ମେଟ୍ରୋ

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ପରୀକ୍ଷା ଫି’ ବୃଦ୍ଧି ଯୋଗୁ ଅଭିଭାବକ ମହଲରେ…

ସ୍ତ୍ରୀଙ୍କୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ ଜେଲ୍‌

କଟକ ଅଫିସ୍‌, ୧୪।୮: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ମାମଲାରେ କଟକ ଅତିରିକ୍ତ ଜିଲା ଦୌରାଜଜ୍‌-୩ ବନ୍ଦନା କର ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ କାରାଦଣ୍ଡ ଓ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲ୍‌ଦଣ୍ଡ…

ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ : ଗୋଟିଏ ଛାତତଳେ ୧୭ ରାଜ୍ୟର ହସ୍ତତନ୍ତ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଚନ୍ଦେରୀ, ମାହେଶ୍ୱରୀ, ବାନ୍ଧେଣୀ, ଜାମ୍‌ଦାନୀ, ଟସର୍‌, ଚିକନ୍‌କରି, ଭାଗଲପୁରୀ ସିଲ୍କ ଓ ମୁଙ୍ଗା ସିଲ୍କ। ଭାରତୀୟ ହସ୍ତତନ୍ତର ଏଭଳି ବିଭିନ୍ନତାକୁ ନେଇ ଭୁବନେଶ୍ୱରରେ ଆୟୋଜିତ ହୋଇଛି ସିିଲ୍କ ଇଣ୍ଡିଆ ଏକ୍ସପୋ ୨୦୧୯। ‘ହସ୍ତଶିଳ୍ପୀ’ ପକ୍ଷରୁ ଗତ ୯ ତାରିଖରୁ ହୋଟେଲ…

ଭାସୁଛି ୫କେଜିର ପଥର

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ ପଥର…

‘ଦି ରଥ’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ବିଜୁ ପଟ୍ଟନାୟକ ପାର୍କରେ ସ୍ଥାପନ କରାଯାଇଥିବା ଇସ୍ପାତ ନିର୍ମିତ ସ୍ଥାପତ୍ୟକଳାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏବଂ ଟାଟା ଷ୍ଟିଲ୍‌ର ମିଳିତ ପ୍ରୟାସରେ ନିର୍ମିତ ଏହି ସ୍ଥାପତ୍ୟ ‘ଦି ରଥ’କୁ…

ପୂର୍ବତନ ପୋଲିସ ଏସ୍‌ଆଇଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାର ପୂର୍ବତନ ଏସ୍‌ଆଇ ରାମଚନ୍ଦ୍ର ସେଠୀଙ୍କୁ ମଙ୍ଗଳବାର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦଣ୍ଡିତ କରିଛନ୍ତି। ସେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ମାମଲାର ବିଚାର କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଅମ୍ବୁଜ ମୋହନ ଦାସ…

ଏଥର ଗ୍ରୀନ୍‌ ରାଖୀପୂର୍ଣ୍ଣିମା

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପ୍ରଦୂଷଣମୁକ୍ତ ଗ୍ରୀନ୍‌ ଦୀପାବଳି ଓ ଗ୍ରୀନ୍‌ ହୋଲି ପରେ ଏଥର ଗ୍ରୀନ୍‌ ରକ୍ଷାବନ୍ଧନ। ପରିବେଶ ସୁରକ୍ଷା ପ୍ରତି ଧୀରେ ଧୀରେ ସଚେତନ ହେଉଥିବା ଲୋକେ ରାଖୀ ପୂର୍ଣ୍ଣିମାକୁ ନିଆରାଭାବେ ପାଳନ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ପ୍ଲାଷ୍ଟିକ୍‌, ଜରି ଓ ଅନ୍ୟାନ୍ୟ…

ସାଧାରଣତନ୍ତ୍ର ଦିବସରେ ପୁରସ୍କୃତ କରିବେ ରାଷ୍ଟ୍ରପତି : ତଦନ୍ତରେ ଉତ୍କର୍ଷ ପାଇଁ ପୁରସ୍କୃତ ହେବେ ୨ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ତଦନ୍ତରେ ଉତ୍କର୍ଷ ପାଇଁ ରାଜ୍ୟରେ କାର୍ଯ୍ୟ କରୁଥିବା ଦୁଇ ଆଇପିଏସ୍‌ ଅଫିସର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପୁରସ୍କୃତ ହେବେ। ସେମାନେ ହେଲେ କୋରାପୁଟ ଏସ୍‌ପି କନ୍‌ଓ୍ବର ବିଶାଲ ସିଂ ଓ କ୍ରାଇମ୍‌ବ୍ରାଞ୍ଚ ଏସ୍‌ପି ମାଡକର ସନ୍ଦୀପ ସମ୍ପତ। ବେଷ୍ଟ ଆଓ୍ବାର୍ଡ…

ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା…

ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍‌ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ

କଟକ ଅଫିସ,୧୪ା୮: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ ଚିକିତ୍ସାଧୀନ…

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି ପ୍ରବାହିତ…

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?