ମେଟ୍ରୋ

KIIT କାଣ୍ଡ: ନେପାଳୀ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌, ଭିତରେ ସାଂଘାତିକ କଥା…ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କ୍ୟାମ୍ପସରେ ସୃଷ୍ଟି ହୋଇଥିବା ଅଶାନ୍ତି ଥମିନାହିଁ। ଚାରିଆଡେ ଚାପା ଉତ୍ତେଜନା ଲାଗି ରହିଛି। ଘଟଣା ଯେତିକି ଆଗକୁ ବଢୁଛି ସେତିକି ନୂଆ ମୋଡ...

KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ...

ଯୁବନେତା ଘର ଉପରେ ପକାଇଥିଲେ ବୋମା, ପଡ଼ିଲା ମହଙ୍ଗା

ଗୋପାଳପୁର,୧୯।୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ଗତ ୭ ତାରିଖ ରାତିରେ ଜଣେ ବିଜେଡି ଯୁବନେତା ସୁବାଶିଷ ସାହୁଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ଜଣେ ଭାଜପା...

ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର ଓ...

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ ଅଗ୍ନିକାଣ୍ଡ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ ଦେଶକୁ ନିନ୍ଦିତ ହେବାକୁ ପଡିଛି। ଘଟଣାକୁ ନେଇ ପ୍ରତିବାଦ କରିବା ସମୟରେ ବିଶ୍ୱବିଦ୍ୟାଳୟ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି। KIIT student death ମୃତ୍ୟୁ ଘଟଣାରେ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ...

ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ...

KIIT student death case: ବଡ଼ ଖବର, ୫ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୮।୨: KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ...

KIIT ଛାତ୍ରୀ ମୃତ୍ୟୁ ଘଟଣା: ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ବଡ଼ ବୟାନ, କାହାକୁ ଛଡାଯିବନି…

ଭୁବନେଶ୍ୱର,୧୮।୨: KIIT student death ଘଟଣା ଏବେ କେବଳ ଓଡ଼ିଶାରେ ନୁହେଁ ସାରା ଦେଶରେ ଚହଳ ପକେଇଛି। ଘଟଣାକ୍ରମ ଯେପରି ବଢୁଛି କିଟ୍‌ ସେତିକି ବିବାଦୀୟ ହୋଇପଡିଛି। ଏହାରି ଭିତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମରେ ବଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri