‘ନୀଳଚକ୍ର ସମ୍ପୂର୍ଣ୍ଣ ସୁରକ୍ଷିତ’
ପୁରୀ ଅଫିସ, ୧୨ା୬: ନୀଳଚକ୍ର ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କୌଣସି ପ୍ରକାର କ୍ଷତି ହୋଇନାହିଁ। ସେହିପରି ଶ୍ରୀମନ୍ଦିରର ମୁଖ୍ୟ ମନ୍ଦିର ମଧ୍ୟ ସୁରକ୍ଷିତ ଅଛି। ବାତ୍ୟାରେ ନୀଳଚକ୍ର ବଙ୍କା, ତେଢା ହୋଇ ଯାଇଥିବା ନେଇ ଯାହା ଚର୍ଚ୍ଚା ହେଉଥିଲା ତାହା ଭୁଲ୍…
ଆସିବ ନୂଆ କୃଷି ନୀତି-୨୦୧୯
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କର ଆୟ ବୃଦ୍ଧି କରିବା ଏବଂ ବଜାର ସୁବିଧା କରିବା ସକାଶେ ରାଜ୍ୟ ସରକାର ଖୁବଶୀଘ୍ର ଓଡ଼ିଶା କୃଷି ନୀତି-୨୦୧୯ ଆଣିବାକୁ ଯାଉଛନ୍ତି। ଏ ନେଇ ଚିଠା ନୀତି ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସଚିବାଳୟଠରେ ମୁଖ୍ୟ ଶାସନ…
ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରାଷ୍ଟ୍ରପତି କୋବିନ୍ଦଙ୍କ ସହ ନବୀନଙ୍କ ଏହା ପ୍ରଥମ ସାକ୍ଷାତ। ଦୁହିଁଙ୍କ ମଧ୍ୟରେ ହୋଇଥିବା ଏହି…
ମୋଦିଙ୍କୁ ଭେଟିଲେ ନବୀନ: ସ୍ବତନ୍ତ୍ର ପାହ୍ୟା ଦାବି ଦୋହରାଇଲେ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ସାକ୍ଷାତ୍ କରିଛନ୍ତି। ରାଜ୍ୟରେ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପ୍ରଥମ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ମୋଦି ଦ୍ୱିତୀୟଥର କେନ୍ଦ୍ରରେ ସରକାର ଗଢ଼ିଥିବାରୁ ମୁଖ୍ୟମନ୍ତ୍ରୀ…
ବିଚକ୍ଷଣ ସଂସଦୀୟ ତଥ୍ୟ
ଭୁବନେଶ୍ୱର, ୧୨।୬: home ଓଡିଶା ବିଧାନସଭାର ପ୍ରାୟ ୧ବର୍ଷ ଜୀବନକାଳ ଥିବା ସତ୍ତ୍ୱେ ୨୦୦୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିନ୍ନ ନିଷ୍ପତ୍ତି ନେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ ବର୍ଷକ ଆଗରୁ ଗୃହର ମୁଖ୍ୟଭାବେ ବିଧାନସଭା ଭାଙ୍ଗି ଏକାସଙ୍ଗେ ଲୋକ ସଭା…
ଏବର୍ଷ ବଢ଼ିବନି ବିଦ୍ୟୁତ୍ ଶୁଳ୍କ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍ ଦେୟ ପଇଠ କରିବେ। ବିଦ୍ୟୁତ୍ ଉତ୍ପାଦନ ଓ ବଣ୍ଟନ କମ୍ପାନୀଗୁଡିକର ଶୁଳ୍କ ବୃଦ୍ଧି ଆବେଦନର ଶୁଣାଣି କରି…
କେଉଁଠି ପାଳିବେ ରଜ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପାଖେଇ ଆସିଛି ରଜ। ପୋଡ଼ପିଠାରୁ ଆରମ୍ଭ କରି ରଜ ପାନଖିଆ ଓ ରଜ ଦୋଳି ଖେଳ, ଯାହାର ଅପେକ୍ଷା ରହିଥାଏ ପ୍ରତି ଓଡ଼ିଆ ଘରେ। ପର୍ବକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଗଁାଠୁ ସହର, ସବୁଠି ଆରମ୍ଭ ହୋଇଗଲାଣି ସଜବାଜ। କିଏ…
ଗରମରେ ସିଝୁଛି ଓଡ଼ିଶା: ୧୫ ଯାଏ ନିସ୍ତାର ନାହିଁ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି। ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି। ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀ ତ୍ରାହି ତ୍ରାହି ଡାକୁଛନ୍ତି। ଖରା ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ…
ଏସ୍ଏସ୍ବି ଅଧ୍ୟାପକ ପରୀକ୍ଷା ଫଳ ପ୍ରକାଶ
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ପାଇଁ ହୋଇଥିବା ଏସ୍ଏସ୍ବି ଅଧ୍ୟାପକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ବିଭାଗ ଅଧୀନ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସ୍ଏସ୍ବି) ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ବିଭିନ୍ନ ବିଷୟ…
ଚୂଡ଼ାନ୍ତ ପର୍ଯ୍ୟାୟ ପୁସ୍ତକ ତାଲିକା ପ୍ରକାଶ କରିବ କେନ୍ଦ୍ର ସାହିତ୍ୟ ଏକାଡେମୀ
ଭୁବନେଶ୍ୱର,୧୨।୬(ବ୍ୟୁରୋ)- କେନ୍ଦ୍ର ସାହିତ୍ୟ ଏକାଡେମୀ ଏଥର ଏକାଡେମୀ ପୁରସ୍କାର ଘୋଷଣା କରିବା ସହ ଚୂଡ଼ାନ୍ତ ପର୍ଯ୍ୟାୟରେ ଥିବା ପୁସ୍ତକ ଓ ଏହାର ଲେଖକମାନଙ୍କ ନାମ ତାଲିକା ପ୍ରକାଶ କରିବ। ଏ ନେଇ ଏକାଡେମୀ ସଚିବ କେ. ଶ୍ରୀନିବାସନ୍ ଲେଖିଥିବା ଏକ ଚିଠିରୁ…
ମୋଦିଙ୍କୁ ଭେଟିଲେ ନବୀନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ…
ରୋଗ ଯନ୍ତ୍ରଣା ସହି ନ ପାରି ଗୃହକର୍ତ୍ତାଙ୍କ ଆତ୍ମହତ୍ୟା
ସାକ୍ଷୀଗୋପାଳ ୧୧।୬(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଜୟପୁର ସେଠୀ ସାହିର ପ୍ରସନ୍ନ କୁମାର ସେଠୀ(୩୬) ରୋଗ ଯନ୍ତ୍ରଣା ସହି ନ ପାରି ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପ୍ରକାଶ ଯେ, ପ୍ରସନ୍ନ ଏକ ବିବାହ ଉତ୍ସବରେ ଯୋଗଦେବାକୁ ସୋମବାର ସ୍ତ୍ରୀ…
Archives


