ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ
କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ସହରର କନିକା ଛକଠାରୁ ବାହାରି ସିଦ୍ଧେଶ୍ୱର ସାହି,…
ଏମ୍ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ
କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍ନଗର ଏମ୍ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…
କମ୍ପାନୀରୁ ଚୋରି, ୨ କର୍ମଚାରୀ ଗିରଫ
ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖାରବେଳ ନଗର ଥାନା ଏକ ଘରୋଇ କମ୍ପାନୀରୁ ଲୁହା ଓ ଆଲୁମିନିୟମ ଚ୍ୟାନେଲ ଚୋରି କରୁଥିବାବେଳେ ୨ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୟୂରଭଞ୍ଜ ଜିଲା ରାୟଘର ଅଞ୍ଚଳର ସୁଶାନ୍ତ କୁମାର ବେହେରା ଓ ଭଦ୍ରକ ଧାମନଗର…
୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ମହିଳା ଗିରଫ
ଭୁବନେଶ୍ୱର,୧୨ା୮(ବ୍ୟୁରୋ): କେତେକ ସ୍ବୟଂ ସହାୟକ ଗୋଷ୍ଠୀ ଓ ମହିଳାଙ୍କଠାରୁ ୨୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ମହିଳାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ସାଲିଆ ସାହି ନୀଳକଣ୍ଠ ବସ୍ତି ଅଞ୍ଚଳରେ ରହୁଥିବା କନ୍ଧମାଳ ଜିଲାର…
କ୍ୟାପିଟାଲ ହସ୍ପିଟାଲ ଫାଣ୍ଡିରେ ପୋଲିସକୁ ମାଡ଼ ଘଟଣା : ପୋଲିସକୁ ଘାରିଛି ଆନ୍ଦୋଳନ ଭୟ
ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ସଂଘବଦ୍ଧ ଆକ୍ରମଣର ଶିକାର ହୋଇଥିବା କ୍ୟାପିଟାଲ ହସ୍ପିଟାଲ ପାଣ୍ଡିର କନଷ୍ଟେବଳ ଅଜିତ କୁମାର ସ୍ବାଇଁଙ୍କୁ ମିଳୁନି ନ୍ୟାୟ। ଘଟଣାର ୫ଦିନ ବିତିଯାଇଛି। ନ୍ୟାୟ ପାଇଁ ସେ ଥାନା ଅଧିକାରୀଙ୍କଠାରୁ ଆରମ୍ଭ କରି ଡିସିପି ଓ ପୋଲିସ କମିଶନରଙ୍କୁ ନିବେଦନ…
ସରକାରଙ୍କୁ କ୍ରଶର ମାଲିକ ସଂଘର ଚେତାବନୀ
ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖୋର୍ଦ୍ଧା ଖଣି-ଖାଦାନ ବେପାରରେ ଅପରାଧୀଙ୍କ ସମ୍ପୃକ୍ତିକୁ ନେଇ କ୍ରାଇମବ୍ରାଞ୍ଚର ଏସ୍ଟିଏଫ (ସ୍ପେଶାଲ ଟାସ୍କ ଫୋର୍ସ) ଟିମ ଖୋଳତାଡ ଚଳାଇଛି। ବେଆଇନ ଖନନକାରୀ ଅଭିଯୁକ୍ତଙ୍କୁ ଏସ୍ଟିଏଫ ଗିରଫ କରୁଛି। କ୍ରଶର ମାଲିକମାନଙ୍କୁ ସରକାର ‘ଓ୍ବାଇ’ ଫର୍ମ ଯୋଗାଇ ଦେଉନାହାନ୍ତି। ଫଳରେ ଅନେକ…
ଶ୍ରୀମନ୍ଦିରରେ ପାନ, ଗୁଟ୍ଖା କଟକଣା : ଭକ୍ତଙ୍କୁ ଜରିମାନା, ସେବକଙ୍କୁ ମାଫ୍
ପୁରୀ ଅଫିସ,୧୨ା୮ : ପାନ, ଗୁଟ୍ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ ବାଦ୍ ଦିଆଯିବ ନାହିଁ। ପାନ, ଗୁଟ୍ଖା ଖାଇ ମନ୍ଦିରକୁ ପ୍ରବେଶ କରିଥିଲେ ୫୦୦ ଟଙ୍କା…
ବିଶ୍ୱ ହସ୍ତୀ ଦିବସ : ବନ ବିଭାଗର ହାତୀ ସୁରକ୍ଷା ଫେଲ୍, ୮ବର୍ଷରେ ମଲେଣି ୫୪୮ ହାତୀ
ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ଆଜି ବିଶ୍ୱ ହସ୍ତୀ ଦିବସ। ଐତିହ୍ୟ ପ୍ରାଣୀ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨କୁ ହସ୍ତୀ ଦିବସ ଭାବେ ପାଳନ କରାଯାଇ ଆସୁଛି। ୨୦୧୨ରୁ ଆରମ୍ଭ ହୋଇଥିବା ଏହି ଦିବସଟିକୁ ହାତୀଙ୍କ ପାଇଁ ଉତ୍ସର୍ଗ…
ଦୁଇଦିନ ପ୍ରବଳ ବର୍ଷା : ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା, ବଲାଙ୍ଗୀର,…
ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ ୫ ଦିନ ପରେ ଗଳିତ ମୃତଦେହ ଜବତ
ନିମାପଡ଼ା,୧୧।୮(ଡି.ଏନ୍.ଏ.)- ନିମାପଡ଼ା ଥାନା ଅନ୍ତର୍ଗତ ରେଞ୍ଚ ମହାନ୍ତିସାହି ଗ୍ରାମରୁ ରବିବାର ଅପରାହ୍ନରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। କିଛିଦିନ ପୂର୍ବରୁ ଏହି ଘଟଣା ଘଟିଥିବାରୁ ମୃତଦେହ ପଚି ଦୁର୍ଗନ୍ଧମୟ ହେଉଥିଲା। ମୃତ ଦମ୍ପତି ହେଲେ ଉକ୍ତ ଗ୍ରାମର…
ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ
ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି କିଛି ସମୟ ଅଟକି ଯାଉଥିଲେ। ଅଉ ହଜିଯାଉଥିବା ଘୋଡ଼ାନାଚ, ପାଇକ…
ପୁରୀ ପ୍ରଶାସନ ପାଇଁ ଅଳିଆ ଅଡୁଆ: ସଫେଇ ଚାଲିଛି, ପକାଇବାକୁ ଜାଗା ନାହିଁ
ପୁରୀ ଅଫିସ, ୧୧ା୮: ଆଇକନିକ୍ ସହର ପୁରୀକୁ ସ୍ବଚ୍ଛ ରଖିବା ପାଇଁ ହେଉଥିବା ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏଭଳି ମହତ ଉଦ୍ଦେଶ୍ୟରେ ପ୍ରଶାସନିକ ଅଧିକାରୀ, ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ଖବରଦାତା, ଆଇନଜୀବୀ ଏବଂ ସ୍ଥାନୀୟ ବାସିନ୍ଦ ସ୍ବେଚ୍ଛାକୃତ ଭାବେ ସାମିଲ…

