ମେଟ୍ରୋ

Milk Production Odisha: ଦୁଗ୍ଧ ଉତ୍ପାଦନ: ରାଜ୍ୟରେ ବଢ଼ିଛି, ୧୩ ଜିଲାରେ କମିଛି

ଦେଶର ଅର୍ଥନୀତି ସୁଦୃଢ଼ କରିବାରେ ପ୍ରାଣିସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଗ୍ରାମାଞ୍ଚଳର ଅନେକ ପରିବାର ଦୁଗ୍ଧ ଉତ୍ପାଦନ କରି ଗୁଜରାଣ ମେଣ୍ଟାଉଛନ୍ତି। ଏହି କ୍ରମରେ ଭାରତ ବିଶ୍ୱର ସର୍ବୋଚ୍ଚ ଦୁଗ୍ଧ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଦେଶରେ ୨୦୨୩-୨୪…

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । କଟକ ଆଡହକ ଆଡସିନାଲ ସେସନ୍ସ ଜଜ ତଥା…

ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୧୬.୪: କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଲକ୍ଷପତି ଦିଦି ଯୋଜନା ଅଧୀନରେ ଓଡ଼ିଶା ଭାରତରେ ଶୀର୍ଷ ସ୍ଥାନ ହାସଲ କରିଛି। ଯାହା ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ମାଧ୍ୟମରେ ବାର୍ଷିକ ୧ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ରୋଜଗାର କରିବାର…

ଓଡ଼ିଶାରେ ଗ୍ରୀନ୍ ଏନର୍ଜି ପାଇଁ ₹୪,୫୦୦ କୋଟି ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୩,୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬.୪: ଆପୋଲୋ ଗ୍ରୀନ୍ ଏନର୍ଜି ଲିମିଟେଡ୍ ସବୁଜ ଶକ୍ତି ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶାରେ ₹୪,୫୦୦ କୋଟି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଏବଂ ଶକ୍ତି ମନ୍ତ୍ରୀ କେ.ଭି. ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ…

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ…

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ…

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ…

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ…

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ 

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି…

ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ ଛାଡି ଭାଜପାରେ ମିଶିଥିବା ଅନେକ ବଡ଼ ବଡ଼ ନେତା ମଧ୍ୟ ମୁହଁ ଫିଟାଇଛନ୍ତି। ଏହାରି…

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ…

ରାଜନୀତିରେ ହଇଚଇ: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନାଙ୍କୁ ନେଇ ସସ୍ପେନ୍ସ ବଢ଼ାଇଛି। ସେ କହିଛନ୍ତି , ବରିଷ୍ଠ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri