ଓଡ଼ିଶା ୱାକଫ୍ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତିକୁ ନେଇ ଜନସ୍ବାର୍ଥ ମାମଲା: ସରକାରଙ୍କୁ ଜବାବ ତଲବ
କଟକ ଅଫିସ,୨୭ା୬: ଓଡ଼ିଶା ୱାକଫ୍ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି କରିବାରେ ସରକାରଙ୍କ ଅବହେଳାକୁ ଚ୍ୟାଲେଞ୍ଜ କରି କଟକ ମହାନଗର ସଂଖ୍ୟାଲଘୁ ନାଗରିକ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହି ମାମଲାର ବିଚାର କରି…
ଧଳାବାଘ ‘ସମ୍ରାଟ’ ଅସୁସ୍ଥ
ବାରଙ୍ଗ,୨୭ା୬(ଡି.ଏନ୍.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷଣ ଧଳାବାଘ ସମ୍ରାଟ ଅସୁସ୍ଥ ହୋଇପଡ଼ିଛି। ତା’ର ପିଠି ବଙ୍କା ହୋଇରହିବା ସହ ସେ ଛୋଟେଇ ଛୋଟେଇ ଚାଲୁଛି। ଗତ ୩ମାସ ଧରି ଏହାର ନିରାକରଣ ଲାଗି ଡାକ୍ତରମାନେ ପ୍ରଚେଷ୍ଟା କରିଆସୁଥିଲେ ମଧ୍ୟ କିଛି…
ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ବୈଠକ: ଫନୀ ପୁନରୁଦ୍ଧାର କାର୍ଯ୍ୟର ଟଙ୍କା ମିଳୁନି
ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ତରଫରୁ ବୁଧବାର ଏକ ହୋଟେଲରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏସନ ସଭାପତି ଜଗଦୀଶ ପାତ୍ର, ଉପସଭାପତି ଚିନ୍ମୟ ସୱାଇଁ, ସମ୍ପାଦକ ବିଭୁତି ଭୂଷଣ ଜେନାଙ୍କ ସମେତ ପିଏଚ ଏବଂ ଆରଆଣ୍ଡବିର…
ସରକାରଙ୍କ ନିୟମକୁ ବେଖାତିର: ବେଧଡ଼କ ଚାଲିଛି ପଲିଥିନ ବ୍ୟବହାର
ନରାଜ,୨୭ା୬(ଡି.ଏନ୍.ଏ.): ଅକ୍ଟୋବର ୨୦୧୮ରେ ସରକାର ପଲିଥିନ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇଥିଲେ। ହେଲେ ବାରଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଦୋକାନରେ ବ୍ୟବହାର ଓ ବିକ୍ରି ହେଉଥିବା ଦେଖିବାକୁ ମିଳଛି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ…
କୃଷକଙ୍କ ସଂଖ୍ୟା ଜାଣିନାହାନ୍ତି ସରକାର
ଭୁବନେଶ୍ୱର,୨୭।୬(ବ୍ୟୁରୋ): କୃଷକଙ୍କ ସଂଖ୍ୟାକୁ ନେଇ ବୁଧବାର ବିଧାନସଭା ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତା’ର ଜବାବ ତଲବ…
ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ। ୧୦ରୁ କମ୍ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କେଉଁ ଜିଲାରେ କେତେ ସ୍କୁଲ ବନ୍ଦ…
ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍ ବିଜ୍ଞାପନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି ବିଜ୍ଞାପନରୁ ଦୂରେଇ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ୍ ୨୧ରେ…
ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ
ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତାହାର ଜବାବ…
ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି ଘଟଣାରେ…
ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି
ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ। ଉପବାଚସ୍ପତି ନିର୍ବାଚନ ସକାଶେ ବିଧାନସଭା ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।…
କଟକ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି
କଟକ ଅଫିସ୍,୨୬।୬: କଟକ ନଗର ମଣ୍ଡଳ ଅଧୀନ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି କଟକ ପ୍ରଧାନ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିରଳ ଡାକଟିକଟ ପ୍ରଦର୍ଶିତ ହୋଇଛି। କଟକ ନଗର ମଣ୍ଡଳ ବରିଷ୍ଠ ଡାକ ଅଧୀକ୍ଷକ ସୁଚିସ୍ମିତା…
ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍ଏଚ୍ଆରସିରେ ଫେରାଦ ହେଲା ଭାଜପା
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ ବିଷାକ୍ତ ମଦ ତିହିଡି ବ୍ଲକରେ ବାଣ୍ଟିଥିଲେ। ଏହା ପିଇବା ଦ୍ୱାରା ୧୨ଜଣଙ୍କ ମୃତ୍ୟୁ ହୋଇଥିବା…
Archives


