ମେଟ୍ରୋ

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି। ତେଣୁ ବୁଧବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ହୀରାକୁଦ ଜଳଭଣ୍ଡାରର…

ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ ୪୫…

ଟ୍ରାକ୍‌ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ବାତିଲ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍‌ ଲାଇନ୍‌ରେ ପାଣି ଚାଲିବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍‌ରେ ପାଣି…

କାହିଁକି ଏତେ ଦାୟିତ୍ୱହୀନତା? ଜୀବନ ନେଇଯିବ ବିପଜ୍ଜନକ ଖୁଣ୍ଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବାତ୍ୟା ଫନୀରେ ରାଜଧାନୀରେ ଶହ ଶହ ବିଦ୍ୟୁତ୍‌, ଟେଲିଫୋନ୍‌ ଓ କେବୁଲ ଖୁଣ୍ଟ ଭାଙ୍ଗିପଡିଥିବାବେଳେ ଆଉକିଛି ନଇଁଯାଇ ଝୁଲି ରହିଥିଲା। ବିଦ୍ୟୁତ୍‌ କର୍ମଚାରୀମାନେ ତରବରିଆ ଭାବେ ମରାମତି କରି ବିଦ୍ୟୁତ୍‌ ସଂଯୋଗଦେଇଥିଲେ। କେତେକ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି କରାଯାଇଥିଲା।…

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ…

ଭୁବନେଶ୍ୱର ରେଲଓ୍ବେ ଷ୍ଟେଶନ: ସେବାରେ ଆସୁନି ଦେୟମୁକ୍ତ ଶୌଚାଳୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ପ୍ରତିଦିନ ଭୁବନେଶ୍ୱରର ରେଲଓ୍ବେ ଷ୍ଟେଶନକୁ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଯିବା ଆସିବା କରୁଛନ୍ତି। ହେଲେ ଆବଶ୍ୟକ ପରିମାଣର ଶୌଚାଳୟ ନଥିବାରୁ ଲୋକେ ହଇରାଣ ହେଉଛନ୍ତି। ଏପରିକି ଏଠାରେ କେତେକ ଶୌଚାଳୟ ଦେୟମୁକ୍ତ ଥିଲେ ମଧ୍ୟ କୌଣସି ସୂଚନା ଫଳକ…

ଧୁମଧାମରେ ପାଳନ ହେଲା ଇଦ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜଧାନୀରେ ଥିବା ମସ୍‌ଜିଦ୍‌ଗୁଡ଼ିକରେ ସୋମବାର ଧୁମ୍‌ଧାମ୍‌ରେ ପାଳିତ ହୋଇଛି ମୁସଲମାନ ସମ୍ପ୍ରଦାୟର ଦ୍ୱିତୀୟ ବଡ଼ ପର୍ବ ଇଦ୍‌-ଉଲ୍‌-ଜୁହା। ବର୍ଷା ସତ୍ତ୍ୱେ ଦିନତମାମ ମସ୍‌ଜିଦ୍‌ରେ ଉତ୍ସବର ପରିବେଶ ଲାଗି ରହିଥିଲା। ଆଲ୍ଲାଙ୍କ ନିକଟରେ ସମସ୍ତେ ନିଜକୁ ସମର୍ପିତ ଦେଇଥିଲେ। ଭୁବନେଶ୍ୱର ୟୁନିଟ୍‌-୪…

ନନ୍ଦନକାନନରେ ଲାଞ୍ଜଖଣ୍ଡି ବାଘୁଣୀ ପ୍ରିୟଙ୍କା ମୃତ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ସୋମବାର ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଉଭୟ ଖୁସି ଓ ଦୁଃଖର ବାତାବରଣ ସୃଷ୍ଟି ହୋଇଛି। ଗୋଟିଏପଟେ ବିଶ୍ୱ ହସ୍ତୀ ଦିବସ ପାଳନ ପାଇଁ ନନ୍ଦନକାନନ ଅଧିକାରୀମାନେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ଏନକ୍ଲୋଜର ନଂ୧୮ରେ ନାଲି ବାଘୁଣୀ ପ୍ରିୟଙ୍କାର ମୃତ୍ୟୁ…

ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର ଏଥିରେ ସଙ୍ଗୀତ ପରିବେଷଣ କରିବେ। ଆଧୁନିକ ଓ ରକ୍‌ ମ୍ୟୁଜିକ୍‌ ଏହି କାର୍ଯ୍ୟକ୍ରମର…

ଆରମ୍ଭ ହେଲା ଜନଗଣନା-୨୦୨୧

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଜନଗଣନା-୨୦୨୧ ପ୍ରକ୍ରିୟା ସୋମବାରଠାରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୧୫ ନଂ ୱାର୍ଡ, କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ତହସିଲ, ବଲାଙ୍ଗୀରର ପୁଇଁତଳା ତହସିଲରେ ଏହା ଆରମ୍ଭ ହୋଇଛି। ଓଡ଼ିଶା ଜନଗଣନା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ପ୍ରଭାକର…

ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ଚର୍ଚ୍ଚା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାର କେତେକ ପ୍ରମୁଖ ପରିଷଦ ଗୁଡ଼ିକର ପୁନର୍ଗଠନ କରିବାକୁ ଯାଉଛନ୍ତି। ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଥିବା ଜଣାପଡ଼ିଛି। ରାଜ୍ୟ ଯୋଜନା ବୋର୍ଡ ଏବଂ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ପୁନର୍ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?