ମେଟ୍ରୋ

ସାରଥିଙ୍କ ନିର୍ଦ୍ଦେଶରେ ରଥ ଚଳାନ୍ତି ଅଶ୍ୱ

ପୁରୀ ଅଫିସ,୨୬ା୬: ଅଖିଳ ବ୍ରହ୍ମାଣ୍ଡନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରତିବର୍ଷ ତିନିରଥ ନିର୍ମାଣ କରାଯାଏ। ପବିତ୍ର ଘୋଷଯାତ୍ରାରେ ଏହି ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଯାଇଥାଏ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳି ମଧ୍ୟରେ ବଡ଼ଦାଣ୍ଡର ବୁକୁ…

ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ…

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର ଗତ ମେ ୩ ତାରିଖରେ ବାତ୍ୟା ଫନୀର କିଭଳି ମୁକାବିଲା କଲେ, ସ୍ବଚ୍ଛ…

ଆସୁଛି ଲଘୁଚାପ: ୨୯ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଗତ ୩/୪ ଦିନ ହେବ ରାଜ୍ୟରେ ମୌସୁମୀ ଉଭାନ ହୋଇ ଯାଇଛି। ବର୍ଷା ଚାଡି ଯାଇଥିବା ବେଳେ ପୁଣି ଖରା ଓ ଗରମ ଆରମ୍ଭ ହୋଇଛି। ଆହୁରି ୩ ଦିନ ପାଗ ଶୁଖିଲା ରହିବ। କାଁ ଭାଁ କେଉଁଠି ଅସରାଏ…

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗ: ରେଳମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାୟଗଡା ଜିଲାରେ ମଙ୍ଗଳବାର ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। କର୍ତ୍ତବ୍ୟରତ ରେଳ କର୍ମଚାରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏହାସହ ସେ ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କ ସହ ଏ ବିଷୟରେ କଥା ହୋଇଥିବା…

ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ ଅଲାରନାଥ: ଅଷ୍ଟମ ଦିନରେ ଅଣସର ଦର୍ଶନ

ବ୍ରହ୍ମଗିରି, ୨୫।୬(ଡି.ଏନ୍‌.ଏ.)-ଭିନ୍ନ ଏକ ଧାମ, ଅନ୍ୟ ଏକ ପୀଠ। ଯାହାର ନାମ ବ୍ରହ୍ମଗିରି ଧାମ ଆଉ ଅଲାରନାଥ ପୀଠ। ଏହି ଧାମ ତୀର୍ଥ କ୍ଷେତ୍ରର ମାନ୍ୟତା ନ ପାଇଥିଲେ ବି ଏଠାକୁ ଏବେ ଛୁଟିଆସୁଛନ୍ତି ହଜାର ହଜାର ଭକ୍ତ। ଭକ୍ତିର ଭାବରେ…

ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକଭାବେ ମଙ୍ଗଳବାର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ପ୍ରାରମ୍ଭରେ ମଙ୍ଗଳବାର ରାଜ୍ୟପାଳ…

ରେଳ ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଡିଜିପିଙ୍କ ବୈଠକ: କିନ୍ନରଙ୍କ ଉପରେ କଟକଣା, ଧରାହେବେ ଲୁଟେରା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ)- ବିଗତ କିଛିଦିନ ହେବ ରେଳ ଷ୍ଟେଶନରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। କିନ୍ନର ଓ ଲୁଟେରା ଗ୍ୟାଙ୍ଗ୍‌ ଉତ୍ପାତ କରୁଛନ୍ତି। ଟ୍ରେନ୍‌ ଯାତ୍ରୀମାନେ ଷ୍ଟେଶନ ସମେତ ବାହାରେ ମଧ୍ୟ ଆକ୍ରମଣ, ଲୁଟ୍‌ ଓ ଚୋରିର ଶିକାର ହେଉଛନ୍ତି। ତେଣୁ…

ବିଧାନସଭା ପରିଚାଳନା ପାଇଁ ଗଠନ ହେଲା ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିଧାନସଭା ପରିଚାଳନା ପାଇଁ ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ ଗଠନ କରାଯାଇଛି। ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧିଷ୍ଠାତା ମଣ୍ଡଳୀଙ୍କ ନାମ ଘୋଷଣା କରିଛନ୍ତି। ସେମାନେ ହେଲେ ଦେବୀପ୍ରସାଦ ମିଶ୍ର, ପ୍ରଫୁଲ କୁମାର ସାମଲ, ଅଶ୍ୱିନୀ ପାତ୍ର, ସ୍ନେହାଙ୍ଗିନୀ ଛୁରିଆ,…

ବିଧାନସଭାର ପ୍ରଥମ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପରଲୋକଗତ ସଦସ୍ୟ ତଥା ପୂର୍ବତନ ସିଆର୍‌ପିଏଫ୍‌ କନଷ୍ଟେବଳଙ୍କ ବିୟୋଗରେ ଗୃହରେ ଶୋକ କରାଯାଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଏହାପରେ ପୂର୍ବାହ୍ନ ୧୧ଟା ୨୫…

ପ୍ରାଚୀ ଉପତ୍ୟକାରୁ ଶ୍ରୀକ୍ଷେତ୍ରକୁ ପଠାଗଲା ଫଳ: ଅଣସର ଘରେ ଲାଗିବ ଭୋଗ

କାକଟପୁର, ୨୫।୬(ଡି.ଏନ୍‌.ଏ.)-ସ୍ନାନପୂର୍ଣ୍ଣିମାରେ ସ୍ନାନ କରି ଶ୍ରୀକ୍ଷେତ୍ରର ଶ୍ରୀଜୀଉମାନେ ଜ୍ୱରରେ ପୀଡ଼ିତ ହୋଇ ଏବେ ଅଣସର ଘରେ ବିଶ୍ରାମ ନେଉଛନ୍ତି। ଦଇତାପତି ଏବଂ ପତିମହାପାତ୍ର ସେବକମାନେ ଗୁପ୍ତ ସେବାକରି ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବାରେ ଲାଗି ପଡ଼ିଛନ୍ତି। ଅଣସର ସମୟରେ ଶ୍ରୀଜୀଉମାନଙ୍କ ପାଖରେ ଫଳମୂଳ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri