ମେଟ୍ରୋ

ଭିତରକନିକା ଇକୋ-ଟୁରିଜମ୍‌ : ୩ ବର୍ଷରେ ୧ କୋଟି ୯୪ଲକ୍ଷ ଖର୍ଚ୍ଚ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା ଡାଙ୍ଗମାଳ, ଗୁପ୍ତି ଓ ହବାଳୀଖଟି ଇକୋ ଟୁରିଜମ୍‌। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ…

କୋଇଲା ଅତିରିକ୍ତ ଟିକସ ୫୬୦ କୋଟି ଟଙ୍କା ଦାବିକଲା ଓଡ଼ିଶା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟ ସରକାର କୋଇଲା ଉପରୁ କେନ୍ଦ୍ର ସରକାର ଆଦାୟ କରିଥିବା ଅତିରିକ୍ତ ଟିକସ(ଲେଭି) ବାବଦ ୫୬୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। କୋଇଲା ଖଣି ରଦ୍ଦ ହେବା ପୂର୍ବରୁ ଲିଜଧାରୀଙ୍କଠାରୁ କେନ୍ଦ୍ର ସରକାର ଉକ୍ତ ଟିକସ ଆଦାୟ…

୧୧ ଜିଲାରେ ସ୍ବଳ୍ପ ବୃଷ୍ଟିପାତ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍‌ ରହିଛି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୩୧ ପ୍ରତିଶତ କମ୍‌ ବର୍ଷା ହୋଇଛି। ସୁନ୍ଦରଗଡ଼,…

ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍‌…

ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା ପୁନରୁଦ୍ଧାର…

ଗ୍ରୀନ୍‌ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍‌ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍‌, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୫୦ ହେକ୍ଟର ଝାଉଁ ଜଙ୍ଗଲ, ୪୦ ହେକ୍ଟର…

ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ ଘଟଣାକୁ ନେଇ ମୁଲତବୀ ପ୍ରସ୍ତାବ ଆକାରରେ ଆଲୋଚନା ହେବ। ମଙ୍ଗଳବାର ଅପରାହ୍ନରେ ବସିଥିବା…

ବାତ୍ୟା ବିପନ୍ନଙ୍କୁ ଭେଟିଲେ ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ

ପୁରୀ ଅଫିସ, ୨୩ା୭: ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍‌ସ (ସଷ୍ଟେନେବଲ୍‌ ଏନ୍‌ଭାଇରନ୍‌ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍‌ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ…

ବୁଧବାର ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ, ୨୩ା୭: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଶ୍ରୀମନ୍ଦିର…

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ ବେହେରାଙ୍କୁ…

ବିଭିନ୍ନ ଦାବିନେଇ ଭାରତ ଗ୍ୟାସ ଡିପୋ ସମ୍ମୁଖରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଭାରତ ଗ୍ୟାସ ଡିପୋ ସମ୍ମୁଖରେ ମଙ୍ଗଳବାର ଠିକା ଶ୍ରମିକଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ୧୭ ଜଣ ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି, ଠିକା ଶ୍ରମିକ ନିୟମ ଅନୁସାରେ ସମାନ କାମକୁ ସମାନ…

ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?