କାଳବୈଶାଖୀ: କଟକ ଜଳାର୍ଣ୍ଣବ
କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ଜୋରରେ ପବନ ବହିବା ସହ ଘଡଘଡି ଓ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ…
ଖୋର୍ଦ୍ଧାରେ ଭାଇଚାରାର ପର୍ବ ଇଦ୍ ପାଳିତ
ଖୋର୍ଦ୍ଧା ଅଫିସ,୫।୬: ରମଜାନ ମାସ ଶେଷ ହେବା ପରଦିନ ଈଶ୍ୱରଙ୍କ ପ୍ରଶଂସା ଗାନ କରି କୃତଜ୍ଞତା ଜ୍ଞାପନ କରିବା ପାଇଁ ଶେଷ ଦିନ ଇଦ୍- ଉଲ୍ – ଫିତର ପାଳନ କରାଯାଏ। ଏହି ଦିନ ତୃତୀୟ ଉପଦେଶ ମୁତାବକ ଦାନ(ଜକାତ୍) କରାଯାଏ…
ଖୋର୍ଦ୍ଧାରେ ବିଶ୍ୱ ପରିବେଶ ଦିବସ: ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ଆହ୍ବାନ
ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧାରେ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ବୁଧବାର ଜିଲା ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ରୂପେ ବାଣୀବିହାର ପିଜି ଡିପାର୍ଟମେଣ୍ଟ ଅଫ୍ କମର୍ସ ପ୍ରଫେସର ରବୀନ୍ଦ୍ର କୁମାର ସ୍ବାଇଁ ଯୋଗଦେଇ ପ୍ରଦୂଷଣକୁ ରୋକିବାକୁ ଆହ୍ବାନ…
ବିଶ୍ୱ ପରିବେଶ ଦିବସ ଅବସରରେ ସୁଦର୍ଶନଙ୍କ ବାଲୁକା କଳା: ଗଛ ଲଗାଇ ବାୟୁ ପ୍ରଦୂଷଣ ରୋକିବାକୁ ବାର୍ତ୍ତା
ପୁରୀ ଅଫିସ,୫।୬(ବ୍ୟୁରୋ): ଆଜି ବିଶ୍ୱ ପରିବେଶ ଦିବସ। ଜଙ୍ଗଲ ଧ୍ୱଂସ କାରଣରୁ ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଏବେ ମୁଣ୍ଡବିନ୍ଧାର ବିଷୟ ପାଲଟିଲାଣି। ଯଦି ଏହିପରି ଚାଲେ ତେବେ ଋତୁଚକ୍ରରେ ପରିବର୍ତ୍ତନ ଆସିବା ସ୍ବାଭାବିକ। ତେବେ ଚଳିତ ବର୍ଷ ଏହି ଦିବସର…
ବାୟୁ ପ୍ରଦୂଷଣ ନିୟନ୍ତ୍ରଣ
ଜୀବଜଗତ ବଞ୍ଚିବା ପାଇଁ ବାୟୁ ଏକ ଅପରିହାର୍ଯ୍ୟ ଉପାଦାନ। ଏଥିରେ ଥିବା ଅମ୍ଳଜାନ ଆମ ରକ୍ତରେ ଥିବା ହିମୋଗ୍ଲୋବିନ୍ କଣିକା ସହିତ ଯୁକ୍ତ ହୋଇ ଅକ୍ସିହିମୋଗ୍ଲୋବିନ୍ ପ୍ରସ୍ତୁତ କରେ। ତାହା ରକ୍ତସ୍ରୋତ ସହିତ ଶରୀରର ବିଭିନ୍ନ ଅଂଶକୁ ଅମ୍ଳଜାନ ଯୋଗାଇଥାଏ। ଏହା…
ସବୁଜିମା ଉଜାଡ଼ିଲା ଫନୀ : ଛାଡ଼ିଗଲା ଆହ୍ବାନ
ବାତ୍ୟା ‘ଫନୀ’ ଚାଲି ଯାଇଛି ସତ, କିନ୍ତୁ ‘ପରିବେଶ’କୁ ନେଇ ଚିନ୍ତା ବଢ଼ିଛି। ୧୯୯୯ ମହାବାତ୍ୟାରେ ଉପକୂଳ ଓଡ଼ିଶାରେ ଶହେବର୍ଷର ପୁରୁଣା ଗଛ ଭାଙ୍ଗି ନଷ୍ଟ ହୋଇଯାଇଥିଲା। ଗତ ୨୦ବର୍ଷରେ ଯାହାବି ନୂଆ ଗଛ ସୃଷ୍ଟି ହେଇଥିଲା ତାହା ବି ‘ଫନୀ’…
ପୁରୀରେ ବିଶ୍ୱ ପରିବେଶ ଦିବସ ପାଳିତ
ପୁରୀ ଅଫିସ, ୫।୬: ପୁରୀ ବନବିଭାଗ ପକ୍ଷରୁ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ସକାଳେ ସିଂହଦ୍ୱାରଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ପରିସରରେ ପହଞ୍ଚିଥିଲା। ଏହାପରେ ବାୟୂ ପ୍ରଦୂଷଣ, ନିରାକରଣ ଶୀର୍ଷକ…
ବିଜେପୁର ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ବଢ଼ୁଛି ଚିନ୍ତା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୁଣିଥରେ ବିଜେପୁର ଆସନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଥର ଲାଗି ପଶ୍ଚିମ ଓଡ଼ିଶା ରାଜନୀତିରେ ବିଜେଡି ଓ ଭାଜପା ମଧ୍ୟରେ ଜୋର୍ଦାର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଏହି…
ଏସ୍ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ
କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି ଯାଇଥିଲା। ଚୁଲିରେ ଜାଳ ସଂଯୋଗ ପରେ ବୋତଲଟି ଫାଟିଥିଲାା ବୋତଲର ଅଗ୍ରଭାଗ ରୋଷେଇ କରୁଥିବା…
ଅଣନିଃଶ୍ୱାସୀ କରୁଛି ଆବର୍ଜନା ବୋଝ
ପୁରୀ ଅଫିସ, ୫ା୬: ବାତ୍ୟା ‘ଫନୀ’ ପରେ ବିଗିଡ଼ିଛି ପୁରୀ ଜିଲାର ପରିମଳ ବ୍ୟବସ୍ଥା। ଜଳ, ବାୟୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି। ଆବର୍ଜନା ବୋଝରେ ଅଣନିଃଶ୍ୱାସୀ ହୋଇପଡ଼ିିଛି ପୁରୀ ସହର। ଏବେ ସହରରୁ ପୂର୍ବାପେକ୍ଷା ଦୈନିକ ୧୦ଗୁଣ ଅଧିକ ଆବର୍ଜନା…
ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା
ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି ଚାଲିବ…
ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ
ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି…
Archives


