ମେଟ୍ରୋ

ରାଜ୍ୟରେ ୧୩ ନିଗମ କ୍ଷତିରେ ଚାଲିଛି: ଖର୍ଚ୍ଚ କମାଇବା ପାଇଁ ସ୍ବେଚ୍ଛାକୃତ ଅବସର ଯୋଜନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନିଗମ ଅଛି। ସେଥିରେ ୧୦,୪୭୩ ପଦବୀ ଖାଲି ରହିଛି। ନିଗମଗୁଡ଼ିକ ମଧ୍ୟରୁ ୨୩ଟି ଲାଭ କରୁଥିବା ବେଳେ ୧୩ଟି କ୍ଷତିରେ ଚାଲୁଛି। ଶନିବାର ପ୍ରଶ୍ନୋତ୍ତର ବେଳେ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା…

ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ନିର୍ମାଣ କରାଯିବ। ସେଗୁଡ଼ିକ ହେଲେ ବାରିପଦା, କେନ୍ଦୁଝର, ରାୟଗଡ଼ା ଓ ଗୋପାଳପୁର।…

‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି ଟିମ୍‌ ରହିଛି। ଏଥିସହ ରାଉରକେଲା ଓ କଟକର ଗୋଟିଏ ଗୋଟିଏ ଟିମ୍‌ ଫାଇନାଲ୍‌ରେ…

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…

ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଧୀନ ଇଞ୍ଜଣା ଗ୍ରାମର ସାମନ୍ତ ଦାସ। ସୂଚନା…

ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର ଉତ୍ତରକୁ ପିଲାମାନେ ଉତ୍ତର ଖାତାରେ ଲେଖିଥିବା ବେଳେ ଏବେ ରେଜଲ୍ଟକୁ ସମସ୍ତେ ଅପେକ୍ଷା କରି…

ରାଜଧାନୀରେ ଡବଲ ଏନ୍‌କାଉଣ୍ଟର, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୪ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଶୁକ୍ରବାର ରାତିରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରଙ୍ଗବଜାରରେ ଏନ୍‌କାଉଣ୍ଟର କରିଛି। ଏଥିରେ ୨ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଅରୁଣ କୁମାର…

ମେଟଲ୍‌ ମିଟ୍‌-୨୦୧୯; ଏଠାରେ କେହି ଲୁଜର୍‌ ନୁହନ୍ତି, ସମସ୍ତେ ଓ୍ବିନର୍‌: ତଥାଗତ ସତପଥୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାରେ କୁଇଜିଂ କଲଚର୍‌କୁ ପ୍ରୋତ୍ସାହିତ କରିବା ‘ମେଟଲ୍‌ ମିଟ୍‌’ର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ନାଚ, ଗୀତ, ମଡେଲିଂ ଭଳି ବହୁ ଗ୍ଲାମର ଇଭେଣ୍ଟ ହେଉଥିବା ବେଳେ କୁଇଜିଂ ପାଇଁ କିନ୍ତୁ ଭଲ ପ୍ଲାଟ୍‌ଫର୍ମ ନ ଥିଲା। ଆମେ ସେହି ଖାଲିସ୍ଥାନକୁ…

ମେଟଲ୍‌ ମିଟ୍‌-୨୦୧୯: ଜୁନିୟର୍‌ ଗ୍ରୁପ୍‌ରେ ୪୩ଟିମ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ):‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର୍‌ ଗ୍ରୁପ୍‌ ପାଇଁ ରେଜିଷ୍ଟ୍ରେଶନ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶାର ୪୨ଟି ପ୍ରମୁଖ ଶିକ୍ଷାନୁଷ୍ଠାନରୁ ମୋଟ ୪୩ଟି ଟିମ୍‌ ଭାଗ ନେଇଛନ୍ତି। ମେଟଲ୍‌ ମିଟ୍‌-୨୦୧୯ରେ ଭୁବନେଶ୍ୱରରୁ ସର୍ବାଧିକ ୨୪ଟି ଶିକ୍ଷାନୁଷ୍ଠାନ ରହିଛି। ଏହା ବ୍ୟତୀତ କଟକରୁ ୮, ଢେଙ୍କାନାଳ,…

ମାନବିକତା ଭୁଲିଗଲେ ପୁଅବୋହୂ: ପାଇଖାନା ଘରେ ରହୁଛନ୍ତି ୮୨ ବର୍ଷର ମା’

ଗୋପ, ୩।୮(ଡି.ଏନ୍‌.ଏ.): ଦଶମାସ ୧୦ ଦିନ ଗର୍ଭରେ ଧରି ସନ୍ତାନଙ୍କୁ ଜନ୍ମ ଦେଇଥିବା ବୃଦ୍ଧା ମା’ ଆଜି ପାଇଖାନା ଘରେ। ନିଜର ୪ ପୁଅବୋହୂ ଥିବାବେଳେ ଜନ୍ମକଲା ମା’ର ଯତ୍ନ ନେବାକୁ ସେମାନେ ବୋଝ ବୋଲି ମନେକରୁଛନ୍ତି। ଏଭଳି ଏକ ଅମାନବୀୟ…

ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରତିଯୋଗିତା ପାଇଁ ଏଠାରେ ଆସି…

ଚୋରା ପଥରଖଣି ବ୍ୟବସାୟ: ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ/ ଭୁବନେଶ୍ୱର, ୩।୮(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଇଥିବା ଚୋରା ପଥର ଖଣିର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ପ୍ରଦୀପ ବେହେରା ଓରଫ କାଳୁ(୨୬) ଶୁକ୍ରବାର ଧରାପଡ଼ିଛନ୍ତି। କ୍ରାଇବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସ୍ଥାନୀୟ ଜଙ୍ଗଲରେ ଚଢ଼ାଉ କରି ଏକ ଘରୁ ତାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?