ମେଟ୍ରୋ

ନିର୍ବାଚନରେ ହାରିବା ପରେ ବିଜୟଙ୍କ ପ୍ରତିକ୍ରିୟା: କହିଲେ ‘ଫଳାଫଳ ଆଶ୍ଚର୍ଯ୍ୟ କରିଛି, ଏହା ମୋ’ ସପକ୍ଷରେ ଥିଲା’

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବହୁ ଉପେକ୍ଷିତ ପାଟକୁରା ନିର୍ବାଚନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୧୭ହଜାରରୁ ଅଧିକ ଭୋଟରେ ପରାଜିତ କରିଛନ୍ତି। ହେଲେ ଶେଷ ରାଉଣ୍ଡ ପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା। ବୁଧବାର…

ସରକାରୀ ଚାକିରି ଲାଗି ବୟସସୀମା ବୃଦ୍ଧି କରିବାକୁ ଦାବି

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରି କ୍ଷେତ୍ରରେ ବୟସସୀମା ୪୩ରୁ ୪୪ କରାଯାଉ। ଏହାଦ୍ୱାରା ବେକାରିମାନଙ୍କୁ ନିଯୁକ୍ତି ମିଳିପାରିବ। ଦୀର୍ଘ ବର୍ଷ ଧରି ଚାକିରି ଅପେକ୍ଷାରେ ଥିବା ପ୍ରାର୍ଥୀମାନେ ଉପକୃତ ହୋଇପାରିବେ। ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏହି ପ୍ରସଙ୍ଗ…

ରାଜ୍ୟରେ ଭୁଶୁଡ଼ିଛି ଆଇନଶୃଙ୍ଖଳା: ୩ ବର୍ଷରେ ୧୩୨୮ ନାବାଳିକା ନିଖୋଜ, ବଢ଼ୁଛି ନାବାଳିକା ବଳାତ୍କାର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟରେ ନାବାଳିକା ଓ ମହିଳା ବଳାତ୍କାର ବୃଦ୍ଧି ପାଇଛି। ଦେଶରେ ଓଡ଼ିଶା ଏ କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ପ୍ରତ୍ୟେକ ଦିନ ୭ଜଣ ମହିଳା ଓ ୬ଜଣ ନାବାଳିକା ବଳାତ୍କାରର ଶିକାର ହେଉଛନ୍ତି। ଅପରାଧୀଙ୍କର ପୋଲିସକୁ ଡ଼ର…

ବିନା ସୁରକ୍ଷାରେ ଚାଲିଛି ମରାମତି

ଭୁବନେଶ୍ୱର,୨୪।୭(ବ୍ୟୁରୋ) – ବାତ୍ୟା ଫନୀରେ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ବହୁ କ୍ଷୟକ୍ଷତି ହୋଇଥିଲା। ଯୁଦ୍ଧକାଳୀନ ଭିତ୍ତିରେ ସବୁ କାର୍ଯ୍ୟକରି ନୂଆ ରୂପ ନେଇଥିଲା ଷ୍ଟେଶନ ପରିସର। ଏବେ ଫୁଟ ଓଭରବ୍ରିଜ ନିର୍ମାଣ ଓ ପ୍ଲାଟଫର୍ମର କେତେକ ଟିଣଗୁଡିକ ମରାମତି ଚାଲିଛି।…

ଛତ୍ରବଜାର କମ୍ପୋଷ୍ଟ ପ୍ଲାଣ୍ଟରେ ପ୍ରସ୍ତୁତ ହେବ ଜୈବିକ ଖତ

କଟକ ଅଫିସ,୨୪ା୭: କଟକ ମହାନଗର ନିଗମ (ସିଏମ୍‌ସି)ରେ ଦିନକୁଦିନ ଆବର୍ଜନା ବଢିବାରେ ଲାଗିଛି। ଯାହାଫଳରେ ପରିବେଶ ପ୍ରଦୂଷିତ ହେଉଛି। ଏହା ସିଏମ୍‌ସିର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଅନ୍ୟପକ୍ଷେ ସହରରେ କୁଢ କୁଢ ଆବର୍ଜନା ଗଦା ନ କରିବାକୁ ଏନ୍‌ଜିଟି ପକ୍ଷରୁ ନିର୍ଦ୍ଦେଶ…

ଏସ୍‌ସିଏସ୍‌ କଲେଜ: ଏମ୍‌ଫିଲ୍‌ ପାଠ୍ୟକ୍ରମକୁ ମିଳୁନି ମଞ୍ଜୁରୀ: ଅନ୍ଧାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ପୁରୀ ଅଫିସ, ୨୪ା୭: ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ(ଏସ୍‌ସିଏସ୍‌)ରେ ଏମ୍‌ଫିଲ୍‌ ପାଠ୍ୟକ୍ରମ ଖୋଲିବାର ଦୁଇବର୍ଷ ବିତିଗଲାଣି। ମାତ୍ର ବର୍ତ୍ତମାନ ସୁଦ୍ଧା ଏହାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ମଞ୍ଜୁରୀ ମିଳିନାହିଁ। ଫଳରେ ପ୍ରଥମ ବ୍ୟାଚ ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ପାଇପାରୁ ନାହିଁ। ସେହିପରି ଦ୍ୱିତୀୟ…

ବନୀକରଣ ପାଇଁ ଅଣ୍ଟା ଭିଡ଼ିଲେ କୁନି ଚିତ୍ରଶିଳ୍ପୀ:  ବିହନ ପିଣ୍ଡୁଳା ଜରିଆରେ ଚନ୍ଦକା ଜଙ୍ଗଲ ହେବ ସବୁଜିମା

ପୁରୁଣା ଭୁବନେଶ୍ୱର, ୨୪। ୭ (ଡି.ଏନ.ଏ.): ଭୁବନେଶ୍ୱର ପୋଖରୀପୁଟସ୍ଥିତ ଇନ୍ଦ୍ରପ୍ରସ୍ଥ କଲୋନୀ ଫେଜ୍‌-୨ ଠାରେ ଥିବା ଚିତ୍ରଶିକ୍ଷା ଅନୁଷ୍ଠାନ ‘ଚିତ୍ରଶାଳା’ର କୁନି ଶିଳ୍ପୀମାନେ ବନୀକରଣ ପାଇଁ ଏକ ନିଆରା ପ୍ରୟାସ କରି ଚର୍ଚ୍ଚାକୁ ଆସିଛନ୍ତି। ଦିନକୁଦିନ ମାନବୀୟ ହସ୍ତକ୍ଷେପ ଓ ପ୍ରାକୃତିକ…

ଜଳବନ୍ଦୀ ପରେ ଚେତିଲେ ବିଏମ୍‌ସି କର୍ତ୍ତୃପକ୍ଷ: ସମ୍ପ୍ରସାରିତ ହେବ ସହରର ଡ୍ରେନ୍‌

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଭୁବନେଶ୍ୱରବାସୀ ଡ୍ରେନେଜକୁ ନେଇ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଯିବା ସହ ଅଧିକାଂଶ ସମୟରେ ଡ୍ରେନେଜ ଜାମ୍‌, ରାସ୍ତାରେ ମଇଳା ପାଣି ଭାସିବା ପରି ସମସ୍ୟା ଭୋଗୁଛନ୍ତି। ପ୍ରତିବର୍ଷ ଲୋକଙ୍କୁ ଆଶ୍ୱାସନା…

ନିଶାଦ୍ରବ୍ୟ ଚାଲାଣର ସୁରକ୍ଷିତ ମାଧ୍ୟମ: ନାଇଟ୍‌ କୋଚ୍‌ ବସ୍‌, ଲେଡି ଏଜେଣ୍ଟ

ବେଆଇନ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଗଲାଣି ଓଡ଼ିଶା। ବ୍ରାଉନସୁଗାର, ହିରୋଇନ୍‌, ଚରସ ଆଦି ନିଶାଦ୍ରବ୍ୟ ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସୁଥିବାବେଳେ ଏଠାରୁ ଗଞ୍ଜେଇ ଓ ଅଫିମ ଆଦି ବାହାରକୁ ଚାଲାଣ ହେଉଛି। ବିଶେଷକରି ରାଜ୍ୟରେ ବ୍ରାଉନସୁଗାର ଓ ଗଞ୍ଜେଇ ବ୍ୟବସାୟ ସହରଠୁ…

ବିପନ୍ନଙ୍କୁ ଭେଟିଲେ ସୁଇଜରଲାଣ୍ଡ ପାର୍ଲାମେଣ୍ଟ ସଦସ୍ୟ

ପୁରୀ ଅଫିସ, ୨୪ା୭: ସୁଇଜରଲାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍‌ସ (ସଷ୍ଟେନେବଲ୍‌ ଏନ୍‌ଭାଇରନ୍‌ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍‌ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ…

‘ଧରିତ୍ରୀ’ ପ୍ରଭାବ: ଷ୍ଟାଣ୍ଡ୍‌କୁ ଫେରିଲା ‘ମୋ ସାଇକେଲ’

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଟବଣା ହୋଇଯାଇଥିବା ମୋ ସାଇକେଲ୍‌ ଯୋଜନାକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଲୋକଙ୍କ ଅକ୍ତିଆରରେ ଥିବା ‘ମୋ ସାଇକେଲ’କୁ ପୁଣିଥରେ ଷ୍ଟାଣ୍ଡ୍‌କୁ ଫେରାଇ ଆଣିବାକୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(ସିଆର୍‌ୟୁଟି) ପଦକ୍ଷେପ ନେଇଛି। ମୋ ସାଇକେଲଗୁଡ଼ିକର…

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି। ଉତ୍ତରପ୍ରଦେଶରେ ସର୍ବାଧିକ ୮ ନକଲି ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହି ତାଲିକାରେ ରାଜଧାନୀ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?