ବଜ୍ରପାତ ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଗରମ ସହିତ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପ୍ରବଳ ଗୁଳୁଗୁଳି ଯୋଗୁ ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୨୫ ତାରିଖ ଯାଏ ଛୁଟି ଘୋଷଣା କରାଯାଇଛି। ଦକ୍ଷୀଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ କେବେ ପ୍ରବେଶ କରିବେ ସେ ନେଇ…
ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଗଲେ ନବୀନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ବୈଠକରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବ। ତେବେ…
ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ଟପ୍ପର ତାଲିକା: -ଏମ୍ବିଏ: ପ୍ରଦୀପ କୁମାର କମ୍ପ -ଏମ୍ସିଏ: ସ୍ମିତାରାଣୀ ଚୌଧୁରୀ -ଏମ୍ଟେକ୍: ପ୍ରଦୀପ…
ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ
ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍କେଏସ୍ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବୋମା ପକାଇ ପୋଡ଼ିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ବୁଧବାର ସକାଳେ ମଧ୍ୟ ୨ଟି ହାତ ତିଆରି…
ମାଗଣା ଔଷଧ ପାଇଁ ୪୨.୫୨ କୋଟି
କଟକ ଅଫିସ, ୧୯।୬: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ହେବା ପରେ ଚିକିତ୍ସା ସେବାକୁ ସମ୍ପୂର୍ଣ୍ଣ ମାଗଣା କରାଯାଇଛି। ପୂର୍ବରୁ ମେଡିକାଲର ବିଭିନ୍ନ ଉତ୍ସରୁ ୟୁଜର୍ସ ଫି ଆଦାୟ କରାଯାଉଥିଲା। ମାତ୍ର ଫେବୃୟାରୀ ପହିଲାରୁ ଏହି ଫି ଆଦାୟ…
ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା : ଗଠନ ହେବ ଓଡ଼ିଶା କ୍ୟାନ୍ସର କେୟାର ଫାଉଣ୍ଡେଶନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସେବା ବିଷୟରେ ଆଲୋଚନା ହୋଇଥିଲା। ରାଜ୍ୟରେ କର୍କଟ…
ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର ରୁଧିତାପ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ(ଆର୍ଆଇଟିଏମ)ର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି।…
ଦ୍ୱିତୀୟ ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ : ଜିଲାପାଳଙ୍କ କୋର୍ଟରେ ହେଲା ଶୁଣାଣି
ପୁରୀ ଅଫିସ,୧୯ା୬: ସମୁଦ୍ରକୂଳ ସିପସରୁବାଲି ମୌଜାରେ ଏକ ମନ୍ଦିର କମ୍ପ୍ଲେକ୍ସ ତିଆରି କରିବା ଲାଗି ଇସ୍କନ ୨୦୧୫ରେ ପିକେଡିଏଠାରୁ ଅନୁମୋଦନ ପାଇଥିଲା। କିନ୍ତୁ ସେଠାରେ ଇସ୍କନ ଦ୍ୱିତୀୟ ଜଗନ୍ନାଥ ମନ୍ଦିର ନିର୍ମାଣ କରିବ ବୋଲି ଅଭିଯୋଗ ଉଠିବା ପରେ ବିବାଦ ଉପୁଜିଥିଲା।…
୨୫ରୁ ବିଧାନସଭା ମୌସୁମୀ ଅଧିବେଶନ : ୨୪ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ତଥା ମୌସୁମୀ ଅଧିବେଶନ ଚଳିତ ମାସ ୨୫ରୁ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ୨୪ରେ ଶାସକ ବିଜେଡି ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡିଛି। ସରକାରୀ ଦଳ ମୁଖ୍ୟ…
ପୂଜା ପାଇଲେ ପଟି ଦିଅଁ: ଆରମ୍ଭ ହେଲା ମହାପ୍ରଭୁଙ୍କ ଅଣସର ନୀତି
ପୁରୀ ଅଫିସ,୧୯ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଇ ଅଣସର ଗୃହକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ସୋମବାର ରାତି ୯ଟା ୪୫ରେ ହାତୀବେଶ ଓଲାଗି ହୋଇଥିଲା। ପ୍ରଥମେ…
ଆସୁଛି ଲଘୁଚାପ, ୨୩ରୁ ବର୍ଷିବ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ କ୍ଷେତ୍ର…
ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ ବିଚାର…
Archives


