ମେଟ୍ରୋ

ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆମତ୍ହତ୍ୟା: ବାପା ଆଣିଲେ ହତ୍ୟା ଅଭିଯୋଗ

କଣ୍ଟାପଡା,୨୧।୬(ଡି.ଏନ୍‌.ଏ.): ଓଲଟପୁର ଥାନା ଅନ୍ତର୍ଗତ ଅଡଶପୁରସ୍ଥିତ ଏକ ମହାବିଦ୍ୟାଳୟର ଛାତ୍ରୀନିବାସରେ ଜଣେ +3 ପ୍ରଥମବର୍ଷ ବାଣିଜ୍ୟ ଛାତ୍ରୀ ବେକରେ ଓଢ଼ଣୀ ଲଗାଇ ଶୁକ୍ରବାର ଆମତ୍ହତ୍ୟା କରିଛନ୍ତି। ଖବରପାଇ ଓଲଟପୁର ପୋଲିସ ତାଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ…

ନିଯୁକ୍ତି ପାଇଲେ ୧୦୨ ପ୍ରଶାସନିକ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ୫-T ଗୁରୁମନ୍ତ୍ର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା-୨୦୧୭ର କୃତି ପ୍ରତିଯୋଗୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଶୁକ୍ରବାର ଜୟଦେବ ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୦୨ଜଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ଦେଇଛନ୍ତି। ଏହି…

ବାତ୍ୟା କ୍ଷତିଗ୍ରସ୍ତ ଆକଳନ: ପୁରୀରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ବାତ୍ୟା ଫନୀ କ୍ଷୟକ୍ଷତି ଆକଳନ କରିବା ପାଇଁ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ପୁରୀ ଗସ୍ତ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି ଟିମ୍‌ ପୁରୀ ଜିଲାର ବିଭିନ୍ନ କ୍ଷୟକ୍ଷତି ଅଞ୍ଚଳ…

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିନ କରିବ। ତେବେ…

ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ ମନେ ପକାଇ ସୁଦର୍ଶନ ସୂର୍ଯ୍ୟ ନମସ୍କାର ସମ୍ବନ୍ଧିତ ସମସ୍ତ ଆସନଗୁଡ଼ିକୁ ନିଜ ବାଲୁକାକଳାରେ ସ୍ଥାନ…

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ ପାଣିରେ ଯୋଗ କରିଛନ୍ତି। ସେ ହେଲେ ଶିବାଜୀ ସିଂହ। ତାଙ୍କୁ ଏବେ ୭୭ବର୍ଷ।…

କଟକରେ ବଢୁଛି କ୍ରେଜ : ପସନ୍ଦରେ ଯୋଗଡ୍ୟାନ୍ସ

କଟକ ଅଫିସ, ୨୧।୬ : ନୀରୋଗ ଜୀବନଯାପନ କରିବାର ମାଧ୍ୟମ ହେଉଛି ଯୋଗ। ଯୋଗ ଦ୍ୱାରା କେବଳ ଶାରୀରିକ ନୁହେଁ ମାନସିକ ଭାବେ ମଧ୍ୟ ଲୋକମାନେ ନୀରୋଗ ହେଉଛନ୍ତି। ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ। ତେବେ କଟକ ସହରରେ ଏବେ ଯୋଗର…

ପ୍ରଶାସନିକ ସେବା ପରୀକ୍ଷା ପ୍ରସ୍ତୁତି ଲାଗି ଆପ୍ଟିପ୍ଲସ୍‌ର ସେମିନାର

ଭୁବନେଶ୍ୱର,୨୧।୬ : ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଆପ୍ଟିପ୍ଲସ୍‌ ଏକାଡେମୀ ପକ୍ଷରୁ ପ୍ରଶାସନିକ ସେବା ପରୀକ୍ଷା ପ୍ରସ୍ତୁତି ଲାଗି ଏକ ନିଶୁଳ୍କ ସେମିନାର ୨୩ ଜୁନ(ରବିବାର) ଦିନ ଆୟୋଜନ କରାଯାଉଛି। ଏଥିରେ ଆପ୍ଟିପ୍ଲସର ୨୦୧୮ ଆଇଏଏସ୍‌ ପରୀକ୍ଷାରେ ସଫଳ ହୋଇଥିବା ରାହୁଲ ଜୈନ,…

ବିଲଡରଙ୍କଠାରୁ ୨ କୋଟି ଠକେଇ : ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ଫେରାର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଜମି କରାଇଦେବାକୁ କହି ଜଣେ ବିଲଡରଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଅଭିଯୁକ୍ତଙ୍କୁ ଗୁରୁବାର ଶହୀଦନଗର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଖଣ୍ଡଗିରି ଥାନା ଅଧୀନ ପାତ୍ରପଡା ଅଞ୍ଚଳର ଗଣେଶ…

ନୂଆଗଁ। ରାସ୍ତାରେ ଡ୍ରେନ ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୧।୬ (ଡି.ଏନ.ଏ.) : ବର୍ଷ ବର୍ଷ ଧରି ନୂଆଗଁ। ମ୍ୟୁନିସିପାଲିଟି ରାସ୍ତା ବର୍ଷା ଦିନେ ଶୋଚନୀୟ ହୋଇପଡୁଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିରେ ସୁଧାର ଆଣି ପାରି ନ ଥିବାବେଳେ ରାସ୍ତା ଖୋଳି ଏବେ ଡ୍ରେନ ନିର୍ମାଣ କରି ବର୍ଷା ଜଳ…

୪ ହାଇଓ୍ବେ ଲୁଟେରା ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ…

ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

ବାଲିଅନ୍ତା,୨୧।୬(ଡି.ଏନ୍‌.ଏ.) : ବାତ୍ୟା ‘ଫନୀ’ରେ ବାଲିଅନ୍ତାସ୍ଥିତ ମହାତ୍ମା ସେତୁ ସଂଲଗ୍ନ ରାସ୍ତା ପାର୍ଶ୍ୱରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ନିର୍ମିତ ସେଡ୍‌ର ଟିଣ ଚଦର ଉଡିଯାଇଛି। ଫଳରେ ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ରହିଛି। ବର୍ଷାରେ ପ୍ରତିମୂର୍ତ୍ତି ନଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri