ସାମାଜିକ ବାସନ୍ଦ ବିରୋଧରେ ଆଇନ ପ୍ରଣୟନ ପାଇଁ ହାଇକୋର୍ଟରେ ମାମଲା : ସରକାରଙ୍କୁ ରିପୋର୍ଟ ତଲବ
କଟକ ଅଫିସ,୨୫।୬ : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଅନେକ ଅଗ୍ରଗତି ଘଟିଛି। ଏହା ସାଙ୍ଗକୁ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟ ଅଗେଇ ଚାଲିଛି। କିନ୍ତୁ ସରକାରଙ୍କ ଅପାରଗତା ଯୋଗୁ ଓଡ଼ିଶାର ଗ୍ରାମାଞ୍ଚଳରେ ସାମାଜିକ ବାସନ୍ଦ ଓ କଟକଣା ଭଳି ମଧ୍ୟଯୁଗୀୟ…
‘ମିସ୍ ପ୍ଲସ୍ ସାଇଜ୍ ଇଣ୍ଡିଆ’ ଫାଇନାଲରେ ଓଡ଼ିଆ ଝିଅ ପାୟଲ
ଭୁବନେଶ୍ୱର,୨୫।୬: ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁକିଛି ହାର୍ ମାନେ। ମନରେ କିଛି କରିବାର ଆକାଂକ୍ଷା ଥିଲେ ମଣିଷ କେଉଁଠି ବି ପହଞ୍ଚିପାରେ। ଏହାକୁ ପ୍ରମାଣ କରିଛନ୍ତି ଓଡ଼ିଶାର ପାୟଲ ଚୌଧୁରୀ। ସୌନ୍ଦର୍ଯ୍ୟର ମାପକାଠି କେବଳ ଜିରୋ ସାଇଜ୍ କିମ୍ବା ଗୋରା ଚେହେରା…
ଜର୍ମାନୀର ଜିଆଇ୍ଜେଡ ପ୍ରତିଷ୍ଠାନ, ଓଡିଶା ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ରାଜ୍ୟର ସହରାଞ୍ଚଳ ବିକାଶରେ ହେବ ସହାୟକ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଜର୍ମାନୀର ଜିଆଇଜେଡ ପ୍ରତିଷ୍ଠାନ ଏବଂ ଓଡିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…
ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ କରିଛି। ବର୍ତ୍ତମାନ ବଜାରରେ ଶାଢ଼ି ଅପେକ୍ଷା ପରିଧାନ ବସ୍ତ୍ର(ରେଡିମେଡ୍ ଗାର୍ମେଣ୍ଟ)ର ଚାହିଦା ବହୁଳ ମାତ୍ରାରେ…
ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍ରେ ଆଇଏନ୍ଆଇଏଫ୍ଡିର କମାଲ୍
ଭୁବନେଶ୍ୱର,୨୫।।୬(ବ୍ୟୁରୋ): ପ୍ରତିଷ୍ଠା ହେବାର ମାତ୍ର ଏକବର୍ଷ ମଧ୍ୟରେ ଲାକ୍ମୀ ଇଣ୍ଡିଆ ଫ୍ୟାଶନ ଓ୍ବିକ୍ ଏବଂ ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍ ଭଳି ଗୁରୁତ୍ୱପୂର୍ଣ୍ଣ ଫ୍ୟାଶନ ଇଭେଣ୍ଟରେ ଅଂଶଗ୍ରହଣ କରି ବିଶେଷ ସଫଳତା ହାସଲ କରିଛି ଇଣ୍ଟରନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ ଅଫ୍ ଫ୍ୟାଶନ ଡିଜାଇନିଂ(ଆଇଏନ୍ଆଇଏଫ୍ଡି)। ନିକଟରେ…
ଅଣସରରେ ହୁଅନ୍ତି ନୂଆ ଦଇତାପତି
ପୁରୀ ଅଫିସ, ୨୫।୬: ଦଇତାପତି। ଶ୍ରୀମନ୍ଦିରର ସେବକ। ବର୍ଷର ବିଭିନ୍ନ ସମୟରେ ମହାପ୍ରଭୁଙ୍କ ସେବା ଥିଲେ ମଧ୍ୟ ଏମାନଙ୍କ ମୁଖ୍ୟସେବା ଜ୍ୟେଷ୍ଠ ଶୁକ୍ଳ ତ୍ରୟୋଦଶୀରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ରହିଥାଏ। ଏହି ସମୟରେ ଦେବସ୍ନାନ ପୂର୍ଣ୍ଣିମା, ଅଣସର, ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା,…
ରଥ ରଙ୍ଗକାମ ଆରମ୍ଭ
ପୁରୀ ଅଫିସ,୨୫।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ରଥଖଳାରେ ପ୍ରଥମ ପର୍ଯ୍ୟାୟ ଭୂଇଁ ଖଞ୍ଜା ସରିବା ପରେ ରଥରେ ଛ’କାଠ ଉଠିଥିଲା। ଏବେ ଦ୍ୱିତୀୟ ଭୂଇଁ ଖଞ୍ଜା କାମ ଚାଲିଛି। ସୋମବାର ସୁଦ୍ଧା ତିନିରଥର ୩୬ ନାହାକ କାଠ ଚଉପଟ…
ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍ଯାପିତ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍ ଡ୍ୟାନ୍ସ ଫେଷ୍ଟିଭାଲ୍-୨୦୧୯ (ଆଇଆଇଡିଏଫ୍) ସୋମବାର ଉଦ୍ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍ଯାପନୀ ଦିବସର ପ୍ରାରମ୍ଭରେ ଫ୍ୟୁଚର ଫେସେସ୍ ଟ୍ୟାଲେଣ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା। ପୁରୀର ସୌମେନ୍ଦ୍ର ପି. ଚମ୍ପତିରାୟ,…
ଖଣ୍ଡଗିରିରୁ ଇନୋଭା ଲୁଟ ଘଟଣା ଯଦୁପୁରରୁ ଗାଡି ଜବତ, ୨ଜଣଙ୍କୁ ଧରିଲା ପୋଲିସ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଗତ ସପ୍ତାହରେ ଖଣ୍ଡଗିରି ଅଞ୍ଚଳରୁ ଲୁଟ୍ ହୋଇଥିବା ଏକ ଇନୋଭା ଗାଡ଼ିକୁ ସ୍ପେଶାଲ ସ୍କ୍ବାଡ ପୋଲିସ ଯଦୁପୁରରୁ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୨ ବ୍ୟକ୍ତିଙ୍କୁ ପୋଲିସ କାବୁ କରିଛି। ସେମାନେ ଗାଡ଼ିର ନମ୍ବର ପ୍ଲେଟ୍ ବଦଳାଇ ଯଦୁପୁରରେ…
ରାଜଧାନୀ ରାତିରେ ଲୁଟେରାଙ୍କ ରାଜ୍: ଶୋଇଯାଉଛି ପୋଲିସ, ମାତୁଛନ୍ତି ଅପରାଧୀ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ୧୦ଟା ଟପିଲେ ଉତ୍ପାତ ଆରମ୍ଭ କରୁଛନ୍ତି ଅପରାଧୀ। ଜାତୀୟ ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ କରୁଛନ୍ତି ରାଜୁତି। ବନ୍ଧୁକ, ଖଣ୍ଡା, ଭୁଜାଲି ବୁଲୁଛି। ଜାତୀୟ…
ନରସିଂହ କଂଗ୍ରେସ ବିଧାୟକ ଦଳ ନେତା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): କଂଗ୍ରେସ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ମାତ୍ର ୯ଟି ଆସନ ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି। ତେବେ ଦଳ ପକ୍ଷରୁ କାହାରିକୁ ବିଧାୟକ ଦଳ ନେତାଭାବେ ନିଷ୍ପତ୍ତି ହୋଇ ନ ଥିଲା। ୨୫ରେ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ…
ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିଥିଲା। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇଯାଇଥିବାରୁ ଜୁଲାଇ ୧ରୁ…
Archives


