ମେଟ୍ରୋ

ବନ୍ୟା କ୍ଷୟକ୍ଷତି ରିପୋର୍ଟ ମାଗିଲେ ଏସ୍‌ଆର୍‌ସି:୧୭ ସୁଦ୍ଧା ରିପୋର୍ଟ ଦେବାକୁ ୯ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ)- ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ନେଇ ୯ ଜିଲାର ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ରିପୋର୍ଟ ମାଗିଛନ୍ତି। ଆସନ୍ତା ୧୭ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି,…

ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ ଅଫ୍‌ ଦ ଇୟର’ ସମ୍ମାନ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପଦ୍ଧତି ଓ ପ୍ରଦାନ ପାଇଁ ଶନିବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲକୁ ‘ଇମର୍ଜିଂ ସ୍କୁଲ୍‌ ଅଫ୍‌ ଦ ଇୟର’ ସମ୍ମାନ ପ୍ରଦାନ କରାଯାଇଛି। ରାଜସ୍ଥାନ ଉଦୟପୁରଠାରେ ଅନୁଷ୍ଠିତ ଗ୍ଲୋବାଲ ଏଜୁକେଶନ ଆୱାର୍ଡସ୍‌-୨୦୧୯ କାର୍ଯ୍ୟକ୍ରମରେ ସାଇ ଇଣ୍ଟରନ୍ୟାଶନାଲ୍‌ ଗ୍ରୁପ୍‌ର…

ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରୋଗୀ ମୃତ୍ୟୁ ଘଟଣା: ୩ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ୨୦୧୭ ଡିସେମ୍ବର ୩୧ରେ ଏକ୍ସପାଏରୀ ମେଡିସିନ ଖାଇ ଯକ୍ଷ୍ମାରେ ଆକ୍ରାନ୍ତ କଟକ ରାଜାବଗିଚା ଅଞ୍ଚଳର ଗୁଡି ନାୟକ (୨୦)ଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ବିଚାର କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଗୁଡିଙ୍କ ପରିବାରକୁ ୩ଲକ୍ଷ…

ଆର୍‌ପିଏଫ୍‌ର ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’: ବେଆଇନ ଟିକେଟ ବିକ୍ରି, ୬ ଗିରଫ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଭୁବନେଶ୍ୱର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’। ଶନିବାର ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ଟିକେଟ ବିକ୍ରି କରୁଥିବା ୬ଜଣଙ୍କୁ ଗିରଫ କରିଛି।…

୧୨ରେ ନନ୍ଦନକାନନ ପାଳିବ ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୧।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୨ ତାରିଖ ତଥା ସୋମବାର ୫ମ ଥର ପାଳନ ହେବ ବିଶ୍ୱ ହସ୍ତୀ ଦିବସ। ଏହି ଦିନ ନନ୍ଦନକାନନ ବନ୍ଦ ଥିବାରୁ କର୍ମଚାରୀ ଓ ସ୍କୁଲ ଛାତ୍ରୀଛାତ୍ରଙ୍କ ଗହଣରେ ପାଳନ କରାଯିବ। ଏହି ଉପଲକ୍ଷେ କନଫେରନ୍ସ…

ଆଜି ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ: ଯୋଗଦେବେ ପୂଜନୀୟ ବାବାଇଦା

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସ୍ଥାନୀୟ ସତ୍‌ସଙ୍ଗ ବିହାରଠାରେ ରବିବାର ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସତ୍‌ସଙ୍ଗର ପ୍ରଶାସକ ପୂଜନୀୟ ଅର୍କଦ୍ୟୁତି ଚକ୍ରବର୍ତ୍ତୀ ‘ବାବାଇଦା’ଙ୍କର ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ସତ୍‌ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦାଙ୍କ ଆଶୀର୍ବାଦକ୍ରମେ ଆସନ୍ତା ନଭେମ୍ବର ୧୭ରେ…

ଫାସେଟ ପକ୍ଷରୁ ଆରମ୍ଭ ହେଲା କାର୍ଯ୍ୟକ୍ରମ ‘ନକ୍ସା’: ସ୍ବଳ୍ପ ଖର୍ଚ୍ଚରେ ହେବ ସୁନ୍ଦର ଘର

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ସ୍ବଳ୍ପ ଖର୍ଚ୍ଚରେ ଘର ତିଆରି କରିବାକୁ ଚାହଁୁଥିବା ଲୋକେ ଯେପରି ସମସ୍ୟା ଅନୁଭବ ନ କରନ୍ତି ସେଥିପାଇଁ ଫାସେଟ୍‌ ସଂସ୍ଥା ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶନିବାର ଏ ନେଇ ପୁରୁଣାଭୁବନେଶ୍ୱର ସ୍ଥିତ ଭଜନମଣ୍ଡପରେ ଏକ କାର୍ଯ୍ୟକ୍ରମ ‘ନକ୍ସା’ର ଆୟୋଜନ…

ନୂଆ ରୂପ ନେଲା ରୂପାଲି ହାଟ, ୨୨୦ ପିଣ୍ଡିକୁ ମିଳିଲା ସ୍ମାର୍ଟ ଲୁକ୍‌

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ବାତ୍ୟା ‘ଫନୀ’ରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଥିବା ଶହୀଦନଗର ରୂପାଲି ହାଟର ପୁନରୁଦ୍ଧାର ହୋଇଛି। ଇଟା, ସିମେଣ୍ଟରେ ସ୍ବତନ୍ତ୍ର ପିଣ୍ଡି ତିଆରି କରାଯିବା ସହ ଆଲୁମିନିୟମ ପାଇପ୍‌, ଲୁହା ଆଙ୍ଗେଲ ଓ ନୂଆ ଆଜ୍‌ବେଷ୍ଟସ୍‌ ଦ୍ୱାରା ଛପର କରାଯାଇଛି। ଏଥିସହ…

ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ

ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍‌ ଥିବାରୁ ଶନିବାର ତାଲା ପକାଇଥିଲେ। ୧୯୧୨ମସିହାରେ ସ୍ଥାପିତ ଏହି ବିଦ୍ୟାଳୟଟି ନାନା ସମସ୍ୟା ଦେଇ ଗତି କରୁଛି। ଦୀର୍ଘ…

ରାଜଧାନୀରେ ୩୦ ମହିଳାଙ୍କଠାରୁ ଲୁଟ୍‌ ଘଟଣା: ଧରାପଡ଼ିଲା ୨ଜଣିଆ ଲୁଟେରା ଗ୍ୟାଙ୍ଗ୍‌; ୧୫ ମୋବାଇଲ, ୩୦ ଭ୍ୟାନିଟି, ସୁନା ଅଳଙ୍କାର, ବାଇକ୍‌ ଜବତ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରାଜଧାନୀରେ ଗତ କିଛିମାସ ହେବ ମାତିଥିବା ଭ୍ୟାନିଟି ଓ ମୋବାଇଲ୍‌ ଫୋନ୍‌ ଲୁଟେରା ଗ୍ୟାଙ୍ଗ୍‌କୁ ଠାବ କରିଛି କମିଶନରେଟ ପୋଲିସ। ଏହି ୨ଜଣିଆ ଗ୍ୟାଙ୍ଗ୍‌ର ସଦସ୍ୟ କଳା ପଲ୍‌ସରରେ ଆସି ମହିଳାଙ୍କଠାରୁ ଲୁଟ୍‌ପାଟ କରୁଥିଲେ। ଇତିମଧ୍ୟରେ ୩୦ ମହିଳାଙ୍କଠାରୁ…

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳ, ମାଲକାନଗିରି, ସୋନପୁର, ଗୋପାଳପୁର, ସମ୍ବଲପୁର, ଝାରସୁଗୁଡ଼ାରେ ମଧ୍ୟ ବର୍ଷା ହୋଇଥିବା…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ ହେବ। ଏହି ୪ମାସିଆ ପାଠ୍ୟକ୍ରମ ପାଇଁ ୩୦ସିଟ୍‌ ରହିଥିବାବେଳେ କୋର୍ସ ଫି’ ୮ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?