ମେଟ୍ରୋ

ଚାଓମିନ୍‌ ଫ୍ୟାକ୍ଟ୍ରିରେ ଶିଶୁ ଶ୍ରମିକଙ୍କୁ ନିର୍ଯାତନା : କାମ ନ କରିବାରୁ ମାଡ଼ ଦେଲେ ହେଡ୍‌ ମିସ୍ତ୍ରି

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ଏୟାରଫିଲ୍ଡ ଥାନା ସୁନ୍ଦରପଦା, ବୋତଣ୍ଡା, ଆଦିତ୍ୟନଗରରେ ଥିବା ଏକ ଚାଉମିନ୍‌ ଫ୍ୟାକ୍ଟ୍ରିରେ ଜଣେ ୧୨ ବର୍ଷର ନାବାଳକଙ୍କୁ ନିର୍ଯାତନା ଦିଆଯାଉଥିଲା। ଏପରିକି ସେ କାମ ନ କରିବାରୁ ତାଙ୍କୁ ଫ୍ୟାକ୍ଟ୍ରିରେ କାମ କରୁଥିବା ଜଣେ ହେଡ୍‌ମିସ୍ତ୍ରୀ ନିର୍ଘାତ ମାଡ…

୩ ମାସରେ ୫୦୨ ଝିଅ ନିଖୋଜ : ଭୁବନେଶ୍ୱର, କଟକ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ) : ରାଜ୍ୟରେ ବଢୁଛି ନିଖୋଜ ଝିଅଙ୍କ ସଂଖ୍ୟା। ଚଳିତ ବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ୫୦୨ଜଣ ଝିଅ ନିଖୋଜ ହୋଇଛନ୍ତି। ସେଥିମଧ୍ୟରୁ ୭୯ ଜଣଙ୍କ ସନ୍ଧାନ ମିଳିଛି। ଏନେଇ ମଧ୍ୟ ୪୫୫ଟି ମାମଲା ରୁଜୁ ହୋଇଛି। ସେହିଭଳି…

ଖର୍ଚ୍ଚ ହୋଇପାରୁନାହିଁ ବିଜୁ କେବିକେ ଅର୍ଥ : ବିଧାୟକ ପାଣ୍ଠିରୁ ଖର୍ଚ୍ଚ ହୋଇଛି ମାତ୍ର ୬୫ ପ୍ରତିଶତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ରାଜ୍ୟର ପଛୁଆ ଜିଲାଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହୋଇଛି। ଏଥିପାଇଁ ପ୍ରତି ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଅନୁଦାନ ବ୍ୟବସ୍ଥା ମଧ୍ୟ ରହୁଛି। ହେଲେ ଆଶ୍ଚର୍ଯ୍ୟର ବିଷୟ, କୌଣସି ବର୍ଷରେ ଅନୁଦାନ ଅର୍ଥ…

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି ରାଜସ୍ବ ଆଦାୟ ଲାଗି ଲକ୍ଷ୍ୟ ରଖିଥିବା ବେଳେ ଏହା ବୃଦ୍ଧି ପାଇ ୧୦୪୭୯.୧୮…

ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଘଟଣା

କଟକ ଅଫିସ, ୨୨ା୭ : କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ଥିବା ଏକ ଆଶ୍ରମରେ ଜଣେ ଏଚ୍‌ଆଇଭି ସଂକ୍ରମିତ ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଗତ ଶନିବାର ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ଏ ନେଇ ପୋଲିସ କିମ୍ବା…

ଡକାୟତି ଯୋଜନା: ଗିରଫ ହେଲେ ୭ ଅଭିଯୁକ୍ତ

ବାରଙ୍ଗ,୨୨ା୭(ଡି.ଏନ୍‌.ଏ.) : ବାରଙ୍ଗ ଥାନା ଅଞ୍ଚଳରେ ଶନିବାର ରାତିରେ ଡକାୟତି ପାଇଁ ଯୋଜନା ଚାଲିଥିବାବେଳେ ପୋଲିସ ହାବୁଡରେ ୭ଜଣ ଧରାପଡିଛି। ରବିବାର ସେମାନଙ୍କ ବିରୋଧରେ ୧୧୮/୧୯ନଂରେ ଏକ ମାମଲା ରୁଜୁକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେେଲେ ଏହି ଥାନା ଅଧୀନ ମଧୁପୁର…

କାକଟପୁର ମଙ୍ଗଳାମନ୍ଦିରରେ ଫାଟ : ଦେବୋତ୍ତର ବିଭାଗର ଅଣଦେଖା

କାକଟପୁର, ୨୨ା୭(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁରସ୍ଥିତ ମା’ମଙ୍ଗଳାଙ୍କ ମନ୍ଦିରରେ ଫାଟ। ପ୍ରାୟ ପଞ୍ଚଦଶ ଶତାବ୍ଦୀର ଏହି ମନ୍ଦିର ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଭୁଷୁଡ଼ିବା ଆଶଙ୍କା ସୃଷ୍ଟି ହୋଇଛି। ମନ୍ଦିର ଦକ୍ଷିଣ ଦ୍ୱାର ଉପରେ ପଥର ଭାଙ୍ଗି ବିପଜ୍ଜନକ ଅବସ୍ଥାରେ…

୨ ଅପରାଧ ଘଟଣାରେ ୭ ଗିରଫ : ବ୍ରାଉନ୍‌ସୁଗାର, ବିପୁଳ ଟଙ୍କା, ମାରଣାସ୍ତ୍ର ଜବତ

ଜଟଣୀ,୨୨ା୭(ଡି.ଏନ.ଏ.) : ପୃଥକ୍‌ ଦୁଇ ଅପରାଧ ଘଟଣା ଚୋରା ବ୍ରାଉନ୍‌ସୁଗାର କାରବାର ଓ ଡକାୟତି ଯୋଜନା କରୁଥିବା ସମୟରେ ଜଟଣୀ ଥାନା ପୋଲିସ ଚଢାଉ କରି ୭ ଜଣଙ୍କୁ ରବିବାର ଗିରଫ କରିଛି। ବ୍ରାଉନ୍‌ସୁଗାର ଚୋରାରେ ବିକ୍ରୟ କରୁଥିବା ଖବରପାଇ ସ୍ଥାନୀୟ…

‘ଅସ୍ତାରୁଣର ସୁରଭି’ ଲୋକାର୍ପିତ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲ୍‌ର ତୃତୀୟ ଦିବସରେ ଲେଖିକା ସୌମ୍ୟା ସାରସ୍ବତା ପଣ୍ଡାଙ୍କର ଉପନ୍ୟାସ ‘ଅସ୍ତାରୁଣର ସୁରଭି’ ଲୋକାର୍ପିତ ହୋଇଛି। କାର୍ଯ୍ୟକ୍ରମରେ ଗମ୍ଭୀର ବନାମ ଲୋକପ୍ରିୟ ସାହିତ୍ୟ ଓ ପାଠକୀୟ ଆଦୃତି ତଥା ଉଦୀୟମାନ ଓଡ଼ିଆ ଲେଖକମାନଙ୍କ ଦୃଷ୍ଟିକୋଣ ଉପରେ…

ପ୍ଲାଷ୍ଟିକ ଅଣ୍ଡା ବିକି ବ୍ୟବସାୟୀ ଅଟକ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପ୍ଲାଷ୍ଟିକ ଅଣ୍ଡା ବିକ୍ରି କରୁଥିବା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଜଣେ ବ୍ୟବସାୟୀକୁ ଅଟକ ରଖିଛି। ଏପିରିକି ପୋଲିସ ତାଙ୍କୁ ପଚରାଉଚରା କରିବା ସହ ସେ ବିକ୍ରି କରୁଥିବା ଅଣ୍ଡାକୁ ଜବତ କରି ତଦନ୍ତ କରୁଛି। ଯୁବକ ଜଣକ ବିକ୍ରି…

ଲିଙ୍ଗରାଜ ମନ୍ଦିରକୁ ଯାଉଛି ପ୍ଲାଷ୍ଟିକ ସାମଗ୍ରୀ : ମନ୍ଦିର ପ୍ରଶାସନର ସଚେତନତା ଅଭାବ

ପୁରୁଣା ଭୁବନେଶ୍ୱର,୨୨ା୭(ଡି.ଏନ.ଏ.) : ଶ୍ରୀଲିଙ୍ଗରାଜ ମନ୍ଦିରକୁ ପ୍ଲାଷିକ, ପଲିଥିନରେ ଭୋଗ ନେବା କିମ୍ବା ଆନନ୍ଦବଜାରରେ ପ୍ରସାଦ ପାଇଁ ପଲିଥିନ ବ୍ୟବହାର ନ କରିବାକୁ କଡାକଡି କରାଯାଇଛି। ତେବେ ଠାକୁରଙ୍କ ବିଭିନ୍ନ ଯାନିଯାତ୍ରାରେ ସଚେତନତା ଅଭାବରୁ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ମନ୍ଦିର ପ୍ରଶାସନ,…

ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ କରିଥିବା ଅଭିଯୁକ୍ତଙ୍କୁ ଛାଡ଼ି ମଞ୍ଚେଶ୍ୱର ଥାନା ପୋଲିସ ନାବାଳକଙ୍କୁ ଥାନାରେ ୩୦ ଘଣ୍ଟା ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?