ମେଟ୍ରୋ

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି ପ୍ରସଙ୍ଗ: ଅଭିଭାବକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି କରାଯାଇଛି। ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସମାଧାନ ପାଇଁ ସଂଘ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ଫି’ ବୃଦ୍ଧି ପ୍ରତ୍ୟାହାର…

ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲେ ଆମିକସ୍‌ କ୍ୟୁରି

କୋଣାର୍କ, ୧୩।୮(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ସୁରକ୍ଷା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଆମିକସ୍‌ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ସୋମବାର ମନ୍ଦିରର ସ୍ଥିତି ପରଖିଛନ୍ତି। ବର୍ଷା ସମୟରେ ମନ୍ଦିର ପରିସରରେ ପାଣି ଜମିରହିବା, ମନ୍ଦିରର ମୁଖ୍ୟ ଆକର୍ଷଣ…

୩ଥର ଇସ୍ତଫା ଗ୍ରହଣ କରିବାକୁ କହିଲିଣି: ନିରଞ୍ଜନ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ପ୍ରଦେଶ କଂଗ୍ରେସ କମିଟି ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଛି। ଅନ୍ୟପଟେ ବିଳମ୍ବରେ ହୋଇଥିବା ପାଟକୁରା ନିର୍ବାଚନରେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଅମାନତ ହରାଇଥିବା ଦେଖିବାକୁ ମିଳିଛି। ୨୦୧୯ ନିର୍ବାଚନରେ କଂଗ୍ରେସର ଏତେ ଖରାପ…

ଅନ୍ଧବିଶ୍ୱାସରୁ ମୁକୁଳିପାରୁନି ଭାରତ: ଅଙ୍ଗ ଅଭାବରୁ ଜୀବନ ହାରୁଛନ୍ତି ଲକ୍ଷାଧିକ ରୋଗୀ

ଭୁବନେଶ୍ୱର,୧୩।୮(ବ୍ୟୁରୋ): କଥାରେ ଅଛି ଅଙ୍ଗଦାନ ମହତ୍‌ ଦାନ। ହେଲେ ଏହାକୁ ଗ୍ରହଣ କରିବାକୁ ଆଜି ବି ଅନେକେ ନାରାଜ। ବିଂଶଶତାବ୍ଦୀରେ ଅଙ୍ଗ ପ୍ରତିରୋପଣ ମେଡିକାଲ ସାଇନ୍ସର ଏକ ଅବିଚ୍ଛେଦ୍ୟ ଅଙ୍ଗରେ ପରିଣତ ହୋଉଥିବାବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଜୀବନ ରକ୍ଷା କରିହେଉଛି।…

୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ସରକାରଙ୍କୁ ଏଭଳି ଚେତାବନୀ ଦେଇଛି। ମଞ୍ଚ…

ସାରା ରାଜ୍ୟରେ ବର୍ଷିଲା

ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି ଦୁଇଦିନ…

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍‌ ଏପରି ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ…

ବଢ଼ୁଛି ହୀରାକୁଦ ଜଳସ୍ତର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦…

ନନ୍ଦନକାନନରେ ବାଘୁଣୀର ମୃତ୍ୟୁ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ ହେବ…

୧୫ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ସୋମବାର ରାଜ୍ୟର ଅନେକ ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ଗୋଟାଏ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୫ଟି ଜାଲାବାସୀଙ୍କୁ ପରାମର୍ଶ…

ଇଦ୍‌-ଉଲ୍‌-ଜୁହା : ଜମୁଛି ଖାଦ୍ୟର ଆସର

ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍‌-ଉଲ-ଫିତର ଓ ଇଦ୍‌-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍‌-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍‌-ଉଲ-ଜୁହା ପର୍ବ ଆସେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?