ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର
ବ୍ରହ୍ମଗିରି, ୨୮।୬(ଡି.ଏନ୍.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳେ ବ୍ରହ୍ମଗିରି ଅଲାରନାଥ ପୀଠରେ। ଏହି ପୀଠରେ…
ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ
ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି। ଭଣ୍ଡାରିପୋଖରୀ ବିଧାୟକ…
ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା
ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ, କିନ୍ତୁ ଭେଦି ହେବନି, ସେ କଥା ବି ନୁହେଁ । ଯିଏ ଭେଦିଛି…
୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା
ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ବି ବାଦ୍ ପଡ଼ିନାହିଁ। ପରିବର୍ତ୍ତିତ ସମୟ ସହିତ ତାଳଦେଇ ରଥଯାତ୍ରାରେ ବି କିଛି…
ବିଲ୍ଡରଙ୍କ କାମ କରୁଛନ୍ତି ଆର୍ଆଇ
ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ଅମିନ ଓ ଆର୍ଆଇ ମରୁଡ଼ି ପଡ଼ିଛି। ଆର୍ଆଇ ସର୍କଲରେ ଅମିନ ନାହାନ୍ତି। ଜମିବାଡ଼ି ମପାଚୁପା କାର୍ଯ୍ୟ ହୋଇପାରୁ ନାହିଁ। ଭୁବନେଶ୍ୱରରେ ଆର୍ଆଇ ଏବଂ ଅମିନ ବଡ଼ ବଡ଼ ବିଲ୍ଡରଙ୍କ ପାଇଁ କାମ କରୁଛନ୍ତି। ସହର ତଳି ଗ୍ରାମାଞ୍ଚଳ…
ଅନିଶ୍ଚିତତା ମଧ୍ୟରେ ହାତଲେଖା କଳାକାରଙ୍କ ଭବିଷ୍ୟତ
ଭୁବନେଶ୍ୱର, ୨୮।୬ବ୍ୟୁରୋ) : ହାତଲେଖା କଳାକାରମାନେ ରଙ୍ଗ ତୁଳୀ ଧରି ହାତରେ ନିଜର କଳା ପ୍ରଦର୍ଶନ କରୁଥିଲେ। ହେଲେ ଫ୍ଲେକ୍ସ ଆସିବା ପରଠାରୁ ସେମାନଙ୍କ ସ୍ଥିତି ଦୋହଲି ଯାଇଛି। ସମୟାନୁକ୍ରମେ ଲୋକମାନଙ୍କ ହସ୍ତକଳା ପ୍ରତି ଆଦର ହ୍ରାସ ପାଇବାରେ ଲାଗିଛି। ନମ୍ବର…
ରାଜଧାନୀରୁ କାର ଲୁଟ୍ ର଼୍ୟାକେଟର ପର୍ଦ୍ଦାଫାଶ : ୩ କାର, ବିପୁଳ ଅଳଙ୍କାର ଜବତ, ୪ ଗିରଫ
ଭୁବନେଶ୍ୱର/ପାତ୍ରପଡା, ୨୮।୬(ବ୍ୟୁରୋ/ଡି.ଏନ୍.ଏ.) : ଗତ କିଛି ମାସ ହେବ ରାଜଧାନୀରେ ଲୁଟେରା ଗ୍ୟାଙ୍ଗ୍ ସକ୍ରିୟ ହୋଇଉଠିଛି। ବିଶେଷକରି ବାରମ୍ବାର କାର୍ ଲୁଟ୍ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଲୁଟ୍ କାରକୁ ବ୍ୟବହାର କରି ଲୁଟ୍ ଓ ଅନ୍ୟ ଅପରାଧ କରାଯାଉଥିବା…
ଆଜି ୮ ଜିଲାକୁ ବର୍ଷା
ଭୁବନେଶ୍ୱର,୨୮।୬(ବ୍ୟୁରୋ) : ଓଡ଼ିଶାରେ ମୌସୁମୀ ଛୁଇଁଛି। କିନ୍ତୁ ଜୁନ୍ ମାସ ଶେଷ ହେବାକୁ ବସିଲାଣି, ରାଜ୍ୟରେ ବର୍ଷାର କୌଣସି ଦେଖାନାହିଁ। ଆସନ୍ତା ୩୦ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ଉତ୍ତର ଓଡ଼ିଶା…
ଆଜି ରାଜ୍ୟ ବଜେଟ
ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଜେଡି ସରକାରର ପଞ୍ଚମ ପାଳିର ପ୍ରଥମ ବଜେଟ ଗୃହରେ ଆଗତ କରିବେ। ଚଳିତ ଆର୍ଥିକ ବର୍ଷ ଲାଗି…
ଆସୁଛି ରଥଯାତ୍ରା, ଭାଙ୍ଗିଛି ମଠବାଡ଼ି: ହୀନସ୍ତା ହେବେ ସାଧୁସନ୍ଥ, ଶ୍ରଦ୍ଧାଳୁ
ପୁରୀ ଅଫିସ, ୨୭ା୬: ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମେତ ବହୁ ସାଧୁସନ୍ଥ ଆସିବେ। ହେଲେ ଚଳିତବର୍ଷ ଏମାନେ ଆଶ୍ରୟ ନେବାକୁ ହୀନସ୍ତା ହେବା ଜଳ ଜଳ ଦିଶୁଛି। ବାତ୍ୟାରେ ଭାଙ୍ଗିଯାଇଥିବା ପୁରୀର ମଠବାଡ଼ି ଏ…
‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ
ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା ଥଳି ମିଳିଯାଆନ୍ତା କି, କାହା ପକେଟରୁ ପର୍ସ ଗଳିପଡ଼ନ୍ତା କି, ଏମିତି ଅନେକ…
ଫନୀ କ୍ଷତି: ତ୍ରୁଟିପୂର୍ଣ୍ଣ ତାଲିକା ବିରୋଧରେ ଦାବିପତ୍ର
ସାକ୍ଷୀଗୋପାଳ, ୨୭।୬(ଡି.ଏନ୍.ଏ.): ଫନୀ କ୍ଷତିଗ୍ରସ୍ତଙ୍କ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶନ ବିରୋଧରେ ହିନ୍ଦୁସ୍ଥାନ ନିର୍ମାଣ ଦଳ ତରଫରୁ ପୁରୀ ଜିଲାପାଳ, ଉପଜିଲାପାଳ ଏବଂ ସତ୍ୟବାଦୀ ତହସିଲଦାରଙ୍କୁ ଗୁରୁବାର ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୁନର୍ବାର ଯାଞ୍ଚ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସାମିଲ କରିବାକୁ…
Archives


