ମେଟ୍ରୋ

ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ପ୍ରେରଣା ଓ ସ୍ମାଇଲ୍‌ ପ୍ଲିଜ୍‌ର ମିଳିତ ସହଯୋଗରେ ଆସନ୍ତା ୧୧ ତାରିଖରେ ଖୋର୍ଦ୍ଧା ଜିଲା ରାମେଶ୍ୱରଠାରେ ଆନ୍ତର୍ଜାତିକ ଗ୍ରୀନ୍‌ ୱାକାଥନ ଅନୁଷ୍ଠିତ ହେବ। ଏହି ୱାକାଥନର ଲୋଗୋ ମଙ୍ଗଳବାର ଉନ୍ମୋଚିତ ହୋଇଛି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ…

ହିରୋଶିମା ଦିବସରେ ଶାନ୍ତିର ବାର୍ତ୍ତା

ପୁରୀ ଅଫିସ, ୭ା୮: ‘ଇଣ୍ଟିଗ୍ରେଟର ଆସୋସିଏଶନ ଫର୍‌ ଦ ଫ୍ୟୁଚର ଅଫ୍‌ ହ୍ୟୁମାନିଟି’ (ଆଇଏଏଫ୍‌ଏଚ୍‌) ପକ୍ଷରୁ ସ୍ଥାନୀୟ ଷ୍ଟେଶନରୋଡ଼ସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ମଙ୍ଗଳବାର ହିରୋଶିମା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦିକା ଅଧ୍ୟାପିକା ଅଳକାନନ୍ଦା ମିଶ୍ର ସଭାପତିତ୍ୱ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ଅନ୍ତର୍ଜାତୀୟ ବଜାରରେ ବଢୁଛି ଓଡ଼ିଶା ହସ୍ତତନ୍ତର ଚାହିଦା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଫେରୁଛି ହସ୍ତତନ୍ତର ଲୋକପ୍ରିୟତା। ପୁଣିଥରେ ଆଦୃତ ହେଉଛି ଭାରତର ପାରମ୍ପରିକ ହସ୍ତତନ୍ତ। କେବଳ ବୟସ୍କ ନୁହଁନ୍ତି, ବର୍ତ୍ତମାନର ଯୁବପିଢୀମାନେ ହସ୍ତତନ୍ତ ପ୍ରତି ଅଧିକ ଆକର୍ଷିତ ହେଉଛନ୍ତି। ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତକୁ ଆଧୁନିକ ଡିଜାଇନ୍‌ ଓ ନୂତନ ରଙ୍ଗରେ…

ଦ୍ୱିତୀୟ ଥର ପାଇଁ ରିପୋର୍ଟ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ମ ଥର ପାଇଁ ରାଜ୍ୟରେ ସରକାର କରିବା ପରେ ମନ୍ତ୍ରୀମାନଙ୍କୁ ପ୍ରତି ମାସ ୭ ତାରିଖ ପୂର୍ବରୁ ନିଜ କାର୍ଯ୍ୟର ରିପୋର୍ଟ କାର୍ଡ ପ୍ରସ୍ତୁତ କରି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଦଳ ପକ୍ଷରୁ ନିର୍ବାଚନ…

୭ ପ୍ରକଳ୍ପକୁ ସିଙ୍ଗଲ୍‌ ଓ୍ବିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ସୂଚନା ଦେଇଛନ୍ତି। ମଙ୍ଗଳବାର…

ଯୁକ୍ତ୨ ସପ୍ଲିମେଣ୍ଟାରି ପରୀକ୍ଷା ଫଳ: ପାସ୍‌ ହାର ୭୪.୮୪%

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ୍‌ ହାର ୭୪.୮୪% ରହିଛି। ଏଥିମଧ୍ୟରେ କଳା ବିଭାଗରେ ୮୨.୬%, ବିଜ୍ଞାନରେ ୬୭.୭%, ବାଣିଜ୍ୟରେ ୮୭.୩୭% ଓ ଧନ୍ଦାମୂଳକ…

ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ପବନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଏନେଇ…

ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପ ମାନ୍ୟତା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶାର ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପର ମାନ୍ୟତା। କୁମ୍ଭକାରମାନଙ୍କୁ ହସ୍ପଶିଳ୍ପୀ ବର୍ଗରେ ସାମିଲ କରିବା ସହ ସେମାନଙ୍କ କାରିଗରିକୁ ହସ୍ତଶିଳ୍ପର ମାନ୍ୟତା ଦେବାକୁ ଚିନ୍ତାକରିଛି ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ। ଏହାବ୍ୟତୀତ ବିଶ୍ୱପ୍ରସିଦ୍ଧ ଓଡ଼ିଶାର ଆଦିବାସୀ…

‘ଫନୀ’ କ୍ଷୟକ୍ଷତିଜନିତ ରିପୋର୍ଟ ଉନ୍ମୋଚିତ : ପୁନରୁଦ୍ଧାର ପାଇଁ ଆବଶ୍ୟକ ୨୯,୩୧୫ କୋଟି ଟଙ୍କା

ଭୁବନେଶ୍ୱର,୬।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଙ୍ଗଳବାର ସଚିବାଳୟରେ ସାମୁଦ୍ରିକ ଝଡ଼ ଫନୀ ବାତ୍ୟାଜନିତ କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କିତ ରିପୋର୍ଟ ଉନ୍ମୋଚନ ହୋଇଛି। ଭାରତରେ ଅବସ୍ଥାପିତ ମିଳିତ ଜାତିସଂଘର ମୁଖ୍ୟ ସମନ୍ବୟକାରୀ ରେନାଟା-ଲୋକ୍‌-ଡେସାଲିଏନ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…

ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ ମୋଟ…

ସବ୍ୟସାଚୀ ମିଶ୍ରଙ୍କୁ ଧମକ

ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?