ଓଡ଼ିଶାର ଗଣପର୍ବ
ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜଲୋ ଘେନି ନୂଆ ସଜବାଜ….।“ଭାରତ ପଲ୍ଲୀପ୍ରଧାନ ରାଷ୍ଟ୍ର। ପଲ୍ଲୀ ହେଉଛି ତା’ର ଜୀବନ। ଏକଦା ପଲ୍ଲୀସଂସ୍କୃତି ଥିଲା ଆମ ମହାନ୍ ଭାରତୀୟ ସଂସ୍କୃତି ଓ ପରମ୍ପରାର ପୃଷ୍ଠଭୂମି। ପଲ୍ଲୀ ଜୀବନ ସରଳ ତଥା…
୨୦ରୁ ୫୦୦ ଟଙ୍କା
ରଜରେ ପାନର ମଜା ଯୋଗାଇ ଦେବାକୁ ପ୍ରସ୍ତୁତ ହେଲେଣି ବ୍ୟବସାୟୀ। ଶହୀଦନଗରରୁ ଆରମ୍ଭ କରି ମାଷ୍ଟରକ୍ୟାଣ୍ଟିନ୍ ଏବଂ ସିଆରପିଏଫ୍ ଛକ, ବନାରସୀ ଓ ଡିଲକ୍ସ ଭଳି ପ୍ରାୟ ୨୦ରୁ ଊଦ୍ଧର୍ବ ଭେରାଇଟ୍ର ପାନ ଓ ଏହାର ଭଳିକି ଭଳି ମସଲା ଉପଲବ୍ଧ…
ନିଆରା ରଜପାନ
ରଜପାନର ସ୍ବାଦ ସତରେ ନିଆରା। ଏହି ପର୍ବରେ ଭଳିକି ଭଳି ଭିନ୍ନ ସ୍ବାଦର ପାନ ଖୋର୍ଦ୍ଧା ଜିଲା ସାରୁଅ ବଜାରରେ ଗ୍ରାହକଙ୍କର ମନ ମୋହିଥାଏ। ଗୀତର ତାଳେ ତାଳେ ପାନ ଭଙ୍ଗାର ତରିକା ଗ୍ରାହକଙ୍କୁ ଦୋକାନୀ ପାଖକୁ ଟାଣି ଆଣିଥାଏ। ପୋଡ଼ପିଠାର…
ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା
କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ…
ଏସ୍ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଘଟଣା : କମାଣ୍ଡାଣ୍ଟଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ ବୁଧବାର ଜଣେ ଟ୍ରେନି ଏସ୍ଆଇ ବିଶ୍ୱଜିତ୍ ବେହେରା ଚନ୍ଦକା ଥାନାରେ ଅଭିଯୋଗ କରିଥିଲେ। ଏଥିସହ ଅନ୍ୟ କେତେଜଣ ମଧ୍ୟ ଗଣମାଧ୍ୟମ ଆଗରେ ଅଭିଯୋଗ ଆଣିଥିଲେ। ତେବେ ଏସ୍ଓଜି କମାଣ୍ଡାଣ୍ଟ୍ ଅନିରୁଦ୍ଧ…
କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହେବ।…
ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍ ହୋଇଛନ୍ତି ୬୦ ହଜାର
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍ ହୋଇଥିବା ବେଳେ ସେଥିମଧ୍ୟରୁ…
କଟକରେ ସାହିଠୁ ସହର ଉତ୍ସବମୁଖର
କଟକ ଅଫିସ,୧୪।୬: ପାନ ଓ ପାଗର ଏକ ଚମତ୍କାର ସମନ୍ବୟ ହେଉଛି ରଜ। ଗାଁରେ ଶିଳପୂଜାରୁ ବସୁମତୀ ସ୍ନାନ ବା ଭୂମି ଦହନ ପର୍ଯ୍ୟନ୍ତ ଭିନ୍ନଭିନ୍ନ ପର୍ଯ୍ୟାୟକୁ ନେଇ ରଜପର୍ବ ପାଳିତ ହେଉଥିଲାବେଳେ କଟକ ବି ସେଥିରୁ ବାଦ୍ ଯାଏନାହିଁ। ମହାନଗରୀର…
ପାନ୍ଥନିବାସରେ ରଜ ମହୋତ୍ସବ ଆରମ୍ଭ : ପିଠା, ମିଠା,ପାନ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥନିବାସଗୁଡ଼ିକରେ ଗୁରୁବାରଠାରୁ ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଓଟିଡିସି ପକ୍ଷରୁ ଚଳିତବର୍ଷ ରାଜ୍ୟର ୮ ସ୍ଥାନ ଭୁବନେଶ୍ୱର, କଟକ, ଚାନ୍ଦିପୁର, ଗୋପାଳପୁର, ସମ୍ବଲପୁର, ରାଉରକେଲା, ବଡ଼କୂଳ ଓ ପାରାଦୀପରେ ଥିବା…
ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍ଆଇ ଟିମ୍ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ ମଣ୍ଡପ,…
ରାଜ୍ୟ ପାଳିବ ପ୍ରଥମ ଲୋକକଳା ଦିବସ : ଜିଲା, ରାଜ୍ୟସ୍ତରରେ ଆୟୋଜନ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ପ୍ରଥମ ଥର ପାଇଁ ଜୁନ୍ ୧୪ରେ ପାଳନ ହେବାକୁ ଯାଉଛି ଲୋକକଳା ଦିବସ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଏବଂ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯିବ। ଏ ନେଇ…
ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…
Archives


