ମେଟ୍ରୋ

ଲୋକାୟୁକ୍ତରେ ୮୨ ଦୁର୍ନୀତି ମାମଲା ବିଚାରାଧୀନ :ମାର୍ଚ୍ଚ ୩୧ ପୂର୍ବରୁ ସମ୍ପତ୍ତି ଘୋଷଣା ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷା ପରେ ଓଡ଼ିଶା ଲୋକାୟୁକ୍ତ ଆଇନ-୨୦୧୪ ରାଜ୍ୟରେ ୨୦୧୮ ଜୁଲାଇ ୭ରୁ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ଲୋକାୟୁକ୍ତ ଗଠନ କରାଯାଇଛି। ଲୋକାୟୁକ୍ତ ଆଇନର ସେକ୍ସନ-୪୪ ଅନୁଯାୟୀ ପ୍ରତ୍ୟେକ ସରକାରୀ କର୍ମଚାରୀ ନିଜର ଓ ନିଜ ସ୍ତ୍ରୀଙ୍କ ନାମରେ ଥିବା…

୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୨ ତାରିଖ…

ଏତେ ଭୟ କାହିଁକି

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପୂର୍ବରୁ ଆଉ ଏକ ନୂଆ ଦୃଶ୍ୟ ସାମ୍ନାକୁ ଆସିଛି। ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା କେତେ ଗଭୀର ତାହା ଏବେ ସ୍ପଷ୍ଟ ବାରି ହୋଇପଡିଛି। ଲୋକଙ୍କ କଳ୍ପନା ବାହାରକୁ ଚାଲିଯାଇ ବିଜେଡି ଓ…

ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ରହିଛି ୮୪.୬୧ ପ୍ରତିଶତ।

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଓଡ଼ିଶାର ୩ ପ୍ରାର୍ଥୀ

ଭୁବନେଶ୍ୱର, ୨୪।୬: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୩ ପ୍ରାର୍ଥୀ। ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ୍‌ ପାତ୍ର ଏବଂ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱିନୀ…

ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା ଭିତରେ ସୀମିତ ରଖାଯିବ। ଉଭୟ ବିରୋଧୀ ଓ ଶାସକ ଦଳ ପକ୍ଷରୁ ସୋମବାର ଅନୁଷ୍ଠିତ…

୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି। ଷଡ଼ଙ୍ଗୀ…

ସିଏମ୍‌ସି କମିଶନର ଭାବେ ଯୋଗଦେଲେ ଅନନ୍ୟା ଦାସ

କଟକ ଅଫିସ, ୨୪।୬: କଟକ ମହାନଗର ନିଗମ(ସିଏମ୍‌ସି)ର କମିଶନର ଭାବେ ଅନନ୍ୟା ଦାସ ସୋମବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସହରର ଉନ୍ନତିମୂଳକ କାର୍ଯ୍ୟପ୍ରତି ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ସହରବାସୀ ଯେପରି ଜଳବନ୍ଦୀରୁ ମୁକ୍ତି ପାଇପାରିବେ ସେ ଦିଗରେ ପଦକ୍ଷେପ…

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ୨ ସେବାୟତ ନିଲମ୍ବିତ

ପୁରୀ ଅଫିସ: ୨୪।୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଥିଲା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି ଦାରୁବିଗ୍ରହଙ୍କ ସ୍ନାନନୀତି ଶୃଙ୍ଖଳିତ କରିଥିବା ବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀକୁ ଉଲ୍ଲଂଘନ କରିଛନ୍ତି।…

ମଦ ପିଇ ୧୧ ମହଲା ଝରକାରୁ ଖସିପଡ଼ି ଯୁବକ ମୃତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ସୋମବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣଙ୍କ ମଦ ପିଇ ୧୧ ମହଲାରୁ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଦୟାନିଧି ସାହାଣୀ। ପ୍ରକାଶ ଯେ, ନୟାପଲ୍ଲୀ କ୍ରିଷ୍ଣା…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ, ଅମର, ସସ୍ମିତ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ରାଜ୍ୟସଭା ଉପନିର୍ବାଚନ ପାଇଁ ସୋମବାର ଓଡ଼ିଶାରୁ ୩ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ। ବିଜେଡ଼ି ପକ୍ଷରୁ ପୂର୍ବତନ ଏଜି ଅମର ପଟ୍ଟନାୟକ ଓ ମୁଖପାତ୍ର ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିବାକୁ ଥିବା ବେଳେ ଭାଜପା ପକ୍ଷରୁ…

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨ ପର୍ଯ୍ୟନ୍ତ ଚାଲିବ। ପୁଣି ଦ୍ୱିତୀୟ ଅଧିବେଶନ ଜୁଲାଇ ୧୨ରୁ ଅଗଷ୍ଟ ୮ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri