ମେଟ୍ରୋ

ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ, ଟ୍ରେନ, ବସ୍‌ ଚଳାଚଳ ବନ୍ଦ କରିଛି। ପ୍ରତିଶୋଧ ନେବା ପାଇଁ ଭାରତରେ ବଡ଼ଧରଣର…

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି ବିଶେଷଙ୍କ ଗୋପନୀୟ ତଥ୍ୟଗୁଡ଼ିକୁ କୌଣସି ପରିସ୍ଥିତିରେ ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇ…

ନାବାଳକଙ୍କୁ ସାବାଳକ କଲା ପୋଲିସ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ): ପୋଲିସର ଖାମଖିଆଲି ତଦନ୍ତ ପାଇଁ ଦୋଷୀ ଖସି ଯାଉଥିବାବେଳେ ଅନେକ ନିର୍ଦ୍ଦୋଷ ସଜା କାଟୁଥିବା ନଜିର ରହିଛି। ଏଭଳି କାର୍ଯ୍ୟଧାରାକୁ ନେଇ ଓଡ଼ିଶା ପୋଲିସ ବାରମ୍ବାର ନିନ୍ଦିତ ହେଉଛି। ଏବେ ଖୋଦ୍‌ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଏମିତି…

ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…

ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍‌ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ କରାଯିବା…

ଭାର୍ଗବୀ ବ୍ରିଜ୍‌ ଉପରେ ଦୁର୍ଘଟଣା: ପୁଅ ସାମ୍ନାରେ ବାପାଙ୍କ ଉପରେ ମାଡ଼ିଗଲା ହାଇଓ୍ବା, ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବାଳକାଟି,୧୦।୮(ଡି.ଏନ୍‌.ଏ.): ସ୍ଥାନୀୟ ଭାର୍ଗବୀ ବ୍ରିଜ୍‌ ଉପରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଳକାଟିରୁ ଭୁବନେଶ୍ୱରରୁ ଯାଉଥିବା ବେଳେ ଏକ ବାଇକ୍‌(ଓଡି-୧୩-ଏଲ୍‌-୬୮୫୫)କୁ ହାଇଓ୍ବା ପଛରୁ ଧକ୍କା ଦେବା ଫଳରେ ପୁଅଙ୍କ ସାମ୍ନାରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି…

ସବୁଜ ପତ୍ରିକାଧାରୀଙ୍କ ସଂଖ୍ୟା ଗଣତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟରେ କେତେ ସବୁଜ ପତ୍ରିକାଧାରୀ ରହିଛନ୍ତି ସେମାନଙ୍କ ସଂଖ୍ୟା ଗଣତି ଆରମ୍ଭ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏ ପର୍ଯ୍ୟନ୍ତ ସରକାରଙ୍କ ନିକଟରେ ସବୁଜ ପତ୍ରିକାଧାରୀଙ୍କ ସମ୍ପର୍କରେ ସେଭଳି କୌଣସି ତଥ୍ୟ ନ ଥିବା…

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭାଜପା ଏମ୍‌ପିମାନଙ୍କ ଅନୁରୋଧ: ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଅ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : କଳା, ସଂସ୍କୃତି ଓ ପର୍ଯ୍ୟଟନର ଭୂମି ଓଡ଼ିଶା। ଐତିହ୍ୟ ଓ କାରୁକାର୍ଯ୍ୟରେ ପ୍ରସିଦ୍ଧି ଲାଭ କରିଥିବା କୋଣାର୍କ ସୂର୍ଯ୍ୟମନ୍ଦିର ଏବଂ ଜଗନ୍ନାଥ ଧାମ୍‌ ପୁରୀର ଶ୍ରୀମନ୍ଦିର ହେଉଛି ବିଶ୍ୱ ଦରବାରରେ ଓଡ଼ିଶାର ପରିଚୟ। ଏହି ଦୁଇ ଆଧ୍ୟାତ୍ମିକ କ୍ଷେତ୍ର…

୭୭ତମ ଅଗଷ୍ଟ କ୍ରାନ୍ତି ଦିବସ ଏବଂ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଉତ୍ସବ:ମୁକ୍ତି ସଂଗ୍ରାମରେ ଓଡ଼ିଶାର ବଳିଷ୍ଠ ଭୂମିକା ଥିଲା

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ମୁକ୍ତି ସଂଗ୍ରାମରେ ଓଡ଼ିଶାର ଭୂମିକା ଯଥେଷ୍ଟ ଥିଲା। ଓଡ଼ିଶାର ବରପୁତ୍ରମାନେ ନିଜ ତ୍ୟାଗ ଓ ବଳିଦାନ ପାଇଁ ଚିରକାଳ ମନେରହିବେ। ସେହି ମହାନ ବରପୁତ୍ରମାନଙ୍କ ଜୀବନକୁ ଅନୁଶୀଳନ କରି ବର୍ତ୍ତମାନର ପିଢ଼ି ନିଜର ଚେତାନକୁ ଜାଗ୍ରତ କରିବାର ଆବଶ୍ୟକତା ରହିଛି…

ଚିଲିକା: ବିଭାଗୀୟ ତଥ୍ୟକୁ ହାଇକୋର୍ଟଙ୍କ ସନ୍ଦେହ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦ୍ରୁତ ଶିଳ୍ପାୟନ ମାନବ ସମାଜ ପାଇଁ ବିକାଶ ଆଣିଛି। ହେଲେ ଶିଳ୍ପାୟନ ଓ ଅର୍ଥନୈତିକ ଫାଇଦା ପାଇଁ ମନୁଷ୍ୟ ପ୍ରକୃତିକୁ ନିଜ ଇଚ୍ଛା ଅନୁସାରେ ବ୍ୟବହାର କରୁଛି, ଯାହା ପରବର୍ତ୍ତୀ ସମୟରେ ଅନେକ ବିପର୍ଯ୍ୟୟକୁ ଡାକି ଆଣୁଛି। ସବୁଜିମା ଜଙ୍ଗଲ…

ରାଜ୍ୟରେ ବିଦ୍ୟୁତ୍‌ ସଙ୍କଟ ଉତ୍କଟ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଏକଦା ବଳକା ବିଦ୍ୟୁତ୍‌ ରାଜ୍ୟ ବୋଲି ଡିିଣ୍ଡିମ ପିଟୁଥିବା ଓଡ଼ିଶା ଏବେ ଉତ୍କଟ ବିଦ୍ୟୁତ୍‌ ସଙ୍କଟର ସମ୍ମୁଖୀନ ହୋଇଛି। ପରିସ୍ଥିତି ଏପରି ହେଲାଣି ଯେ, ବାହାର ରାଜ୍ୟକୁ ବିଦ୍ୟୁତ୍‌ ବିକ୍ରି କରୁଥିବା ଓଡ଼ିଶା ଏବେ ଆନ୍ତଃରାଜ୍ୟ ଉତ୍ପାଦନ କେନ୍ଦ୍ରରୁ ବିଦ୍ୟୁତ୍‌…

୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ରଖିଛନ୍ତି। ଏହି ପ୍ରସ୍ତାବକୁ ସମର୍ଥନ କରି ରାଜ୍ୟ ସ୍ବାଧୀନତା ସଂଗ୍ରାମ ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?