ମେଟ୍ରୋ

ସୂର୍ଯ୍ୟୋଦୟରୁ ରାତି ୯ ଯାଏ ଖୋଲାରହିବ ଦେଶର ୧୦ କୀର୍ତ୍ତିରାଜି: ତାଲିକାରେ ଭୁବନେଶ୍ୱରର ରାଜାରାଣୀ ମନ୍ଦିର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ୧୦ ପ୍ରମୁଖ ଐତିହାସିକ କୀର୍ତ୍ତିରାଜିକୁ ସୂର୍ଯ୍ୟୋଦୟଠାରୁ ରାତି ୯ଟା ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ଖୋଲା ରଖିବାକୁ ଘୋଷଣା କରିଛି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ। କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ…

ସଚିବାଳୟ ହେବ ଲୋକସେବା ଭବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶା ସଚିବାଳୟର ନାଁ ବଦଳିବ। ଏହାର ନୂତନ ନାମ ରହିବ ଓଡ଼ିଶା ଲୋକସେବା ଭବନ। ସୋମବାର ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍‌ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ ସୋମବାର ଶୂନ୍ୟକାଳରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ ଗୃହର ଦୃଷ୍ଟି ଆକର୍ଷଣ କରିଥିଲେ।…

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଳକାନଗିରି। ୨୪ ଘଣ୍ଟା ମଧ୍ୟରେ…

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଟ୍ରାନ୍ସଫର୍ମେଶନ ଆଣ୍ଡ୍‌ ଇନିଶିଏଟିଭ୍‌ (୫ଟି) ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ…

ଏବିଭିପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ, ନୂତନ କାର୍ଯ୍ୟକାରିଣୀ ସଦସ୍ୟ ଘୋଷଣା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଭୁବନେଶ୍ୱର ଶାଖାର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସୋମବାର ନିଳାଦ୍ରିବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଉଦ୍‌ଯାପିତ ହୋଇଯାଇଛି। ଶନିବାର ଓ ରବିବାର ଦୁଇଦିନ ଧରି ଆୟୋଜିତ ଏହି ଶିବିରରେ ଭୁବନେଶ୍ୱରର ବିଭିନ୍ନ ବିଶ୍ୱବିଦ୍ୟାଳୟ…

ଏସ୍‌ଟିଏଫ୍‌ ଅଭିଯାନ ପରେ ଚେତିଲା କମିଶନରେଟ୍‌ ପୋଲିସ: ହଳଦୀପଡ଼ିଆ ବସ୍ତିରେ ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିଲା

କଟକ ରୋଡ, ୨୯।୭(ଡି.ଏନ୍‌.ଏ.): ରାଜଧାନୀର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀପଡ଼ିଆ ବସ୍ତିରେ ବେଧଡ଼କ ବ୍ରାଉନ୍‌ସୁଗାର ବ୍ୟବସାୟ ଚାଲିଛି। ଦୀର୍ଘ ୧୦ବର୍ଷ ଧରି ଏଭଳି ବେଆଇନ ବ୍ୟବସାୟ ବଢ଼ି ଚାଲିଥିବା ବେଳେ କମିଶନରେଟ ପୋଲିସ ଏହା ଉପରେ ରୋକ ଲଗାଇପାରୁ ନ…

ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲାକୁ…

ଢାଙ୍କୁଣୀ ନ ପକାଇ ବାଉଁଶ ବାନ୍ଧିଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଜୟଦେବ ବିହାର ଭିଲ୍ଲା ଛକ ନିକଟ ଡ୍ରେନ୍‌ରେ ଗୁରୁବାର ଭାସିଯାଇ ସାଲିଆସାହି ଆଦିବାସୀ ଗାଁର ଟି. ଆକାମ୍ମାଙ୍କ ମୃତ୍ୟୁ ଘଟିଥିଲା। ପରେ ଢାଙ୍କୁଣୀ ନ ଥିବା ଖୋଲା ଡ୍ରେନକୁ ସିଲ୍‌ କରାଯାଇଛି। ଡ୍ରେନର ଚତୁଃପାର୍ଶ୍ୱରେ ସିମେଣ୍ଟ କଂକ୍ରେଟ ସ୍ଲାବ…

ଯନ୍ତ୍ରଣା ଦେଉଛି ଭୂତଳ ବିଦ୍ୟୁତ୍‌ କେବୁଲ କାମ

ଭୁବନେଶ୍ବର,୨୯।୭(ବ୍ୟୁରୋ) : ସ୍ମାର୍ଟସିଟି ଭୁବନେଶ୍ୱରରେ ଚାଲିଛି ଭୂତଳ ବିଦ୍ୟୁତ୍‌ କେବୁଲ ବିଛାଇବା କାମ। ତାରିଖ ପରେ ତାରିଖ ଗଡୁଥିଲେ ମଧ୍ୟ ସରିବାର ନାଁ ଧରୁନି। ୧୮ ମାସ ବଦଳରେ ବିତିଗଲାଣି ୩ବର୍ଷ। ହେଲେ କାର୍ଯ୍ୟ ସରୁ ନ ଥିବାରୁ ନାନା ସମସ୍ୟା…

ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ ପୁଣି ଜଣେ ମହିଳା ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ହତ୍ୟାକାଣ୍ଡ ଭଳି ମହିଳାଙ୍କ ବେକକୁ…

ଏକ୍ସସାଇଜ୍‌ ଆକ୍ଟ ଓ ରୁଲ୍‌କୁ ନେଇ ଦ୍ୱନ୍ଦ୍ୱ : ଫାଇଦା ନେଉଛନ୍ତି ଡ୍ୟାନ୍ସ ବାର୍‌ ମାଲିକ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଡ୍ୟାନ୍ସ ବାର୍‌ରେ ଯୁବତୀଙ୍କୁ ନିୟୋଜିତ କରିବା ନେଇ ଏକ୍ସସାଇଜ୍‌ ଆକ୍ଟ ଓ ରୁଲ୍‌ ମଧ୍ୟରେ ତାଳମେଳ ନାହିଁ। ଓଡିଶା ଅବକାରୀ ଆଇନ୍‌ ୨୦୦୮ ସେକ୍ସନ-୨୬ରେ ଉଲ୍ଲେଖ ରହିଛି ଯେ, ଯୁବତୀମାନଙ୍କୁ ବାର୍‌ରେ ନିୟୋଜିତ କରାଯିବା ସମ୍ପୂର୍ଣ୍ଣ ବେଆଇନ। ସେପଟେ ୨୦୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?