ଆରମ୍ଭ ହେଲା ରଥ ଭଙ୍ଗା
ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…
ଭାରତ୍ କୀ ଖୋଜ୍ ଅଭିଯାନରେ କେରଳ ଯୁବକ: ବାଇକ୍ରେ ବୁଲିବେ ୪ ଦେଶ
ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍ ସମୃଦ୍ଧ। ଯିଏ ଏହାର ରହସ୍ୟକୁ ଭେଦ କରିପାରିଛି ସେ ହିଁ ବୁଝିପାରିଛି କାହିଁକି ଭାରତ ଶ୍ରେଷ୍ଠ। ତେଣୁ…
ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍ଫଣ୍ଡ ଠକେଇ ମାମଲା: ୨ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍ଫଣ୍ଡ ସଂସ୍ଥା ଠକେଇ ମାମଲାରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ୨ଜଣ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେମାନେ ହେଲେ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ ଏବଂ ଆକାଶଦୀପ ସମବାୟ…
ଚେଇଁ ଶୋଇଛନ୍ତି ବିଏମ୍ସି ଡ୍ରେନେଜ ବିଭାଗ ଅଧିକାରୀ: ସହରର ୪୦% ଡ୍ରେନ୍ରେ ଢାଙ୍କୁଣି ନାହିଁ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍ ରହିଛି। ତନ୍ମଧ୍ୟରୁ ପୂର୍ତ୍ତ ବିଭାଗର କେତୋଟି ଡ୍ରେନକୁ ବାଦ୍ ଦେଲେ ବାକି ସବୁ ବିଏମ୍ସି ଦ୍ୱାରା…
ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର
ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯାଇଛିି। ମୋଟ ୩୭ ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ପ୍ରାର୍ଥିପତ୍ର ଦାଖଲ…
୫୦୦ ଏଏସ୍ଓଙ୍କୁ ନିଯୁକ୍ତି ପ୍ରଦାନ: ନିଷ୍ଠାପର ମନୋଭାବ ରଖି ସେବା କର; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ରାଜ୍ୟ ସଚିବାଳୟରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସହକାରୀ ଉପଅଧିକାରୀ (ଏଏସ୍ଓ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୫୦୦ ନୂତନ ଏଏସ୍ଓଙ୍କୁ…
ମିଶର, ଗ୍ରୀସ୍ ସହ ରହିଛି ପୁରୀର ସାମଞ୍ଜସ୍ୟ
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ ଖ୍ରୀ.ପୂ ୪୦୦୦ ବର୍ଷ ପୂର୍ବର ବେବିଲୋନ୍ ସଭ୍ୟତାରେ ଦେଖାଯାଏ। ପ୍ରାଚୀନ ମିଶର ଓ…
ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍ସାଇଟ୍। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍ସାଇଟ୍ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର ଉତ୍ସବରେ ଲୋକାର୍ପଣ କରିଛନ୍ତି। ପ୍ରଥମଥର ପାଇଁ ଏକ ସରକାରୀ…
ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ
ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ ବଜାରରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ଲାଗି ମନ୍ଦିର ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
ଆରମ୍ଭ ହେଲା ରଥ ଭଙ୍ଗା
ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…
କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ୧୭ ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଜଗନ୍ନାଥ ମନ୍ଦିର, ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ
ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠିଲେଖି…
କଳାହାଣ୍ଡିରେ ନିର୍ମାଣ ହେବ ଏମ୍ଏସ୍ଏମ୍ଇ ପାର୍କ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଏଇ)କୁ ପ୍ରୋତ୍ସାହନ ଦେବା ଲାଗି ରାଜ୍ୟ ସରକାର କଳାହାଣ୍ଡିରେ ଏମ୍ଏସ୍ଏମ୍ଏଇ ପାର୍କ ନିର୍ମାଣ କରିବେ। ଏଥିପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ ହୋଇଛି। ୧୧୬.୭୨ ଏକର ସରକାରୀ ଜମି ଓ ୩୦.୩୬ ଏକର ବେସରକାରୀ ଜମିରେ…

