ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍ ମନ୍ତ୍ରୀ ଓ…
ଗୋରୁ ମଡ଼କ, କାରଣ ଅସ୍ପଷ୍ଟ
ନିରାକାରପୁର,୩୦ା୫(ଡି.ଏନ୍.ଏ.)- ଗୋ ସମ୍ପଦର ବିକାଶ ନିମନ୍ତେ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ବାତ୍ୟା ପରେ ଗୋ ବଂଶ ବୃଦ୍ଧି ପ୍ରତି ବିପଦ ସୃଷ୍ଟି ହୋଇଛି। ଏଭଳି ପରିସ୍ଥିତି ଗୋପାଳକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଖୋର୍ଦ୍ଧା ଜିଲା ଡିଆ…
ଜାଲରେ ଫସିଲେ ଦୁଇ ବିଷଧର ସାପ : ଚନ୍ଦନ ବୋଡ଼ାକୁ ଗିଳିଲା ନାଗ
ଭୁବନେଶ୍ୱର, ୩୦ା୫(ବ୍ୟୁରୋ) – ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କଉଡ଼ିଖଣି ଗ୍ରାମରେ ପଦନି ସାହୁଙ୍କ ଘର ଚାରିପଟେ ଘେରାଯାଇଥିବା ଜାଲରେ ଏକ ବଡ଼ ନାଗ ସାପ ପଡି ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସାପ ଉଦ୍ଧାର ପାଇଁ…
କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଦୀପ ମହାରଥୀ
ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ପିପିିଲିର ନବନିର୍ବାଚିତ ବିଧାୟକ ପ୍ରଦୀପ ମହାରଥୀ ସାମୟିକ ଅସୁସ୍ଥ ହେବା ପରେ ବୁଧବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଧୁମେହ ରୋଗ ଯୋଗୁ ସେ ଚିକିତ୍ସାଧୀନ ଥିଲେ। ହଠାତ୍ ସନ୍ଧ୍ୟାବେଳେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପ୍ରଥମେ ତାଙ୍କୁ…
କାନ୍ସରେ ସ୍ବପ୍ନା ପତିଙ୍କ ‘ଅନ୍ତର୍ଧ୍ୱନି’ : ରେଡ୍ କାର୍ପେଟରେ ପୁଣି ଝଲସିଲା ସମ୍ବଲପୁରୀ ଶାଢ଼ି
ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ଚଳିତବର୍ଷର କାନ୍ସ ଫିଲ୍ମ ଫେଷ୍ଟିଭାଲ ସହ ଯୋଡ଼ି ହୋଇଯାଇଛି ଆଉ ଏକ ଓଡ଼ିଆ ଲିଙ୍କ୍। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ତଥା ମଡେଲ ସ୍ବପ୍ନା ପତିଙ୍କ ଅଭିନୀତ ଏବଂ ରାଜେଶ କୁମାର ମହାନ୍ତିଙ୍କ ପ୍ରଯୋଜିତ ହିନ୍ଦୀ ଫିଲ୍ମ ‘ଅନ୍ତର୍ଧ୍ୱନି’ ସମ୍ମାନଜନକ କାନ୍ସ…
ରଥଖଳାରେ କୁନି କାରିଗର
ପୁରୀ ଅଫିସ,୩୦ା୫ – ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଅକ୍ଷୟ ତୃତୀୟା ଦିନ ରଥ କାମ ଅନୁକୂଳ ହୋଇଥିଲା। ତୁମ୍ବ କାମ ସରିବା ପରେ ଏବେ ଚକା ନିର୍ମାଣ ଚାଲିଛି। ନୃସିଂହ ଚତୁର୍ଦ୍ଦଶୀରେ ରୂପକାର ସେବକ…
ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକ ଜୁନ୍ ୨୫ ସୁଦ୍ଧା ସରିବ ସବୁ କାମ
ପୁରୀ ଅଫିସ, ୩୦ା୫- ଜୁନ୍ ୨୫ତାରିଖ ପୂର୍ବରୁ ସବୁ କାମ ଶେଷ ହୋଇଯିବ। ରଥଯାତ୍ରା ବେଳକୁ କୌଣସି ଅସୁବିଧା ହେବନାହିଁ। ଯାତ୍ରୀ, ପର୍ଯ୍ୟଟକଙ୍କ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲିଛି ବୋଲି ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକରେ ବିଭିନ୍ନ…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେନି ନବୀନ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ନରେନ୍ଦ୍ର ମୋଦି ଲଗାତ।ର ଦ୍ୱିତୀୟଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ପଦର ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବକୁ ଦେଶବିଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଛି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ହେଲେ ଏହି…
ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ସମ୍ମିଳନୀର ଅଭିନନ୍ଦନ: ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି
ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଗତ ସାଧାରଣ ନିର୍ବାଚନରେ ବିପୁଳ ଜନସର୍ଥନ ଲାଭ କରିବା ସହ ଲଗାତର ପଞ୍ଚମଥର ପାଇଁ ଓଡ଼ିଶାରେ ସରକାର ଗଠନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧିବାର ନୂତନ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଅବସରରେ…
ଯାଞ୍ଚବେଳେ ଧରାପଡ଼ିଲା ବାଇକ୍ ଚୋରି ର଼୍ୟାକେଟ: ୫ ଚୋରା ବାଇକ ଜବତ, ଦୁଇ ଗିରଫ
ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ନୟାପଲ୍ଲୀ ଥାନା ପୋଲିସ ଗାଡ଼ି ଚେକିଂ କରୁଥିବାବେଳେ ବାଇକ ଚୋରି ରାକେଟକୁ ଧରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଚୋରା ବାଇକ ଜବତ କରିଛି। ଗିରଫ…
ରାଜ୍ୟ ସ୍କାଉଟ୍ ଗାଇଡ୍ର ମୁଖ୍ୟ ଆୟୁକ୍ତଙ୍କୁ ‘ଏସିଆ ତାରକା’ ସମ୍ମାନ
ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ଼ସର ରାଜ୍ୟ ମୁଖ୍ୟ ଆୟୁକ୍ତ ତଥା ଜାତୀୟ ପରିଷଦର ଉପସଭାପତି ଡ. କାଳିପ୍ରସାଦ ମିଶ୍ରଙ୍କୁ ‘ଏସିଆ ତାରକା’ ସମ୍ମାନ ମିଳିଛି। ଏସିଆ ପାସିଫିକ୍ ଅଞ୍ଚଳରେ ସ୍କାଉଟ୍ ଗାଇଡ୍ର ବିକାଶ ଦିଗରେ ତାଙ୍କର…
ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି
କାକଟପୁର,୨୯।୫(ଡି.ଏନ୍.ଏ.): ଗତ କିଛିଦିନ ଧରି ଉପକୂଳବର୍ତ୍ତୀ ଅସ୍ତରଙ୍ଗ, କାକଟପୁର, ନୟାହାଟ, ତୁଳସୀପୁର, ବାଙ୍ଗୁରିଙ୍ଗା ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୭ଟାରୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଅସହ୍ୟ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ…
Archives


