ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ
କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ ସହିତ ଏଥିରୁ ମୂଲ୍ୟଯୁକ୍ତ ପଦାର୍ଥ ପ୍ରସ୍ତୁତ କରି ବଜାରରେ ଉପଲବ୍ଧ କରିବା…
ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର
ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ ବା କୋଲୋଷ୍ଟ୍ରମ୍ ପାନ ଏବଂ ୬ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରାଇବା…
ରାଜ୍ୟର ୬ ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ
ଭୁବନେଶ୍ୱର,୨।୮(ବ୍ୟୁରୋ) : ରାଜ୍ୟର ୬ଟି ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ। ଏହି ବ୍ଲକଗୁଡିକ ହେଉଛି- ଭଦ୍ରକର ଚାନ୍ଦବାଲି, ଜଗତ୍ସିଂହପୁରର ଏରସମା, କେପଡ଼ାର ମହାକାଳପଡ଼ା, ମାର୍ଶାଘାଇ, ରାଜନଗର ଏବଂ ରାଜକନିକା। ୫ଟି ବ୍ଲକ ସେମିକ୍ରିଟିକାଲ(ଏକ୍ସଟ୍ରାସନ ୭୦%ରୁ ୯୦%) । ସେହିପରି ୪୪ଟି ଆପ୍ରୋଚିଙ୍ଗ୍ ସେମିକ୍ରିଟିକାଲ…
ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ
ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…
ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ
ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…
ଖୁବ୍ଶୀଘ୍ର ଗଠନ ହେବ ଜିଲା ଯୋଜନା କମିଟି
ଭୁବନେଶ୍ୱର,୧।୮(ବ୍ୟୁରୋ): ଖୁବ୍ଶୀଘ୍ର ଜିଲା ଯୋଜନା କମିଟି ଗଠନ ହେବ। ନିର୍ବାଚନ ଥିବାରୁ ଏହା ବିଳମ୍ବ ହୋଇଥିଲା। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର…
୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି
ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ…
ଆଜିଠୁ ପାନ, ଗୁଟ୍ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା
ପୁରୀ ଅଫିସ୍, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…
ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ…
ଷ୍ଟିଙ୍ଗ୍ ଅପରେଶନ୍ରେ ଧରାପଡ଼ିଲେ ଜେଇ
ବଲାଙ୍ଗୀର ଅଫିସ, ୧।୮: ବଲାଙ୍ଗୀର ଜିଲା ପୁଇଁନ୍ତଳା ବ୍ଲକ ଖଲିଆପାଲି ପଞ୍ଚାୟତର ଜଣେ ୱାର୍ଡମେମ୍ବରଙ୍କ ଷ୍ଟିଙ୍ଗ୍ ଅପରେଶନ୍ରେ ଲାଞ୍ଚ ନେଲାବେଳେ ଧରାପଡିଛନ୍ତି ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ) ସତ୍ୟନାରାୟଣ ତ୍ରିପାଠୀ। ମିଛାପାଲି ଗ୍ରାମର ରାସ୍ତା କାମର ଫାଇନାଲ ବିଲ ପାଶ୍ କରିଦେବା ପାଇଁ…
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ଗୃହୀତ
ଭୁବନେଶ୍ୱର,୧।୮(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା ୧.୪୬ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲକୁ ବୁଧବାର ବିଧାନସଭାରେ ଅନୁମୋଦନ ଲାଭ କରିଛି। ବାଚନିକ ମତଦାନରେ ଏହି ବିଲକୁ ଗୃହରେ ମଞ୍ଜୁର କରାଯାଇଛି। ଏହି ବଜେଟରେ କୃଷି ଓ…

