ମେଟ୍ରୋ

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା: ହାଇକୋର୍ଟ ଦେଲେ ଡେଡ୍‌ ଲାଇନ

କଟକ ଅଫିସ,୨୩।୭: ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ପଦବୀକୁ ନେଇ ବିବାଦ ବଢିବାରେ ଲାଗିଛି। ଏ ସଂକ୍ରାନ୍ତରେ ହାଇକୋର୍ଟ ଡେଡ୍‌ଲାଇନ ଧାର୍ଯ୍ୟ କରିଛନ୍ତି। ଅଗଷ୍ଟ ୫ ସୁଦ୍ଧା ଉକ୍ତ ପଦବୀ ପୂରଣ ନିମନ୍ତେ ରାଜ୍ୟ ସରକାର ନେବାକୁ ରାୟରେ କୁହାଯାଇଛି। ହାଇକୋର୍ଟ ମୁଖ୍ୟ…

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ରାଜ୍ୟ ଆଇନଜୀବୀ ପରିଷଦକୁ ପକ୍ଷଭୁକ୍ତ ନିର୍ଦ୍ଦେଶ

କଟକ ଅଫିସ,୨୩।୭: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଦୀର୍ଘଦିନ ହେବ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ବନ୍ଦ ଡାକରା ଦିଆଯାଇ ଆସୁଛି। ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ଯାଉଥିଲାବେଳେ ଏ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା।…

ଖୁବ୍‌ଶୀଘ୍ର ସୁରଟ୍‌କୁ ଉଡ଼ିବ ବିମାନ: ସପ୍ତାହକୁ ୨ଥର ଚାଲିବ

ଭୁବନେଶ୍ୱର, ୨୩।୭(ବ୍ୟୁରୋ):ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ସୁରଟ୍‌କୁ ସିଧାସଳଖ ବିମାନ ଚଳାଚଳ କରିବ। ସପ୍ତାହରେ ୨ଥର ଏହି ବିମାନ ଚାଲିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଅପରାଜିତା ବେସାମରିକ…

ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ମାମଲା: ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୩।୭: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ଖାରଜ ହୋଇଛି। ଉକ୍ତ ମାମଲାକୁ ବେଆଇନ ଦର୍ଶାଇ ଅଦାଲତ ଖାରଜ କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ମାମଲା ରୁଜୁ କରାଯିବ ବୋଲି ଆଡଭୋକେଟ ଅଶ୍ୱିନୀ କୁମାର ଦାସ…

ଏସ୍‌ସିବି ମେଡିକାଲ: ୭ମାସରେ ଆସିଲେଣି ୨୮ ଜିଲାର ଡେଙ୍ଗୁ ରୋଗୀ

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ଗତ ଜାନୁୟାରୀରୁ ଜୁଲାଇ ୨୨ ମଧ୍ୟରେ ୨୮ଟି ଜିଲାରୁ ଡେଙ୍ଗୁ ରୋଗୀ ଚିକିତ୍ସା ନିମନ୍ତେ ଆସିଛନ୍ତି। ଏହି ସମୟ ମଧ୍ୟରେ ମୋଟ୍‌ ୨୯୦୭ ଜଣ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯୯ ଜଣଙ୍କ…

ନିମାପଡ଼ା: ବିଦ୍ୟୁତ୍‌ ଯନ୍ତ୍ରଣାର ଅନ୍ତ ଘଟୁନି

ନିମାପଡ଼ା,୨୩।୭(ଡି.ଏନ୍‌.ଏ.): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀରେ ପୁରୀ ଜିଲା ନିମାପଡ଼ା ବିଦ୍ୟୁତ୍‌ ଡିଭିଜନର ୨୫ହଜାରରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିରୁଜି ଯାଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଟ୍ରାନ୍ସଫରମର, ୧୨ଟି ଉଚ୍ଚ କ୍ଷମତାସମ୍ପନ୍ନ ଟାଓ୍ବାର କ୍ଷତିଗ୍ରସ୍ତ ହୋଇଥିଲା। ୧ଲକ୍ଷ ୮୦ହଜାର…

ରାଜ୍ୟରେ ମହିଳା, ନାବାଳିକା ଅସୁରକ୍ଷିତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ। ଦିନକୁ ଦିନ ନାବାଳିକା ଏବଂ ମହିଳାଙ୍କ ଉପରେ ହିଂସା ବଢ଼ିବାରେ ଲାଗିଛି। ଗତ ଶନିବାର ଅନୁଗୋଳର ୮ ବର୍ଷୀୟା ନାବାଳିକାଙ୍କୁ ଦୁର୍ବୃତ୍ତ ଉଠାଇ ନେଇ ବଳାତ୍କାର କରିଥିଲେ। ଏପରି କି ମୃତ ଭାବି ପୀଡ଼ିତାଙ୍କୁ ଦୁର୍ବୃତ୍ତମାନେ…

ଦକ୍ଷତା ବିକାଶରେ ଓଡ଼ିଶା ୧ନମ୍ବର

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଦେଶର ବହୁ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଶୀର୍ଷ ସ୍ଥାନ ଗ୍ରହଣ କରିଛି। ଗୁଜରାଟ, ଆନ୍ଧ୍ରପ୍ରଦେଶ, କର୍ନାଟକ ପରି ବିକଶିତ ରାଜ୍ୟମାନଙ୍କୁ ପଛରେ ପକାଇ ଓଡ଼ିଶା ଏହି ସ୍ଥାନକୁ ହାସଲ କରିବାରେ ସଫଳ ହୋଇପାରିଛି…

ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ଏହା ସହିତ ସାକ୍ଷୀଙ୍କୁ…

କୁଖ୍ୟାତ ନିଶା ମାଫିଆ ସୁଧାଂଶୁଙ୍କ ଦ୍ୱାରିକାନଗର ବେଆଇନ ଘର ଉଚ୍ଛେଦ

ଖୋର୍ଦ୍ଧା ଅଫିସ, ୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର କୁଖ୍ୟାତ ନିଶା ମାଫିଆ ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରରେ ଥିବା ବେଆଇନ ଘରକୁ ପ୍ରଶାସନ ପକ୍ଷରୁ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ଉଚ୍ଛେଦ କରାଯାଉଛି। ଏଠାରେ ଛୋଟାଙ୍କର ୨୪ ବଖରାଘର ଅର୍ଦ୍ଧନିର୍ମିତ…

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର ପରିମାଣ…

କମରପଦା-କିଶୋରନଗର ଆର୍‌ଡି ରାସ୍ତା ଦବିଲା

କଟକସଦର,୨୨।୭(ଡି.ଏନ୍‌.ଏ.): କଟକ ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ କମରପଦା-କିଶୋରନଗର ଆର୍‌ଡି ରାସ୍ତାର କିଛି ଅଂଶ ସୋମବାର ସକାଳେ ଦବିଯାଇଛି। ବାଙ୍କାବଜାର ନିକଟରେ ୧୫ ଫୁଟ ଲମ୍ବ ପିଚୁ ରାସ୍ତା ଦବିଯିବାରୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏହି ରାସ୍ତା ଦେଇ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?