଆଲ୍‌ ସାଇଟ୍‌ରେ ଯୁବତୀଙ୍କ ସହ ବିବାହ ପ୍ରସ୍ତାବ : ଡାକ୍ତର ପରିଚୟ ଦେଇ ଯୁବକ ଗିରଫ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ଜଣେ ବିବାହିତ ପୁରୁଷ ଅବିବାହିତା ଡାକ୍ତରାଣୀଙ୍କୁ ଠକେଇବାକୁ ଚେଷ୍ଟା କରୁଥିବା ଜଣାପଡ଼ିବା ପରେ ତାଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ଅଭିଯୁକ୍ତ ବିରଞ୍ଚତ୍ ନାରାୟଣ ନାଥ (୩୮)ଙ୍କ ଘର ଅନୁଗୋଳ ଜିଲା ଛେଣ୍ଡିପଦାର…

ଟଳିନି ରାଜ୍ୟରେ ବନ୍ୟା ସ୍ଥିତି: ବହୁ ଲୋକ ଜଳବନ୍ଦୀ, ଆଜି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଟଳିଯାଇଛି ବୋଲି ସରକାର କହୁଛନ୍ତି। କିନ୍ତୁ ଏବେବି ରାଜ୍ୟର ତଳିଆ ଅଞ୍ଚଳରେ ପାଣି ମାଡ଼ିବାରେ ଲାଗିିଛି। ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ ଜିଲାର କିଛି ସ୍ଥାନରେ ପାଣି ଜମି…

ସୋସିଆଲ ମିଡିଆରେ ଭିଡିଓ ଛାଡ଼ି ମୁହଁ ଖୋଲିଲେ ପପୁ : ମୋ’ ଚିନ୍ତାଧାରାର ନୁହେଁ ଏହି ପୋଷ୍ଟର

ଭୁବନେଶ୍ୱର,୧୮।୮(ବ୍ୟୁରୋ) : ଚଳଚ୍ଚିତ୍ର ‘ମିଷ୍ଟର କହ୍ନେୟା’ର ପୋଷ୍ଟରକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତା ପପୁ ପମ୍‌ପମ୍‌ ରବିବାର ମୁହଁ ଖୋଲିଛନ୍ତି। ଉକ୍ତ ପୋଷ୍ଟରଟି ମୋ’ ଚିନ୍ତାଧାରାର ନୁହେଁ, ମୁଁ ଭୁଲ କରିନାହିଁ। ବାହାରେ କିଏ ପୋଷ୍ଟର କରିଛନ୍ତି ଜାଣିନି। ସେଥିପାଇଁ…

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଉତ୍ତର…

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?