ମେଟ୍ରୋ

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦ ମନ୍ତ୍ରୀଙ୍କୁ…

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବର ଘଟଣାକ୍ରମକୁ ଯଦି ଦେଖାଯାଏ, ତେବେ…

ନବୀନଙ୍କ ୫ମ ପାଳିରେ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିବ ରାଜ୍ୟ ସଙ୍ଗୀତ ମାନ୍ୟତା: ଦିଲୀପ ଦାଶଶର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଉତ୍କଳ ସମ୍ମିଳନୀ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନାଦେଇ କହିଛନ୍ତି ଯେ, ନବୀନବାବୁଙ୍କ…

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ ବିଦ୍ୟୁତ୍‌ ସଜାଡିବା ଆରମ୍ଭ କରିଛି। ବାତ୍ୟାକୁ ୨୫ ଦିନ ବିତିଥିଲେ ମଧ୍ୟ ପୁରୀ ସହରର…

ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କର୍ମଚାରୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସଚିବାଳୟରେ ପହଞ୍ଚିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ କର୍ମଚାରୀ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକାଶଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ…

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ…

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ନରେନ୍ଦ୍ର ମୋଦି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ଓ ତାଙ୍କ ଟିମ୍‌କୁ ଅଭିନନ୍ଦନ। ଓଡ଼ିଶାର ପ୍ରଗତି…

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

ନବୀନଙ୍କ ଶପଥ ଉତ୍ସବ ପୂର୍ବରୁ ଚଳଚଞ୍ଚଳ ପ୍ରଦର୍ଶନୀ ପଡ଼ିଆ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ୍‌ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ନେବେ।…

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୪ ଘଣ୍ଟା…

ପରଲୋକରେ ସିନେ ଅଭିନେତା ସୁନିଲ ନାୟକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା। ହୃଦ୍‌ଘାତରେ ସୁନିଲଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏକ କମେଡି ଧାରାବାହିକର ସୁଟିଂ ସେଟ୍‌ରେ ସୁନିଲ ଅଚାନକ ଛାତିରେ…

ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା, ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପଞ୍ଚମଥର ପାଇଁ ଓଡ଼ିଶାର ଶାସନ ଭାର ସମ୍ଭାଳିବେ ବିଜେଡି ସୁପ୍ରିମୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri