ମେଟ୍ରୋ

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର ପୁଣେଠାରେ ବିଏସ୍‌ସିଏଲ୍‌କୁ ଏହି ପୁରସ୍କାର ମିଳିଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ନାରୀ ସଶକ୍ତୀକରଣ…

ଆମ୍ରିରେ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା ଶୁଭାରମ୍ଭ ହୋଇଛି। ଏହି ନୂଆ ଫାସିଲିଟି ଦ୍ୱାରା ହସ୍ପିଟାଲ ପରିସରରେ ଏକ ସୁପର ସୋନିକ ଇମେଜ ମେଶିନ ସ୍ଥାପନ କରାଯାଇଛି। ଯକୃତ,ସ୍ତନ ଏବଂ ଥାଇରଏଡ ଇଲାଷ୍ଟୋଗ୍ରାଫିର ଚିହ୍ନଟ…

ନନ୍ଦନକାନନ ପାଳିଲା ଆନ୍ତର୍ଜାତିକ ବ୍ୟାଘ୍ର ଦିବସ: ବାଘ ବଂଶ ବୃଦ୍ଧି ପାଇଁ ଅତ୍ୟାଧୁନିକ ପଦ୍ଧତି ଆପଣାଯିବ

ବାରଙ୍ଗ,୩୦।୭(ଡି.ଏନ୍‌.ଏ.): ବିଂଶ ଶତାବ୍ଦୀରେ ଦେଶରେ ବାଘଙ୍କ ସଂଖ୍ୟା ୧ଲକ୍ଷ ଥିବାବେଳେ ଏବେ ମାତ୍ର ୩ ହଜାର ମଧ୍ୟରେ ସୀମିତ ରହିଛି। ଏଭଳି ହ୍ରାସ ପଛରେ ବାସସ୍ଥଳୀ, ଖାଦ୍ୟ, ପାଣି ଅଭାବ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏଣୁ ଆମେ ଜଙ୍ଗଲ…

ଦିନ କେଇଟାରେ ଉଭେଇଗଲା ସ୍ମାର୍ଟସିଟିର ସୌନ୍ଦର୍ଯ୍ୟ: ମାଟି କାମୁଡ଼ିଛି କଳାକୃତି

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ସ୍ମାର୍ଟସିଟି ମାନ୍ୟତା ପାଇବା ପାଇଁ ସମସ୍ତେ ଅଣ୍ଟା ଭିଡି ଦେଇଥିଲେ। ନୂଆ ଉତ୍ସାହ ଓ ସମ୍ଭାବନାକୁ ନେଇ ଭୁବନେଶ୍ୱରର ରୂପ ବଦଳାଇଦେଇଥିଲେ। ବିଶେଷକରି ସୌନ୍ଦର୍ଯ୍ୟକରଣ ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସର୍ବାଧିକ ଗୁରୁତ୍ୱ ଦେଇଥିଲା। ଏବାବଦକୁ ବିପୁଳ ଟଙ୍କା…

ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା:‘ଅପରାଧ ବୃଦ୍ଧି ପାଇଲେ ବିକାଶ ହୁଏନାହିଁ’

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା ବେଳେ ବିରୋଧୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି କଥା ଉଠାଇ ଶାସକ ଦଳକୁ ଘେରିଛନ୍ତି। ଅନ୍ୟପଟେ ରାଜ୍ୟରେ ବଢୁଥିବା ନାବାଳିକା ବଳାତ୍କାର ପ୍ରସଙ୍ଗରେ…

ଶ୍ୱେତପତ୍ରରେ ନାହିଁ ତୁଳନାତ୍ମକ ଚିତ୍ର: ନରସିଂହ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯାଇଛି। ଏହି ଅବସରରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ସରକାର…

ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନିଷ୍‌ ସିସୋଡିଆଙ୍କୁ ଭେଟିଛନ୍ତି। ମାଧ୍ୟମିକ ଶିକ୍ଷାର ଉତ୍କର୍ଷ ନିମନ୍ତେ ଦିଲ୍ଲୀ ସରକାରଙ୍କ…

କଳିଙ୍ଗ ହସ୍ପିଟାଲରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ପୁଣି କଳିଙ୍ଗ ହସ୍ପିଟାଲ ଉପରେ ଚଢ଼ାଉ ହୋଇଛି। ଖୋର୍ଦ୍ଧା ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ପିସିପିଏନ୍‌ଡିଟି ସେଲ୍‌ ପକ୍ଷରୁ ସୋମବାର ମିଳିତ ଭାବେ ଏହି ଚଢ଼ାଉ ହୋଇଥିଲା। ଡାକ୍ତରଖାନାରେ ପିସିପିଏନ୍‌ଡିଟି ଆଇନ କିଭଳି କାର୍ଯ୍ୟକାରୀ ହେଉଛି ତାହାର…

ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ତାରିଖରୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ଭିଜିଲାନ୍ସ ଜାଲରେ ୧୪୪ ପୋଲିସ ଅଧିକାରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବଚ୍ଛ ଶାସନ ଉପରେ ଗୁରୁତ୍ୱ ଦେଉଥିବାବେଳେ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ନୀତିର ମୋହ ଛାଡ଼ୁନାହିଁ। ଗତ ୫ ବର୍ଷ (୨୦୧୪-୧୦୧୯)ମଧ୍ୟରେ ରାଜ୍ୟ ସରକାରଙ୍କ ୧୪୪ ଜଣ ପୋଲିସ ଅଧିକାରୀ ଦୁର୍ନୀତି, ଲାଞ୍ଚ ନେବା ଏବଂ ଆୟ ବହିର୍ଭୂତ…

ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନକୁ ନେଇ ବିଧାନସଭାରେ ଉଦ୍‌ବେଗ: ଭାଜପା-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାର କି ପ୍ରସ୍ତୁତି କରିଛନ୍ତି। ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଥିଲେ। ସେହି କମିଟି ସରକାରଙ୍କୁ କେତେକ ପ୍ରସ୍ତାବ ଦେଇଥିଲା, ହେଲେ ତାହାକୁ ପାଳନ କରାଗଲା ନାହିଁ।…

କେନ୍ଦ୍ର ଦେଇନି ୩୦ ହଜାର କୋଟି; ଯାହା ମାଗୁଛୁ, ମିଳୁନି: ଚତୁର୍ଦ୍ଦଶ ଅର୍ଥ କମିଶନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଚତୁର୍ଦ୍ଦଶ ଅର୍ଥ କମିଶନ ଯାହା ସୁପାରିସ କରିଛନ୍ତି, ତାହା ଓଡ଼ିଶାକୁ ମିଳୁନାହିଁ। କମିଶନ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟ ପାଇଁ କେନ୍ଦ୍ରୀୟ ଟିକସରୁ ରାଜ୍ୟର ଅଂଶଧନ ବ୍ୟତୀତ ସ୍ବାୟତ୍ତ ଶାସନ ସଂସ୍ଥାଙ୍କ ପାଇଁ ଅନୁଦାନ ଓ ରାଜ୍ୟ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?