ମେଟ୍ରୋ

କ୍ୟାପିଟାଲ ହସ୍ପିଟାଲରେ ପୋଲିସକୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ବୁଧବାର ରାତିରେ କାର୍ଯ୍ୟରତ ୪ଜଣ ପୋଲିସ କର୍ମଚାରୀଙ୍କୁ ପ୍ରାୟ ୧୦ଜଣ ଯୁବକ ମାଡ଼ ମାରିଥିଲେ। ଏହି ଘଟଣାର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଛି। ଏହାର ଭିଡିଓ ଏବେ ଭାଇରାଲ ହେଲାଣି। ଏହାସତ୍ତ୍ୱେ ଥାନା ଅଧିକାରୀ ମାମଲା…

ଭାରତର ବିଜ୍ଞାନ ଅଭିମୁଖୀ ଜନଯାତ୍ରା: ସାମିଲ ହେଲେ ବୈଜ୍ଞାନିକ, ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଭୁବନେଶ୍ୱର ସମେତ ଦେଶର ପ୍ରାୟ ୮୦ଟି ସହରରେ ହଜାର ହଜାର ସଂଖ୍ୟାରେ ବୈଜ୍ଞାନିକ, ଗବେଷକ ତଥା ବିଜ୍ଞାନପ୍ରେମୀ ଛାତ୍ରୀଛାତ୍ରଙ୍କ ସହ ‘ଭାରତର ବିଜ୍ଞାନ ଅଭିମୁଖୀ ଜନଯାତ୍ରା’ ପାଳନ କରିଛନ୍ତି। ଜନଗଣ ସମାଜର ବୈଜ୍ଞାନିକ ଚିନ୍ତାର ପ୍ରଚାର-ପ୍ରସାର କରିବା ଓ…

ଆରମ୍ଭ ହେଲା ସିଲ୍କ ଇଣ୍ଡିଆ ଏକ୍ସପୋ

ଭୁବନେଶ୍ୱର,୧୦ା୮:ହସ୍ତଶିଳ୍ପୀ ଆର୍ଟିଜାନ୍ସ ଏବଂ ଓ୍ବେଭର୍ସ ଓ୍ବେଲଫେୟାର ଆସୋସିଏଶନ ପକ୍ଷ ରୁ ସ୍ଥାନୀୟ ହୋଟେଲ ନ୍ୟୁ ମ୍ୟାରିୟନଠାରେ ସିଲ୍କ ଇଣ୍ଡିଆ ଏକ୍ସପୋ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ଏକ୍ସପୋର ଆୟୋଜକ ଅଭିନନ୍ଦ ଏବଂ ଓଡ଼ିଆ ଅଭିନେତ୍ରୀ ପୁନମ ମିଶ୍ର ଉଦ୍‌ଘାଟନ କରିଥିଲେ। ୧୦ ଦିନ…

ସ୍ବାଧୀନତା ଦିବସରେ ସୁରକ୍ଷା ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା: ପ୍ରଦର୍ଶନୀ ପଡ଼ିଆରେ ଲାଗିବ ସିସିଟିଭି

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ବିଜୟ କୁମାର ଶର୍ମା ଦାୟିତ୍ୱ ନେବା ପରେ ଶୁକ୍ରବାର ଡିଜିପି କ୍ୟାମ୍ପ ଅଫିସରେ ପ୍ରଥମ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଟ୍ବିନ୍‌ ସିଟିର ଆଇନଶୃଙ୍ଖଳା ସ୍ଥିତି ଓ ସ୍ବାଧୀନତା ଦିବସ ପାଇଁ ସୁରକ୍ଷା ବ୍ୟବସ୍ଥା…

ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ସବୁ ଜିଲାର ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି। ମୟୂରଭଞ୍ଜ ଜିଲା କମିଟି ଅଧ୍ୟକ୍ଷ ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିଯୁକ୍ତ ହୋଇଥିବାବେଳେ ବାଲେଶ୍ୱର ପାଇଁ ଅନନ୍ତ ଜେନା, ଭଦ୍ରକ ପାଇଁ ବ୍ୟୋମକେଶ…

ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ ବୋର୍ଡ…

ଆଜି ସୁଆର ମହାସୁଆର ନିର୍ବାଚନ

ପୁରୀ ଅଫିସ, ୯ା୮: ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧୫ ଜଣ ନିର୍ବାଚିତ ହେବେ। କୋଇଲି ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ ଭୋଟ…

ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ

ପୁରୀ ଅଫିସ, ୯ା୮: ପବିତ୍ର ଶ୍ରାବଣ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତିି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ନୃସିଂହ ଠାକୁର ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଝୁଲଣ ମଣ୍ଡପ ତଳେ ରହିଥିବା…

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା: ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ମଠ ମନ୍ଦିର

ପୁରୀ ଅଫିସ, ୯ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ…

ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା

ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ ବାଧା ଉପୁଜିଛି। ବର୍ଷା ପାଣି ଜମି ରହିଥିବାରୁ ଏଣେତେଣେ ଅଳିଆ ଆବର୍ଜନା ଭାସି ପରିମଳ…

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ

ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ କମିଟି। ଏହା ଭାଜପାର ବେଆଇନ୍‌, ଅଗଣତାନ୍ତ୍ରିକତା, ଏକଛତ୍ରବାଦୀ ନୀତିକୁ ପ୍ରତିଫଳନ କରୁଛି ବୋଲି…

ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?