ମେଟ୍ରୋ

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ…

ଭୁବନେଶ୍ବରରେ ହେବ ମା’ ସମଲେଶ୍ବରୀଙ୍କ ମନ୍ଦିର

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ମା’ ସମଲେଶ୍ବରୀଙ୍କ ମନ୍ଦିର ନିର୍ମିତ ହେବ। ସମ୍ବଲପୁର ସମେତ ସମଗ୍ର ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ବିଶାଳ ଭବ୍ୟ ମନ୍ଦିର ରାଜଧାନୀ ଉପକଣ୍ଠସ୍ଥ ହୀରାପୁର ଗ୍ରାମ ନିକଟରେ ଖୁବ୍‌ଶୀଘ୍ର ନିର୍ମାଣ କରାଯିବ ବୋଲି ଗୁରୁବାର…

ଶ୍ରୀଲିଙ୍ଗରାଜଙ୍କ ଜମି ବିକ୍ରୟ ମସୁଧା : ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲା ପୂଜାପଣ୍ଡା ନିଯୋଗ

ପୁରୁଣା ଭୁବନେଶ୍ୱର,୨।୮(ଡି.ଏନ.ଏ.) : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅନେକ ଜମି ଜବରଦଖଲକାରୀଙ୍କ କବ୍‌ଜାରେ। ସେଗୁଡ଼ିକ ଜବରଦଖଲମୁକ୍ତ କରିବାକୁ ମନ୍ଦିର ପ୍ରଶାସନ ବହୁ ବିଳମ୍ବରେ ଅଣ୍ଟା ଭିଡ଼ିଛି। ହେଲେ ଏଥିରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ହସ୍ତକ୍ଷେପ ଯୋଗୁ ସେତେଟା ସଫଳତା ମିଳିପାରୁନାହିଁ। ନିକଟରେ ନୂଆଗଁା ମୌଜା…

ବିଏମ୍‌ସିର ଯୋଜନା : ସବୁ ୱାର୍ଡରେ ହେବ କାର୍ଯ୍ୟାଳୟ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱରରେ ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାତି ପାହିଲେ ସରକାରୀ ଜାଗାରେ ବେଆଇନ ଗୃହ ନିର୍ମାଣ ସହ ବିଭିନ୍ନ ସ୍ଥାନରେ ଜବରଦଖଲ କରାଯାଉଛି। ଯାହାକୁ ଏବେ ତୃଣମୂଳ ସ୍ତରରୁ ନିୟନ୍ତ୍ରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ଅପରାଧ ଘଟିଲେ ପୋଲିସ ନିଦ ଭାଙ୍ଗୁଛି

ଭୁବନେଶ୍ୱର,୨।୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୨୪ ଘଣ୍ଟାରେ ୪ଟି ଲୁଟ୍‌ ଓ ଡକାୟତି ଘଟଣା ପରେ କମିଶନରେଟ ପୋଲିସର ନିଦ ହଜିଯାଇଛି। ଲୁଟେରା ଗ୍ୟାଙ୍ଗ୍‌କୁ ଧରିବା ପାଇଁ ୩ଟି ଥାନାର ଅଧିକାରୀ ଓ ସ୍ପେଶାଲ ସ୍କ୍ବାଡ୍‌ ଲାଗିପଡ଼ିିଛି। ମଞ୍ଚେଶ୍ୱର, ଶହୀଦନଗର…

ଓଜନିଆ ହେବ ନାହିଁ ସ୍କୁଲ ବ୍ୟାଗ୍‌:ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨।୮(ବ୍ୟୁରୋ):ଏଣିକି ସ୍କୁଲ ବ୍ୟାଗ ଓଜନ କରାଯିବ। ଆବଶ୍ୟକଠାରୁ ଅଧିକ ଓଜନ ରହିଲେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବ୍ୟାଗ୍‌ ଓଜନକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଯେଉଁ ନିର୍ଦ୍ଦେଶାବଳୀ (ଗାଇଡ୍‌…

ଆସୁଛି ବଡ଼ ବର୍ଷା: ୩ରେ ଲଘୁଚାପ

ଭୁବନେଶ୍ୱର,୨।୮(ବ୍ୟୁରୋ) : ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ନୟାଗଡ଼,…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ : ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର,୨।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ୟୁଜି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଗୁରୁବାର ପ୍ରକାଶ ପାଇଛି। ବିଜ୍ଞାନରେ ପଦାର୍ଥ ବିଜ୍ଞାନ ଅନର୍ସ ପାଇଁ କଟ୍‌ ଅଫ୍‌ ମାର୍କ ୮୪.୫% ଥିବାବେଳେ ରସାୟନ ବିଜ୍ଞାନରେ ୮୩.୩୩% ରହିଛି।…

ରୁପା, ଷ୍ଟୋନ୍‌ ରାଖୀର ଚାହିଦା ବେଶି

କଟକ ଅଫିସ,୨।୮: ଭାଇ ଭଉଣୀଙ୍କର ସ୍ନେହ ସମ୍ପର୍କ ଓ ଭଲ ପାଇବାର ପର୍ବ ରାଖୀପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ରାଖୀ ବାନ୍ଧି ଶୁଭମନାସୀ ଥାଏ ଓ ଭଉଣୀକୁ ସୁରକ୍ଷା ଦେବାକୁ ଭାଇ ପ୍ରତିଶ୍ରୁତି ଦିଏ। ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତା…

ଖତ ଖାଉଛି ୫୦ ସିଟିବସ୍‌, ଆଖିବୁଜି ବସିଛି ସିଏମ୍‌ସି

କଟକ ଅଫିସ,୨।୮: ସହରବାସୀଙ୍କ ଉତ୍ତମ ଯାତାୟାତ ପାଇଁ ଆରମ୍ଭ ହୋଇଥିଲା ସିଟିବସ୍‌ ସେବା। ମାତ୍ର କଟକ ମହାନଗର ନିଗମ (ସିଏମ୍‌ସି)ର ଆନ୍ତରିକତା ଅଭାବ ଯୋଗୁ ବିକାଶ ଭବନ ପରିସରରେ ଖତ ଖାଉଛି ୫୦ଟି ସିଟିବସ୍‌। ଗୋଟିଏ ପଟେ ସହରବାସୀ ସିଟିବସ୍‌ ସେବାରୁ…

ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ସମ୍ମିଳନୀ : ବିନା କାରଣରେ ଅଧ୍ୟାପକଙ୍କୁ କଲେଜ ଛାଡ଼ିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ) : ଏଣିକି ପାଠପଢା ସମୟରେ ଅଧ୍ୟାପକମାନେ ବିନା କାରଣରେ କଲେଜ ଛାଡ଼ି ଯାଇପାରିବେ ନାହିଁ। ଅଧିକାଂଶ ସମୟରେ ଅଧ୍ୟାପକମାନେ କାମ ବାହାନାରେ ଶିକ୍ଷାଦାନ ଛାଡ଼ି ବିଭିନ୍ନ ଦପ୍ତରକୁ ଯାଇଥାନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ପାଠପଢା ବାଧାପ୍ରାପ୍ତ ହୋଇଥାଏ। ଏହି କାରଣରୁ…

ଯନ୍ତ୍ରୀଙ୍କ ଘରୁ ଚୋରି : ଟ୍ୟାକ୍ସି ମାଲିକ ଗିରଫ

ଭୁବନେଶ୍ୱର, ୨।୮(ବ୍ୟୁରୋ) : ନୟାପଲ୍ଲୀ ବେହେରାସାହିରେ ରହୁଥିବା ଜଣେ ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ସୁନାଗହଣା ଓ ଟଙ୍କା ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ଗୁରୁବାର ଭଦ୍ରକ ଜିଲା କୁଅଁାସ ଗ୍ରାମର ଟ୍ୟାକ୍ସି ମାଲିକ ରୂପେଶ କୁମାର ପ୍ରଧାନ(୩୨)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?