Subhadra Yojana: ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଆସନ୍ତାକାଲି…
ଭୁବନେଶ୍ୱର,୨୧।୨: ଶନିବାରଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ମେଳା ଶନିବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବ୍ୟାପୀ ଏସଏଚ୍ଜି...
ଭକ୍ତ ଚରଣ ଦାସ ପ୍ରେସମିଟ୍ କରି ଦେଲେ ବିସ୍ଫୋରକ ବୟାନ, କହିଲେ ଭିକ୍ଷା ମାଗି…
ଭୁବନେଶ୍ୱର,୨୧।୨: ପିସିସି ସଭାପତି ଭକ୍ତ ଚରଣ ଦାସ ପ୍ରେସମିଟ୍ କରି ବିସ୍ଫୋରକ ବୟାନ ଦେଇଛନ୍ତି। ପିସିସି ସଭାପତି କହିଛନ୍ତି, ଲୋକଙ୍କ ପଇସାରେ ରାଜନୀତି କରିବ କଂଗ୍ରେସ। ଦରକାର ପଡ଼ିଲେ କଂଗ୍ରେସ ଭିକ୍ଷା ବି ମାଗିବ। ମୋତେ କିଏ ଘୃଣା କି...
ବିୟୁଟି ପାର୍ଲରରେ ବଡ଼ ଧରଣର ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଜାଗମରା ଅଞ୍ଚଳରେ ଥିବା ଏକ ବିୟୁଟି ପାର୍ଲରରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି...
ମୂଲ୍ୟବାନ ସମ୍ପତ୍ତି କିଣିବା ପାଇଁ ସରକାରଙ୍କଠାରୁ ଅନୁମତି ନେବେ ଓଡ଼ିଶା ସରକାରୀ କର୍ମଚାରୀ
ଭୁବନେଶ୍ୱର,୨୧।୨: ଏଣିକି ଓଡିଶା ସରକାର କର୍ମଚାରୀମାନେ କୌଣସି ମୂଲ୍ୟବାନ ସମ୍ପତ୍ତି କିଣିବା ପୂର୍ବରୁ ସରକାରଙ୍କୁ ସୂଚନା ଦେବେ। ରାଜ୍ୟ ସରକାର କର୍ମଚାରୀମାନଙ୍କୁ ସେମାନଙ୍କର ଦୁଇ ମାସର ମୂଳ ଦରମା ଠାରୁ ଅଧିକ ମୂଲ୍ୟର ସ୍ଥାବର ସମ୍ପତ୍ତି ସହିତ ଜଡିତ ଯେକୌଣସି...
ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ...
କିଟ୍ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍
ଭୁବନେଶ୍ୱର,୨୧।୨(ସତ୍ୟଜିତ୍ ରାଉତ): କିଟ୍ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ପ୍ରକ୍ରିତି ଲାମସଲ୍ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ ବ୍ଲାକମେଲ୍ କରି ଗିରଫ ହୋଇଥିବା ଅଭିଯୁକ୍ତ ପୁରୁଷବନ୍ଧୁ ଆଦଭିକ୍ ଶ୍ରୀବାସ୍ତବ ୩...
ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ
ପୁରୀ,୨୧।୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର...
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ
କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...
KIIT ବିବାଦକୁ ନେଇ ବଡ଼ଖବର: ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୦।୨: କିଟ୍ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଗୁରୁବାର ଆଉ ୫ ଜଣଙ୍କୁ ଗିରଫ କରାଯାଇଛି। ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି। ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ବାଉନସର ଚନ୍ଦନ ସ୍ବାଇଁ...
KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କର୍ମୀମାନେ ‘ଛାତ୍ରୀଛାତ୍ରଙ୍କ ଉପରେ ଗୁଣ୍ଡାରାଜ ଚଳିବ ନାହିଁ’ ଲେଖାଥିବା ପ୍ଲାକାର୍ଡ ଦେଖାଇ ବିକ୍ଷୋଭ...
ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା
ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ କରିବାର ଯୋଜନା ରହିଛି। ଏହି ବିକାଶ ବିମାନବନ୍ଦରର କ୍ଷମତା ଏବଂ ଦକ୍ଷତାକୁ ଯଥେଷ୍ଟ...
KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା...
Archives


