ମେଟ୍ରୋ

ସୁନା ବଦଳରେ ଇମିଟେଶନ୍‌ ହାର ଦେଇ ଠକେଇ : ୫ ଲକ୍ଷ ଟଙ୍କା ଜବତ, ୩ ଗିରଫ

କଟକ ଅଫିସ,୧୭ା୬ : ସୁନା ଦେବା ବଦଳରେ ଇମିଟେଶନ୍‌ ଦେଇ ୫ ଲକ୍ଷ ଟଙ୍କାର ଠକେଇ କରିଥିବା ଅଭିଯୋଗରେ ମଧୁପାଟଣା ଥାନା ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ ଗାଜିଆବାଗ ଅଞ୍ଚଳର…

ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ୩୫ଲକ୍ଷ ଲୁଟ୍‌ ଘଟଣା : ୩ ଟିମ୍‌ର ଖୋଳତାଡ଼, ମିଳିଛି ସୁରାକ

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ନିଆଳିସ୍ଥିତ ଇଣ୍ଡିିଆନ୍‌ ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ଅତିରିକ୍ତ ପୋଲିସ କମିଶନରଙ୍କ ନେତୃତ୍ୱରେ ୩ଟି ଟିମ୍‌ ଗଠନ କରାଯାଇ ଖୋଳତାଡ଼ ଆରମ୍ଭ ହୋଇଛି। ଏହି ଟିମ୍‌ରେ ସ୍ପେଶାଲ ସ୍କ୍ବାଡ୍‌ ଏବଂ କ୍ୟୁଏଟି…

ସ୍ନାନମଣ୍ଡପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୭ା୬: ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ଓହ୍ଲାଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂର୍ତ୍ତି। ଭୋର ୫ଟାରେ ମଙ୍ଗଳାର୍ପଣ ପରେ ୫.୨୦ରେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପରେ ସକାଳ ୬ଟାରେ ବଳଭଦ୍ର, ୬.୨୦ରେ ଦେବୀ ସୁଭଦ୍ରା ଏବଂ ୬.୪୦ରେ ମହାପ୍ରଭୁ…

ଚିଲିକା ଡଙ୍ଗାବୁଡ଼ି ଘଟଣାକୁ ବର୍ଷେ ପୂରିଲା : ବିପଜ୍ଜନକ ନୌଯାତ୍ରାରେ ଲାଗିଲାନି ଲଗାମ

ଖୋର୍ଦ୍ଧା ଅଫିସ,୧୭ା୬ : ଚିଲିକା ଡଙ୍ଗାବୁଡି ଘଟଣାକୁ ଇତିମଧ୍ୟରେ ବର୍ଷେ ବିତିଯାଇଛି। ହେଲେ ବିପଜ୍ଜନକ ନୌଯାତ୍ରାରେ ଲାଗି ପାରିଲାନି ଲଗାମ। ସ୍ଥିତିରେ କିଛିଟା ସୁଧାର ଆସିଥିଲେ ହେଁ ଏବେବି ସବୁ ଅବ୍ୟବସ୍ଥାରେ ଚାଲିଛି। ଡଙ୍ଗାରେ ଲାଇଫ୍‌ ଜ୍ୟାକେଟ ଗଚ୍ଛିତ ରଖାଯାଉଥିଲେ ହେଁ…

ନଦୀକୁ ବିଷାକ୍ତ କରୁଛି ସହରାଞ୍ଚଳ ଓ ଶିଳ୍ପାଞ୍ଚଳର ଦୂଷିତ ଜଳ : ରିପୋର୍ଟ ମାଗିଲେ ସର୍ବୋଚ୍ଚ ମୁଖ୍ୟଯନ୍ତ୍ରୀ

କଟକ ସଦର,୧୭ା୬(ଡି.ଏନ୍‌.ଏ.) : ସହରାଞ୍ଚଳ ଓ ଶିଳ୍ପାଞ୍ଚଳରୁ ନିର୍ଗତ ଦୂଷିତ ଜଳ ଦ୍ୱାରା ରାଜ୍ୟର ପ୍ରମୁଖ ନଦୀଗୁଡ଼ିକୁ ବିଷାକ୍ତ କରୁଛିିି। ବିଶେଷକରି ମହାନଦୀ ଓ ତା’ର ଶାଖା ନଦୀଗୁଡ଼ିକର ଜଳ କ୍ରମଶଃ ବିଷାକ୍ତ ହେବାରେ ଲାଗିଛି। ଏହା ଉପରେ ନିର୍ଭର କରୁଥିବା…

ସମୁଦ୍ରରେ ବୁଡ଼ି ଛାତ୍ର ମୃତ

ଗୋପ, ୧୬।୬(ଡି.ଏନ୍‌.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଜିଲା ନିଆଳୀ ଥାନା ଅଧୀନ ପୋଲସରା ଗ୍ରାମର କ୍ଷୀରୋଦ ଖଟୋଇଙ୍କ ସାନ…

ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼, ସୁରକ୍ଷା ବ୍ୟବସ୍ଥା ଏବଂ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ସହର ପାଇଁ ମୋଟ…

ଏଥର ସ୍ନାନମଣ୍ଡପରେ ଦର୍ଶନ କରିବେନି ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୬ା୬: ଏଥର ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥଙ୍କ ସୂଚନା ମୁତାବକ, ନିକଟରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଆଣ୍ଠୁ ପ୍ରତିରୋପଣ କରାଯାଇଛି। ବର୍ତ୍ତମାନ ଜଗତଗୁରୁ ରାଜ୍ୟ ବାହାରେ ଅଛନ୍ତି। ଆସନ୍ତା…

ରଜ ବୁଲା ସାରି ଚନ୍ଦ୍ରଭାଗାରେ ଗାଧୋଇବା କାଳ ହେଲା: ଭାସି ଯାଇ ଯୁବକ ମୃତ

ଗୋପ,୧୬।୬(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ସମୁଦ୍ରରେ ଗାଧୋଉଥିବା ବେଳେ ରବିବାର ମଧ୍ୟାହ୍ନରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣଙ୍କ ହେଲେ କଟକ ଜିଲା ନିଆଳି ଥାନା ଅନ୍ତର୍ଗତ ପୋଲସରା ଗ୍ରାମର ଚନ୍ଦନ ଖଟୋଇ(୨୦)। ରଜ ପର୍ବର ଶେଷ ଦିନ ହୋଇଥିବା ହେତୁ ସକାଳେ ଚନ୍ଦନ…

ଆଇସିସି ବିଶ୍ୱକପ୍‌: ଆଜି ଭାରତ-ପାକିସ୍ତାନ ମୁକାବିଲା; ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଇସିସିି ବିଶ୍ୱକପ୍‌ର ୨୨ତମ ମ୍ୟାଚ୍‌ରେ ରବିବାର ପାରମ୍ପରିକ ପ୍ରତିନ୍ଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ଦଳ ମଧ୍ୟରେ ମୁକାବିଲା ହେବ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ରବେଳାରେ ନିଜ ବାଲୁକାକଳା ମାଧ୍ୟମରେ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।…

ବାଲୁକାକଳାରେ ପିତୃ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ହେଉଛି ବିଶ୍ୱ ପିତୃ ଦିବସ। ବାପାମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଦିନଟିର ସୃଷ୍ଟି। ଏହି ଦିବସର ମହାନୀୟତାକୁ ମନେ ପକାଇ ନିଜ ବାଲୁକାକଳା ମାଧ୍ୟମରେ ପିତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସମସ୍ତ ପିତାମାନଙ୍କୁ ଏହି…

ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା(ନଂ.୧୧୩/୧୯) ରୁଜୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri