ମେଟ୍ରୋ

ସ୍କୁଲ ବ୍ୟାଗ୍‌ ଓଜନ ସମ୍ପର୍କିତ ଜନସ୍ବାର୍ଥ ମାମଲା: ୪ ସପ୍ତାହରେ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୬।୮: ରାଜ୍ୟରେ ସ୍କୁଲ ଛାତ୍ରୀଛାତ୍ରଙ୍କ ବ୍ୟାଗ ଓଜନକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ୪ମାସ ମଧ୍ୟରେ ଉକ୍ତ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ. କହ୍ନେୟାଲାଲ ଶର୍ମା ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମୋଟ ୨୨ହଜାର ୨୦୭ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି।…

ସହଜରେ ବିମାନ ବନ୍ଦରରୁ ମିଳିପାରିବ ହଜିଯାଇଥିବା ସାମଗ୍ରୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ବିମାନ ବନ୍ଦରରେ ଛାଡ଼ି ଚାଲି ଆସିଥିବା ବା ହଜିଯାଇଥିବା ଜିନିଷପତ୍ର ଅତି ସହଜରେ ପାଇପାରିବେ ଯାତ୍ରୀ। ଏଥିପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ପଦକ୍ଷେପ ଗ୍ରହଣ କରିଛି। ହଜି ଯାଇଥିବା ଜିନିଷପତ୍ରର ଫଟୋ ସହ ତଥ୍ୟ ଅନ୍‌ଲାଇନ୍‌ରେ…

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ, ଲାଞ୍ଜିଗଡ଼…

ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ ସୋମବାର ପୂର୍ବାହ୍ନରେ ପିଏମ୍‌ଜି ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀ ପକ୍ଷରୁ ମଞ୍ଚେଶ୍ୱର…

ଛୁରାମାଡ଼ କରି ଲୁଟ୍‌ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ ୨ଜଣ ଫେରାର ଅଛନ୍ତି। ସେ ହେଲେ ଅଶୋକ ନଗର ଅଞ୍ଚଳର ରାକେଶ ବେହେରା। ସୂଚନା…

ଡକାୟତି ଯୋଜନା : ୨ ଗିରଫ

ପୁରୁଣା ଭୁବନେଶ୍ୱର,୫ା୮(ଡି.ଏନ୍‌.ଏ.): ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସ୍ଥାନୀୟ ହରଚଣ୍ଡୀ ସାହିର ଚନ୍ଦନ କୁମାର ମହାପାତ୍ର ଓରଫ ବାପୁନି, ଏୟାରପୋର୍ଟ ଥାନା ଗଙ୍ଗନଗର…

ବଦନାମରୁ ମୁକୁଳିବାକୁ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି ଅପରାଧ। ସକାଳୁ ରାତି ମାତୁଛନ୍ତି ଅପରାଧୀ। କମିଶନରେଟ ପୋଲିସର ନିଷ୍କ୍ରିୟତାର ସୁଯୋଗ ନେଇ ଗତ କିଛିଦିନ ହେବ ସହରରେ ବଡ଼ ବଡ଼ ଅପରାଧୀ ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛନ୍ତି। ସହରବାସୀ ରାସ୍ତାକୁ ଓହ୍ଲାଇବା ପରେ ବଦନାମ ଛିଟା…

ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ

ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍‌ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଥିବା ପିଙ୍କ୍‌ ଅଟୋ ଷ୍ଟାଣ୍ଡ ପଛରେ ରବିବାର ଖୁଲମଖୁଲା ଜୁଆ ଖେଳ ହେଉଥିଲା। ଏହାକୁ…

ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍‌ପିଏଫ୍‌, ଜିଆର୍‌ପି

ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳବାଇ ଥାନା ମିଳିତ ଭାବେ ଷ୍ଟେଶନର ସୁରକ୍ଷାକୁ ନିଶ୍ଚିତ…

କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ

ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି ପୀଡିତାଙ୍କ…

ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍‌କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର କରିିଛି। ଶନିବାର ଭୋର୍‌ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?