ଆଜିଠୁ ସ୍କୁଲ ବନ୍ଦ: ଖୋଲା ରହିବ କାର୍ଯ୍ୟାଳୟ, ଉପସ୍ଥିତ ରହିବେ ଶିକ୍ଷକ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗୁରୁବାରଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଛନ୍ତି। ଏପ୍ରିଲ ୧୮ରୁ ମେ ୪ ପର୍ଯ୍ୟନ୍ତ ସ୍କୁଲ ଛୁଟି କରିଦିଆଯାଇଛି। ଏହି ସମୟରେ କେବଳ କ୍ଲାସ୍…
ସରିଲା ଚିନ୍ତା ଓ ଚେତନାର ୪୦ତମ ବୈଶାଖୀ ମହୋତ୍ସବ: ଶେଷଦିନରେ ଯାଦୁ କଲା ମନଛୁଅଁ। ସଙ୍ଗୀତ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ଚିନ୍ତା ଓ ଚେତନାର…
ଆଜି ବିଶ୍ୱ ଐତିହ୍ୟ ଦିବସ: ଐତିହ୍ୟର ସଂରକ୍ଷଣ ସୃଷ୍ଟିକରିଛି ଚ୍ୟାଲେଞ୍ଜ
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଐତିହ୍ୟର ଗନ୍ତାଘର ଓଡ଼ିଶା। କୋଣାର୍କର ସୂର୍ଯ୍ୟମନ୍ଦିର ହେଉ କି ରାଜ୍ୟରେ ରହିଥିବା ବହୁ ପୁରାତନ ରାଜପ୍ରାସାଦ, ସବୁଠି ଦେଖିବାକୁ ମିଳିଥାଏ ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀର ପ୍ରତିଛବି। ଐତିହ୍ୟ ଓ ସଂସ୍କୃତି ପାଇଁ ଓଡ଼ିଶା ସମଗ୍ର ବିଶ୍ୱରେ ସ୍ବତନ୍ତ୍ର…
ରାଜଧାନୀରେ ଏସ୍ଏଚ୍ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଡହଳବିକଳ ସ୍ଥିତି। ପାଣିପାଇଁ ଚାରିଆଡେ ହାହାକାର ପଡ଼ିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ…
ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ ମାଡ଼…
ବନ୍ଦ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର
ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)। ପାରିପାର୍ଶ୍ୱିକ…
ଖରାରେ ସିଝୁଛନ୍ତି ଶ୍ରମିକ: ସରକାରୀ ନିର୍ଦ୍ଦେଶକୁ ବେଖାତିର
ନିରାକାରପୁର,୧୭ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଗେଟ୍ ବଜାରରେ ଗୋଟିଏ ମଲ୍ ଉପରେ ଶ୍ରମିକମାନେ ଖରାରେ କାମ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ସରକାରଙ୍କ ପକ୍ଷରୁ ଏପ୍ରିଲ ପହିଲାରୁ ଶ୍ରମିକମାନଙ୍କୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା…
ହଳଦୀପଡ଼ିଆ ବସ୍ତିରୁ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
କଟକରୋଡ଼,୧୭।୪(ଡି.ଏନ୍.ଏ): ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ବାଡ୍ ବୁଧବାର ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ଚଢ଼ାଉ କରି ଜଣେ ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ବସ୍ତିରେ ରହୁଥିବା ଦିଲ୍ଲୀପ ବେହେରା। ତାଙ୍କ ନିକଟରୁ ୨୦ ଗ୍ରାମ୍ ବ୍ରାଉନ୍ସୁଗାର…
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା
ଭୁବନେଶ୍ୱର,୧୭ା୪(ବ୍ୟୁରୋ) ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ କରିଛନ୍ତି।…
ମିସ୍ ଟ୍ରାଡିଶନାଲ୍ ଟାଇଟଲ୍ ଜିତିଲେ ଓଡ଼ିଆ ଝିଅ ଶିବାନୀ
ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍ ଟ୍ରାଡିଶନାଲ୍ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ ଏହି ପ୍ରତିଯୋଗିତାରେ ଓଡ଼ିଶାର ସଂସ୍କୃତି, ପରମ୍ପରା, ଚଳଣି ଓ ପାରମ୍ପରିକ ଓଡ଼ିଆ ଖାଦ୍ୟକୁ…
ରେଳଷ୍ଟେଶନରୁ ଧରାପଡ଼ିଲା ପକେଟମାର୍ ଗ୍ୟାଙ୍ଗ୍
ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ଭୁବନେଶ୍ୱର ରେଳ ଷ୍ଟେଶନରେ ବାରମ୍ବାର ପକେଟମାର୍ ସହ ଚୋରି ଓ ଲୁଟ୍ ହେଉଛି। ସୋମବାର ରାତିରେ ଜିଆର୍ପି ହାତରେ ଏକ ପକେଟମାର ଗ୍ୟାଙ୍ଗ୍ର ୩ଜଣ ସଦସ୍ୟ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ଥାନାଞ୍ଚଳର ଚିରଞ୍ଜିବ ସାହୁ…
କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ
ନିମାପଡ଼ା,୧୭।୪(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ (୨୧),…
Archives


