ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା…
ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ
ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ଶ୍ରାବଣ ୪ ପାଳି ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ…
ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା
ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍ଜେଲରେ ଅଛନ୍ତି। ଏଭଳିସ୍ଥଳେ ପ୍ରଥମ ପର୍ଯ୍ୟାୟରେ ଛୋଟାଙ୍କ ୧୪ ବଖରା ଉଚ୍ଛେଦ ହୋଇଥିବାବେଳେ ୨ୟ ପର୍ଯ୍ୟାୟ…
ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି
ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ ମନ୍ଦିର କର୍ତ୍ତୃପକ୍ଷ ପକ୍ଷରୁ ମଙ୍ଗଳବାର ତାଳବଣିଆ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ…
ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍ ଜେନେରାଲ୍ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍ର ଫାଉଣ୍ଡର ଡ. ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଝା ଲିଉ…
ଶିକ୍ଷା ସବୁ ସମସ୍ୟାର ସମାଧାନ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ସୁଇଜରଲାଣ୍ଡ ରାଷ୍ଟ୍ରଦୂତ ଏବଂ ମିଶନ୍ ମୁଖ୍ୟ ଡ. ଆନେଡ୍ରେସ୍ ବମ୍। ସୋମବାର…
ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍କୁ ଉଦ୍ଘାଟନ କରାଯାଇଥିଲା। ସହରବାସୀଙ୍କୁ ସୁସ୍ଥ ରଖିବା ସହ ବାହାରୁ ଆସିଥିବା ବିଦେଶୀ ପର୍ଯ୍ୟଟକଙ୍କ ସ୍ବାଧୀନତାର ସହ…
ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ
ନରାଜ,୨୩।୭(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ ହଳ ସବୁଜ ଓ ଏକ ହଳ ହଳଦୀ ରଙ୍ଗର ଆନ୍ନାକୋଣ୍ଡା ଅଣାଯିବ। ଗତ ୨୦୧୭ରୁ…
ଜଗମୋହନ ମରାମତି ମାମଲା: ଆମିକସ୍ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ
କଟକ ଅଫିସ,୨୩।୭: ବାତ୍ୟା ଫନୀରେ ଶ୍ରୀମନ୍ଦିରରେ ହୋଇଥିବା ବିଭିନ୍ନ କ୍ଷୟକ୍ଷତିକୁ ନେଇ ସୋମବାର ଆମିକସ୍ କ୍ୟୁରୀ ଏନ୍. କେ. ମହାନ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ଏକ ବିସ୍ତୃତ ରିପୋର୍ଟ ଦାଖଲ ହୋଇଛି। ମନ୍ଦିରର କେଉଁଠି କ୍ଷତିଘଟିଛି ଏବଂ ଏହାର ମରାମତି କେତେଦୂର ଅଗ୍ରସର…
କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲା: ଆମିକସ୍ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ
କଟକ ଅଫିସ,୨୩।୭: କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲାରେ ହାଇକୋର୍ଟ ଏନ୍.କେ. ମହାନ୍ତିଙ୍କୁ ସୋମବାର ଆମିକସ୍ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି। ମହାନ୍ତି ଅଦାଲତଙ୍କୁ କୋଣାର୍କ ମାମଲାରେ ଆବଶ୍ୟକ ପରାମର୍ଶ ଦେବେ। ସୂର୍ଯ୍ୟମନ୍ଦିରର ମରାମତି କାର୍ଯ୍ୟ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା…
ଛୁଇଁଲେ, ଅନୁଭବ କଲେ…
ଭୁବନେଶ୍ୱର,୨୩୭(ବ୍ୟୁରୋ) : କୋଣାର୍କ ସୂର୍ଯ୍ୟ ମନ୍ଦିରର ପଥରର ଭାଷାକୁ ବୁଝିବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବାବେଳେ ପ୍ରଥମଥର ପାଇଁ କୋଣାର୍କର ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି କୁନି କୁନି ଦୃଷ୍ଟିବାଧିତ ପିଲା। ନିଜ ଆଖିରେ ଏହି ବିଶ୍ୱ ଐତିହ୍ୟର କାରୁକାର୍ଯ୍ୟକୁ ନ…
ସଂସ୍କୃତି ବିଭାଗରେ ଅଚଳାବସ୍ଥା
ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ୪ ଗୁରୁତ୍ୱପୂର୍ଣ୍ଣ ଏକାଡେମୀରେ ମାଳ ମାଳ ପଦବୀ ଖାଲି। କେଉଁଠି ସଭାପତି ନାହାନ୍ତି ତ କେଉଁଠି ସଚିବ ନାହାନ୍ତି। ଆଉ କେଉଁଠି ଜଣେ ଦୁଇଜଣ ଅଧିକାରୀରେ ଚାଲିଛି ଗୋଟିଏ ଗୋଟିଏ…

