ମେଟ୍ରୋ

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ କରି ବଡ଼ଦେଉଳ ପରିକ୍ରମା କରିଛନ୍ତି ମହାରାଷ୍ଟ୍ରର ସାଧୁ ମହାମଣ୍ଡଳେଶ୍ୱର ଶାନ୍ତିଗିରିଜୀ ମହାରାଜ। କେବଳ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୨୮।୭(ଡି.ଏନ୍‌.ଏ.)- ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳର ଶ୍ରୀଧର ନାୟକ। ପୋଲିସ ସୂଚନା ମୁତାବକ, ପାରିବାରିକ କଳହକୁ କେନ୍ଦ୍ରକରି ଶ୍ରୀଧର…

ବୁଲେଟ୍‌ ଧକ୍କାରେ କାଉଡ଼ିଆ ଗୁରୁତର

ଫୁଲନଖରା,୨୮।୭(ଡି.ଏନ୍‌.ଏ.)- କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ବମ୍ପକୁଦଠାରେ ଶନିବାର ରାତିରେ ଏକ ବୁଲେଟ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଖବରପାଇ ଟ୍ରାଫିକ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ସେ ହେଲେ ଜଟଣୀ ଥାନା ଯାଅଁାଳା ଗୌଡ଼କାଶିପୁର…

ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ

ବାଲିଅନ୍ତା,୨୮।୭(ଡି.ଏନ୍‌.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ ରାଉତଙ୍କ…

୧୧ ଡ୍ୟାନ୍ସ ବାର୍‌ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ

ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍‌ ଉପରେ ହଠାତ୍‌ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍‌ରେ ଥିବା ୧୧ ଡ୍ୟାନ୍ସ ବାରରେ ଚଢାଉ କରି ୯୬ ଜଣ ଯୁବତୀଙ୍କୁ ଉଦ୍ଧାର କରିଥିଲା। ତେବେ ସବୁଠାରୁ…

କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ୭୨ ଘଣ୍ଟା ପରେ ବି ଅନ୍ଧାରରେ ପୋଲିସ, ଲୋକେ ଭୟଭୀତ

କଟକ ଅଫିସ,୨୮।୭: କଟକରେ ୨୪ ଘଣ୍ଟା ମଧ୍ୟରେ ୩ଜଣ ଦିନମଜୁରିଆଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାକୁ ଇତିମଧ୍ୟରେ ୭୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପତ୍ତା ପାଇବା ତ ଦୂରର କଥା ପୋଲିସ କେବଳ ଅନ୍ଧାରରେ ବାଡ଼ି…

ଦୁଇ ମହିଳା ଏସ୍‌ଆଇଙ୍କୁ ମାଡ଼, ଦୁଇ ଯୁବକ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଛକରେ ଖାରବେଳନଗର ଥାନାର ଦୁଇଜଣ ମହିଳା ଏସ୍‌ଆଇଙ୍କୁ ୩ଜଣ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିଛନ୍ତି। ଏ ନେଇ ଆକ୍ରମଣର ଶିକାର ହୋଇଥିବା ଜଣେ ଏସ୍‌ଆଇ ମଧୁସ୍ମିତା କର କ୍ୟାପିଟାଲ ଥାନାରେ…

୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଚଳିତବର୍ଷ ଓଡ଼ିଶାର ୭ଜଣ ବ୍ୟକ୍ତିବିଶେଷ ଓ ଗୋଟିଏ ସଂସ୍ଥାକୁ ଏହି ସମ୍ମାନ ପ୍ରଦାନ…

‘ଫନୀ’ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର: ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ

ପୁରୀ ଅଫିସ, ୨୮ା୭: ଆଉ ୬ ଦିନ ପରେ ‘ଫନୀ’କୁ ପୂରିବ ୩ମାସ। ହେଲେ ଏ ଯାଏ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର। ବାତ୍ୟାରେ ଭାଙ୍ଗିଯାଇଥିବା ଶାଳଘର ଏବେ ବି ମାଟି କାମୁଡ଼ି ପଡ଼ିରହିଛି। ନିଜ କୌଳିକ ବୃତ୍ତିର ଭବିଷ୍ୟତକୁ ନେଇ…

କ୍ୟାବିନେଟରେ ୧୬ ପ୍ରସ୍ତାବକୁ ମୋହର: ୩ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ; ଶଙ୍କରାଚାର୍ଯ୍ୟ ମଠ, ଲାଞ୍ଜିଗଡ ରେଳ ପ୍ରକଳ୍ପକୁ ଜମି

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟ ସରକାର ବସୁଧା ଯୋଜନାରେ ପୁରୀ ଓ ନବରଙ୍ଗପୁର ଜିଲାରେ ୩ଟି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରିବେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶନିବାର ରାଜ୍ୟ କ୍ୟାବିନେଟ ଅନୁମୋଦନ…

ଅଗଷ୍ଟରେ ସାର୍ବଜନୀନ ହେବ କାଳିଆ ହିତାଧିକାରୀଙ୍କ ନାମ: ମନ୍ତ୍ରୀ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହୋଇଥିବା ହିତାଧିକାରୀଙ୍କ ନାମ ଆସନ୍ତା ଅଗଷ୍ଟରେ ସାର୍ବଜନୀନ କରାଯିବ। କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଗୃହରେ ଆସିଥିବା ମୁଲତବୀ ପ୍ରସ୍ତାବର ଉତ୍ତର ଦେଇ ଏହା କହିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟର…

୧,୦୭,୪୦୮ ଧର୍ତ୍ତବ୍ୟ ଅପରାଧ ପଞ୍ଜୀକୃତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ହତ୍ୟା, ବଳାତ୍କାର ଓ ଯୌତୁକଜନିତ ଅପରାଧ ଚିନ୍ତାର କାରଣ ହୋଇଛି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଶ୍ୱେତପତ୍ର-୨୦୧୮ରୁ ଏହା ଜଣାପଡିଛି। ୨୦୧୮ରେ ୧୩୭୮ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ୨୫୦୨ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?