ମେଟ୍ରୋ

ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଫଳରେ…

ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍‌ ଅନର୍‌’/ହାଉସ୍‌ ଗାର୍ଡକୁ ଉଚ୍ଛେଦ କରାଯାଇଛି। କେବଳ ସାଧାରଣତନ୍ତ୍ର…

ଲଗାଣ ବର୍ଷା: ୨ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବେହାଲ୍‌ ହୋଇପଡ଼ିଛି ଜୀବନଯାତ୍ରା। ଯୋଗାଯୋଗ ଓ ଗମନାଗମନ ଏକପ୍ରକାର ଠପ୍‌ ହୋଇଯାଇଛି। ବିଶେଷକରି ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ପରି ତଳିଆ ଅଞ୍ଚଳରେ…

ଜୋତାରୁ ବାହାରିଲା ତମ୍ପ ଛୁଆ

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଭୁବନେଶ୍ୱର ପଞ୍ଚସଖା ନଗର ପ୍ଲଟ ନମ୍ବର ଏଲ୍‌-୨୧/୪୯ରେ ରହୁଥିବା ରବୀନ୍ଦ୍ର ନାଥ ଦାଶଙ୍କ ପୁଅ ରାକେଶଙ୍କ ଜୋତାରୁ ବୁଧବାର ସକାଳେ ଏକ ସାପ ଛୁଆ ଉଦ୍ଧାର କରାଯାଇଛି। ଏ ନେଇ ସ୍ନେକ ହେଲ୍ପଲାଇନକୁ ଖବର ଦେବାପରେ ଏହାର ସାଧାରଣ…

ସେସୁ ସିଇଓ ଭାବେ ଦାୟିତ୍ୱ ନେଲେ ବୋଥ୍ରା

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଥିଲା। ଏହି ସମୟରେ ଆଇଏଏସ୍‌ ଅଫିସର ମହମ୍ମଦ ସିଦ୍ଦିକ୍‌ ଆଲାମଙ୍କ ସ୍ଥାନରେ ବୋଥ୍ରାଙ୍କୁ…

ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍‌ଆର୍‌ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍‌

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ…

ହକି ବିଶ୍ୱକପ୍‌ ଖର୍ଚ୍ଚର ପ୍ରାଥମିକ ହିସାବ: ୮୨.୫ କୋଟିରୁ ୫୯ କୋଟିର ହିସାବ ଆସିଛି

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଓଡ଼ିଶାରେ ଗତବର୍ଷ ହୋଇଥିବା ହକି ବିଶ୍ୱକପ୍‌ ପାଇଁ ରାଜ୍ୟ ସରକାର ୮୨.୫ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥିମଧ୍ୟରୁ ୫୯.୫୯ କୋଟି ଟଙ୍କାର ହିସାବ ସାମ୍ନାକୁ ଆସିଛି। ୨୫ କୋଟି ଟଙ୍କା କେବଳ ବିଶ୍ୱକପର ଆୟୋଜକ, ଅନ୍ତର୍ଜାତୀୟ ହକି ପରିଷଦ(ଏଫ୍‌ଆଇଏଚ୍‌)…

ସ୍ବାଧୀନତା ଦିବସ ସୁରକ୍ଷାକୁ ନେଇ ଡିଜିପିଙ୍କ ସମୀକ୍ଷା: ମାଓବାଦୀପ୍ରବଣ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ

କଟକ ଅଫିସ, ୧୪।୮: ଆଗାମୀ ସ୍ବାଧୀନତା ଦିବସରେ କୌଣସି ଅପ୍ରୀତିକର ପରିସ୍ଥିତି ଓ ଆତଙ୍କବାଦୀ ଆକ୍ରମଣ ଏଡ଼ାଇବା ଲାଗି ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ସୁରକ୍ଷା ସଂକ୍ରାନ୍ତ ସମୀକ୍ଷା ବୈଠକ…

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ ଟାସ୍କ ଫୋର୍ସ ମିଶି ରେଳ ଷ୍ଟେଶନର କୋଣ ଅନୁକୋଣ ଯାଞ୍ଚ କରିଛନ୍ତି। ଯାତ୍ରୀଙ୍କଠାରୁ ନେଇ,…

କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସ ନ୍ୟାୟ ଦେବାରେ ଅବହେଳା ପ୍ରଦର୍ଶନ କରିବା ଓ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଶ୍ରୀଲିଙ୍ଗରାଜ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ପାଇଁ ଦାବି

ପୁରୁଣା ଭୁବନେଶ୍ୱର, ୧୪। ୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ଓ ଅର୍କକ୍ଷେତ୍ର କୋଣାର୍କ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ରୂପେ ପରିଗଣିତ କରିବାକୁ ନିକଟରେ କେତେଜଣ ବିଧାୟକ କେନ୍ଦ୍ର ପର୍ଯ୍ୟଟନ ବିଭାଗକୁ ବିଧାନସଭା ପ୍ରଶ୍ନୋତ୍ତର କାଳରେ ପତ୍ର ଲେଖିଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ଦିର…

ପିଏଚ୍‌ଡି ମୁଖ୍ୟ ପାଇପ୍‌ ଲାଇନ୍‌ରେ ଫାଟ : ପାନୀୟ ଜଳରେ ମିଶୁଛି ଦୂଷିତ ପାଣି

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରସୁଲଗଡ ଛକ ଦେଇଯାଇଛି ପିଏଚଡିର ମୁଖ୍ୟ ପାନୀୟ ଜଳ ପାଇପ ଲାଇନ। କୁଆଖାଇ ନଦୀରୁ ଉକ୍ତ ସର୍ଭିସ ପାଣି ପାଇପ ଲାଇନ ଆସିଛି। ଯାହାକି ରସୁଲଗଡ ଛକରୁ ପାଇପ ଲାଇନ କଟକରୋଡ, କଳ୍ପନା, ରାଜମହଲ ଧରି ପୁରୁଣା ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?