ମେଟ୍ରୋ

ରେଳଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ରୋଡ଼, ୬।୮(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ହଠାତ କଲୋନୀ ନିକଟ ରେଳଧାରଣାରୁ ମଙ୍ଗଳବାର ଭୁବନେଶ୍ୱର ଜିଆର୍‌ପି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ବୟସ ପ୍ରାୟ ୩୦ ହେବ।…

ଆର୍‌. ପି. ଶର୍ମା ଲୋକାୟୁକ୍ତ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ ଶର୍ମାଙ୍କ ନାମ ସୁପାରିଶ କରାଯାଇଥିଲା। ତେବେ ଚୟନ କମିଟିର ସୁପାରିଶକୁ ରାଜ୍ୟପାଳ ପ୍ରଫେସର ଗଣେଶୀ…

ରାଜଧାନୀରେ ସିରିଜ୍‌ ଏନ୍‌କାଉଣ୍ଟର ଘଟଣା: ଲୁଟ୍‌ କାର୍‌ରେ ରାତି କାଟୁଥିଲେ ଗ୍ୟାଙ୍ଗ୍‌ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): କମିଶନରେଟ ପୋଲିସ ରାଜଧାନୀରେ ଗୋଟିଏ ଗ୍ୟାଙ୍ଗ୍‌ର ୫ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରିବା ପରେ ସେମାନଙ୍କ ସମ୍ପର୍କରେ ବହୁ ଗୁମର ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ପୋଲିସର ପଞ୍ଚମ ଗୁଳିରେ ଆହତ ରବି ରାଓ ଗ୍ୟାଙ୍ଗ୍‌ର ମାଷ୍ଟରମାଇଣ୍ଡ ଥିବାବେଳେ ସିଲୁ…

ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ ନିର୍ମାଣ ଚାଲିଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସିଆରପିସି ଧାରା ୧୪୪ ଅନୁଯାୟୀ ଏହାକୁ ବେଆଇନ…

ସିଂହଦ୍ୱାରରେ ଦୀପଦାନ, ମିଠା ବଣ୍ଟା

ପୁରୀ ଅଫିସ, ୬।୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଏହି ଅନୁଚ୍ଛେଦ। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳିଯାଇଥିବା ବେଳେ ସିଂହଦ୍ୱାର ସମ୍ମୁଖରେ ମଧ୍ୟ…

ବାବା ବେଶରେ ଲୁଟେରା

ଭୁବନେଶ୍ୱର,୬।୮(ବ୍ୟୁରୋ): ଲୁଟେରାଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର କରୁଥିବାବେଳେ ସୋମବାର ରାଜଧାନୀରେ ଘଟିଛି ଅଭିନବ ଲୁଟ୍‌। ଲୁଟେରାମାନେ ବାବା ବେଶରେ ଆସି ଜଣେ ନୋଟାରିଙ୍କଠାରୁ ୩୪ହଜାର ଟଙ୍କା ଓ ସୁନାମୁଦି ଆଦି ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର…

ଇଂରେଜ ଅମଳର କୂଟନୀତି ଉପରେ ଶକ୍ତ ପ୍ରହାର

ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳି ଯାଇଥିବାବେଳେ ଏ ପ୍ରସଙ୍ଗରେ ମତ…

ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପରେ ଢିପ ଜମି…

ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଶଙ୍କା କରିଛି। ୬ ଓ…

ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ ସହମତି ମଧ୍ୟ ପ୍ରକାଶ ପାଇଥିଲା। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଉଚ୍ଛେଦ…

ପୋଲାଭରମ୍‌: ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ ଗୃହ କମିଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍‌ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ ୧୬ ଜଣିଆ ଗୃହ କମିଟି ଗଠନ କରାଯାଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି କମିଟିରେ…

ଭୁବନେଶ୍ୱର ସିଡବ୍ଲ୍ୟୁସିକୁ ପାଟନା କ୍ଷେତ୍ରରେ ମିଶାଇବା ପ୍ରସଙ୍ଗ: ପାଶ୍ୱାନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ପଣ୍ୟାଗାର ନିଗମ(ସିଡବ୍ଲୁସି)କୁ ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିହାରର ପାଟନା ସିଡବ୍ଲ୍ୟୁସି ସହିତ ମିଶାଇବା ପାଇଁ ନିଷ୍ପତ୍ତି ନେବାପରେ ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ତକ୍ଷେପ କରିଛନ୍ତି। ଏନେଇ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?