ମେଟ୍ରୋ

ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ, ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ…

ଭୁବନେଶ୍ୱର,୨୫ା୮: ନବୀନ ନିବାସରେ ସୋମବାର ପହଞ୍ଚିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଆଜି…

ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୫ା୮: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।…

ପଲ୍ଲା ଛକ ରାସ୍ତା ମରଣଯନ୍ତା: ଜମୁଛି ବର୍ଷାପାଣି

ଖୋର୍ଦ୍ଧା,୨୫ା୮(ପ୍ରଭାତ ପାଣିଗ୍ରାହୀ): ଗତ ସପ୍ତାହେ ହେଲା ଖୋର୍ଦ୍ଧାରେ ଲଘୁଚାପ ବର୍ଷା ଲାଗିରହିଛି। ସହରର ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରକୁ ଉଦ୍‌ବୃତ୍ତ ହୋଇଆସୁଛି। ରାସ୍ତାରେ ଥିବା ଖାଲଖମାରେ ବର୍ଷାଜଳ ଜମି ରହିଛି। ପଲ୍ଲା ଛକ ଗଜପତି ପ୍ରତିମୂର୍ତ୍ତି…

ଆହୁରି ୩ ଦିନ ଛେଚିବ ବର୍ଷା, ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୫ା୮: ଆହୁରି ୩ ଦିନ ଛେଚିବ ବର୍ଷା। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ସେହିଭଳି ବଜ୍ରପାତ…

ଆଜି ଦିଲ୍ଲୀରେ ବସିବ ଓଡ଼ିଶା କଂଗ୍ରେସର ବଡ଼ ବୈଠକ, ସଦସ୍ୟଙ୍କୁ ରାହୁଲ ଦେବେ…

ଭୁବନେଶ୍ୱର,୨୫ା୮: ଆଜି ଅର୍ଥାତ୍‌ ସୋମବାର ଓଡ଼ିଶା କଂଗ୍ରେସ ପାଇଁ ନୂଆଦିଲ୍ଲୀରେ ଏକ ବଡ଼ ବୈଠକ ଅନୁଷ୍ଠିତ ହେବ। ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସହ ଅଜୟ ଲଲୁ ଓ…

ରାଜନୀତିରେ ହଇଚଇ: ବିଜେଡି ନେତାଙ୍କ ସହ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କରୁଛନ୍ତି ଗୁପ୍ତ ମନ୍ତ୍ରଣା, ନବୀନଙ୍କ ପାଇଁ…

ଭୁବନେଶ୍ୱର,୨୫ା୮(ରବିନାରାୟଣ ଜେନା): ବରିଷ୍ଠ ପ୍ରଶାସନିକ ଅଧିକାରୀ ପଦରୁ ସ୍ବେଚ୍ଛାକୃତ ଅବସର ନେଇଥିବା ସୁଜାତା କାର୍ତ୍ତିକେୟନ ରାଉତ ରାଜ୍ୟର ପ୍ରମୁଖ ବିରୋଧୀ ଦଳ ବିଜେଡିର ମଙ୍ଗ ଧରିବା ନେଇ ଚର୍ଚ୍ଚା ଲାଗି ରହିଛି। ରବିବାର ସୁଜାତାଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ…

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘ ଶାବକର ମୃତ୍ୟୁ

ଭୁବନେଶ୍ୱର,୨୪।୮: ନନ୍ଦନକାନନ ପ୍ରାଣୀଉଦ୍ୟାନ (ଏନଜେଡପି)ରେ ଏକ ଧଳା ବାଘ ଶାବକର ମୃତ୍ୟୁ ହୋଇଛି ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ରବିବାର ସୂଚନା ଦେଇଛନ୍ତି। ଏହି ଶାବକ ଜୁନ ୭ ତାରିଖରେ ବାଘୁଣୀ ମୌସୁମୀ ଓ ବାଘ ରାଜେଶଙ୍କ ମିଳନରୁ ଜନ୍ମ ହୋଇଥିଲା। ରିପୋର୍ଟ…

କୃଷିମନ୍ତ୍ରୀଙ୍କ ବଡ଼ ଘୋଷଣା: ସମ୍ବଲପୁରରେ ହେବ ଓୟୁଏଟି କ୍ୟାମ୍ପସ

ଭୁବନେଶ୍ୱର,୨୪ା୮: ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍‌ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ।…

ରାଜ୍ୟର ସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ, ୪୮ ଘଣ୍ଟା ଭିତରେ…

ଭୁବନେଶ୍ୱର,୨୪ା୮: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲାରେ…

ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ, ଜମି ଯୋଗାଇବେ ସରକାର

ଭୁବନେଶ୍ୱର,୨୪ା୮: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍‌ ସିଟିରେ ପ୍ରାଥମିକ…

ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: ସବୁଠି ବିଜେଡି…

ଭୁବନେଶ୍ୱର,୨୪ା୮: ବରିଷ୍ଠ ରାଜନେତା ଅମର ଶତପଥୀ ରବିବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ସେ କହିଛନ୍ତି ବଡ଼ଚଣା ବିଜେଡିକୁ ଭାଙ୍ଗିବା ପ୍ରକ୍ରିୟା ଭୁବନେଶ୍ୱରରୁ ହିଁ ଆରମ୍ଭ ହୋଇଥିଲା। କର୍ମୀ ସେତେବେଳେ ଦଳ…

ମେୟର ଦେଲେ ବଡ଼ ସୂଚନା ଭୁବନେଶ୍ୱର ସବୁ ଥାନାରୁ ହଟିବ ଜବତ ଗାଡ଼ି

ଭୁବନେଶ୍ୱର,୨୪।୮: ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?