ମେଟ୍ରୋ

ନିରଞ୍ଜନ-ନରସିଂହ ଆଲୋଚନା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। ତେବେ ଏହା ପଛରେ କାରଣ କ’ଣ, ଦଳର କେଉଁ ଆଭିମୁଖ୍ୟ ଫିକା ପଡ଼ିଲା, କ’ଣ କଲେ ଦଳ ଆଗାମୀ ଦିନରେ ନିଜର ପତିଆରା ଫେରିପାଇବ, ରାଜ୍ୟବାସୀଙ୍କ ଆସ୍ଥା…

ଗୋପ ବ୍ଲକରେ ଘରଭଙ୍ଗା ସର୍ଭେରେ ସ୍ବଚ୍ଛତା ଆଣିବା ଦାବି: ବିଜେଡି ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

ଗୋପ,୧୩।୬(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଗୋପ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏସବୁ ତର୍ଜମା କରାଯିବା ପରେ ଘରଭଙ୍ଗା କ୍ଷତିପୂରଣ ଦିଆଯିବ। ତେବେ ଏହି ସର୍ଭେରେ ଅନିୟମିତତା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଗୁରୁବାର ପୂର୍ବାହ୍ନରେ ଗୋପ ବ୍ଲକ ବିଜେଡି ସଭାପତି…

ଜୁଲାଇ ୪ରେ ରଥଯାତ୍ରା: ବସିଲା ତୃତୀୟ ସମନ୍ବୟ ବୈଠକ

ପୁରୀ ଅଫିସ,୧୩।୬: ଚଳିତବର୍ଷ ରଥଯାତ୍ରାର ତୃତୀୟ ସମନ୍ବୟ ବୈଠକ ନୀଳାଦ୍ରି ଭକ୍ତ ନିବାସରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି। ଏଥିରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହଡ଼ା ଯାତ୍ରା, ସୁନାବେଶ,…

ରଥଖଳାରେ କାମ ପାଇଁ ଶ୍ରଦ୍ଧାଭାବ ଆବଶ୍ୟକ

ନନ୍ଦିଘୋଷ ରଥର ଅନ୍ୟତମ ବରିଷ୍ଠ ରୂପକାର ଲିଙ୍ଗରାଜ ମହାପାତ୍ର। ୫ବର୍ଷ ବୟସରେ ସେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ବାପା ଆର୍ତ୍ତତ୍ରାଣଙ୍କଠାରୁ ସେ ବାରିସୀ, ନିହଣ ଧରିବା ଶିଖିଥିଲେ। ଲିଙ୍ଗରାଜ କହିଛନ୍ତି, ସ୍କୁଲ ଛୁଟି ହେଲେ ବହିବସ୍ତାନି ସହ…

ଗୁହାଳ ଖୋଜା

କଟକରେ ଏବେ ଗୁହାଳ ଖୋଜା ଚାଲିଛି। ସାଧାରଣତଃ ଗଁ।ଗହଳିରେ ବର୍ଷାଦିନ ପୂର୍ବରୁ ଜାଳକାଠକୁ ସାଇତି ରଖିବା ପାଇଁ ଲୋକେ ଭାଡ଼ି (ଅସ୍ଥାୟୀ କୁଡ଼ିଆ) ନିର୍ମାଣ କରିଥାନ୍ତି। ସେଥିରେ ଜାଳକୁ ବର୍ଷାଦାଉରୁ ରକ୍ଷା କରିଥାନ୍ତି। ଏହାବାଦ୍‌ ମୁଗ ବୋତି (ମୁଗ ଶୁଖିଲା ପତ୍ର)କୁ…

ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକୋ

ନିମାପଡ଼ା,୧୩ା୬(ଡି.ଏନ୍‌.ଏ.): ବାତ୍ୟାକୁ ୪୦ଦିନ ବିତିଯାଇଥିଲେ ହେଁ ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡା, ଆଙ୍କୁଶୁପୁର, ଶଗଡ଼ା ହେଉଳି ଆଦି ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ କି ପୁନରୁଦ୍ଧାର କାର୍ଯ୍ୟ ହୋଇପାରିନାହିଁ। ଗୋଟିଏ ପଟେ ଦିନକୁ ଦିନ ଖରାର ପ୍ରକୋପ ବଢ଼ୁଥିବାବେଳେ ଅନ୍ୟପଟେ ପୁନରୁଦ୍ଧାର କାର୍ଯ୍ୟରେ…

ଅଣସରରେ ପାଇବେ ପୂଜା

ପୁରୀ ଅଫିସ, ୧୩ା୬: ଶୀତଳ ଷଷ୍ଠୀଠାରୁ ଚାଲିଛି ତିନିଠାକୁରଙ୍କ ପଟିଦିଅଁ ନିର୍ମାଣ। ଚିତ୍ରକର ସାହିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବାସେଳୀ ସାହିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ କାମ ଚାଲିଛି। ଚିତ୍ରକର ସାହିରେ ବୁଢା ମହାରଣାଙ୍କ ଦେହାନ୍ତ ପରେ ତାଙ୍କ…

ଏସ୍‌ସିବି ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ ସାଢ଼େ ୯ ଘଣ୍ଟା କଲବଲ ହେଲେ ରୋଗୀ

କଟକ ଅଫିସ, ୧୩ା୬: ବୁଧବାର ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ସାଢେ ୭ଟା ପର୍ଯ୍ୟନ୍ତ ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। କାହା ହାତରେ ବରଡ଼ାପତ୍ର ବିଞ୍ଚଣା ତ କାହା ହାତରେ ପ୍ଲାଷ୍ଟିକ୍‌ ବିଞ୍ଚଣା ପୁଣି କିଏ ଖବରକାଗଜ…

ଦୋଳି ପାଇଁ ଗଛ ନାହିଁ

ପୁରୀ ଅଫିସ, ୧୩ା୬: ଗୁରୁବାର ସଜବାଜ ଓ ଶୁକ୍ରବାର ପହିଲି ରଜ। ଓଡ଼ିଶାର ମହାନ ଗଣପର୍ବ ‘ରଜ’କୁ ନେଇ ସବୁଠି ଏବେ ଚଳଚଞ୍ଚଳ। ବର୍ଷକରେ ଥରେ ଆସୁଥିବା ତିନିଦିନିଆ ରଜପର୍ବକୁ ସ୍ବାଗତ ଜଣାଇବା ପାଇଁ ସମସ୍ତେ ପ୍ରସ୍ତୁତ। ଏହି ପର୍ବର ଖାସ୍‌…

ନ୍ୟାୟ ପାଉନାହାନ୍ତି ବଳାତ୍କୃତା: ଆଇନକୁ ପାଳୁନାହାନ୍ତି ସରକାର

କଟକ ଅଫିସ, ୧୩ା୬: ବଳାତ୍କାର ଶିକାର ହେଉଥିବା ପୀଡ଼ିତାମାନଙ୍କୁ ନ୍ୟାୟ ମିଳୁନାହିଁ। ଏମାନଙ୍କ ପାଇଁ ଆଇନରେ ସଂଶୋଧନ ଅଣାଯାଇଥିଲା। ପୂର୍ବରୁ ପୀଡ଼ିତାମାନଙ୍କୁ ସିଆର୍‌ପିସିର ୩୫୭ ଧାରା ଅନୁଯାୟୀ କୋର୍ଟଙ୍କ ରାୟ କ୍ରମେ କ୍ଷତିପୂରଣ ରାଶି ମିଳୁଥିଲା। ମାତ୍ର ୨୦୦୯ରେ କେନ୍ଦ୍ର ସରକାର…

ପୋଷ୍ଟାଲ ବାଲଟ୍‌ ମତ: ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ପଛୁଆ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ନିର୍ବାଚନରେ ବିଜେଡି ଦୁଇ-ତୃତୀୟାଂଶରୁ ଅଧିକ ଆସନରେ ବିଜୟୀ ହୋଇଛି। ଏହା ସତ୍ତ୍ୱେ ଅଧିକାଂଶ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟରୁ ସଂଗୃହୀତ ହୋଇଥିବା ଭୋଟରେ ବିଜେଡି ଭାଜପାଠାରୁ ପଛରେ ରହିଥିବା ଜଣାପଡିଛି । ଏମିତି କି ଦୁଇଟି…

ରଜ ବଜାର

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଗୁରୁବାର ସଜବାଜ। ଶୁକ୍ରବାର ପହିଲି ରଜ। କାମରୁ ବିରତି ନେଇ ରଜ ୩ଦିନ କିପରି ଖେଳକୁଦ ଓ ମଉଜ ମଜଲିସ୍‌ରେ କଟିବ, ସେଥିପାଇଁ ସମସ୍ତେ ପ୍ରସ୍ତୁତ। ରଜ କିଣାବିକା ପାଇଁ ରାଜଧାନୀ ରଜ ବଜାର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସେପଟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri