ଥାନା ହାଜତରେ ଛେଳି
ପୁରୁଣା ଭୁବନେଶ୍ୱର,୨୨ା୬ (ଡି.ଏନ.ଏ.): ଥାନା ହାଜତରେ ଅପରାଧୀଙ୍କୁ ଅଟକ ରଖିବାକୁ କମିଶନରେଟ୍ ପୋଲିସ ପଛାଉଥିବା ବେଳେ ଧଉଳି ଥାନାରେ ଛେଳିକୁ ହାଜତ ଭିତରେ ରଖିବା ଫଟୋ ଭାଇରାଲ ହୋଇଛି। ଖବର ନେବାରେ ଜଣାପଡ଼ିଛି, ନିଆଳି ଥାନା ଅଧୀନ ନୂଆ ବାବ୍ଜା ଗଁାର…
ଆସିଲା ମୌସୁମୀ, ଘାରିଲା ଜଳବନ୍ଦୀ ଚିନ୍ତା: କଣ୍ଟ ପୂରିଲା, କାମ ସରିଲାନି
ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବର୍ଷରେ ଥରେ ଡ୍ରେନ ସଫା କରିବାକୁ ମନେପଡ଼େ। ପ୍ରତ୍ୟେକ ବର୍ଷ ମୌସୁମୀ ଆସିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଡ୍ରେନେଜ୍ ବିଭାଗୀୟ ଅଧିକାରୀମାନେ ମୁଖ୍ୟ ଡ୍ରେନ ଓ ସବ୍ଡ୍ରେନକୁ ସଫା କରିବାକୁ ମନ ବଳାନ୍ତି। ତାହା ବି…
ବାରକୋଟ୍ରୁ କଲରାପତରିଆ ବାଘଛାଲ ଜବତ: ଏସ୍ଟିଏଫ୍ ଜାଲରେ ର଼୍ୟାକେଟର ୩ ସଦସ୍ୟ
ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବାଘଛାଲ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ୍ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍)। ବୁଧବାର ବିଳମ୍ବିତ ରାତିରେ ଏସ୍ଟିଏଫ ପକ୍ଷରୁ ଦେବଗଡ଼ ଜିଲା ବାରକୋଟ୍ ଅଞ୍ଚଳରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର କଲରାପତରିଆ ବାଘଛାଲ ଜବତ କରାଯିବା…
ଫନୀ: ଶତାଧିକ ସ୍କୁଲଗୃହର ପୁନରୁଦ୍ଧାର କାର୍ଯ୍ୟ ସରୁନି; କମ୍ୟୁନିଟି ସେଣ୍ଟର, ବାତ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ହେଲା ୨୮ ବିଦ୍ୟାଳୟ
ନିମାପଡ଼ା,୨୨ା୬(ଡି.ଏନ୍.ଏ.): ପ୍ରଳୟଙ୍କରୀ ବାତ୍ୟା ଫନୀର ବିଭୀଷିକାରେ ନିମାପଡ଼ା ବ୍ଲକ ଓ ଏନ୍ଏସି ଅଞ୍ଚଳରେ ୨୬୦ଟି ବିଦ୍ୟାଳୟ ଭାଙ୍ଗିରୁଜି କ୍ଷତିଗ୍ରସ୍ତ ହୋଇଛି। ଅଦ୍ୟାବଧି ଶତାଧିକ ବିଦ୍ୟାଳୟର ପୁନରୁଦ୍ଧାର, ମରାମତି କାର୍ଯ୍ୟ ଶେଷ ହୋଇପାରି ନ ଥିବାରୁ ନିମାପଡ଼ା ଅଞ୍ଚଳର ୧୫ହଜାର ୫ଶହ ଛାତ୍ରୀଛାତ୍ର…
ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି
ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ…
ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ
କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା ବିଶ୍ୱର ବେଶ୍ ପରିଚିତ ଆନିମେଟର ୱାଲଟ୍ ଡିଜନୀଙ୍କର ଏହା ଏକ ଯୁଗାନ୍ତକାରୀ ମତ। ନିଜକୁ…
ଆଗ ବିଜେଡି, ପଲଟି ଖାଇ ଭାଜପା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ହେଲେ ସେଥିମଧ୍ୟରୁ ଗୋଟିଏ ନାମକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି ହୋଇଛି।…
ରଥରେ ଦ୍ୱାରପାଳ
ପୁରୀ ଅଫିସ, ୨୧।୬: ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପାଇଁ ଇନ୍ଦ୍ରଦ୍ୟୁମ୍ନ ମହାରାଜାଙ୍କୁ ସ୍ବମୁଖରେ ନିର୍ଦ୍ଦେଶ ଦେଇଥିଲେ। ସେହି କାଳରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ରଥଯାତ୍ରା ପାରମ୍ପରିକ ରୀତିରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଆସୁଛି। ଠାକୁରମାନେ ପତିତଉଦ୍ଧାର କରିବା ପାଇଁ ଏହି ଯାତ୍ରା…
ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି
ପୁରୀ ଅଫିସ, ୨୧।୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ…
ମରାମତି ହେଲାନି ରତ୍ନଭଣ୍ଡାର: ମହାପ୍ରଭୁଙ୍କ ରତ୍ନଅଳଙ୍କାରକୁ ଅଣଦେଖା
ପୁରୀ ଅଫିସ, ୨୧।୬: ମହାପ୍ରଭୁଙ୍କ ଦୁର୍ମୁଲ୍ୟ ରତ୍ନଅଳଙ୍କାର ରହିଛି ରତ୍ନଭଣ୍ଡାରରେ। ଶେଷ ଥର ପାଇଁ ୧୯୮୫ ମସିହାରେ ଖୋଲାଯାଇଥିଲା ଭିତର ରତ୍ନଭଣ୍ଡାର। ଦୀର୍ଘବର୍ଷ ହେଲାଣି ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ ହୋଇନାହିଁି। ତେଣୁ ରତ୍ନଭଣ୍ଡାର ଖୋଲାଯାଇ ଗୃହର ସ୍ଥିତି ଯାଞ୍ଚ କରାଯିବ।…
୭ ଫୁଟର କଲରାପତରିଆ ବାଘ ଛାଲ ଜବତ, ୩ ଗିରଫ
ଭୁବନେଶ୍ୱର, ୨୧।୬(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଏକ ୭ ଫୁଟ ଲମ୍ବର କଲରାପତରିଆ ବାଘ ଛାଲ ଶୁକ୍ରବାର ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଦେବଗଡ଼ର ରମଣୀସେନ ବେହେରା, ଯଜ୍ଞଦତ୍ତ ବେହେରା…
ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍ ହାର; www.chseodisha.nic.in ରେ ଜାଣନ୍ତୁ ରେଜଲ୍ଟ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୁସ୍ତିକା…
Archives


