ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ ବିଧାନସଭାରେ…
ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍ ପ୍ଲାଣ୍ଟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧ ଗ୍ରାମର…
ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା
ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି। ଜନସଂଖ୍ୟା ସହ ବଢ଼ିଚାଲିଛି ଅପରାଧ। ପ୍ରତିବର୍ଷ ମାମଲା ସଂଖ୍ୟା ମଧ୍ୟ ବଢୁଛି। ତେଣୁ…
ବର୍ଷା, ଚାଷୀ ଆତ୍ମହତ୍ୟା ନେଇ ଗୃହରେ ଉଦ୍ବେଗ
ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୋକା ଦେଇଛି। ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ ପହିଲାରୁ ଜୁଲାଇ ୧୯ ତାରିଖ ମଧ୍ୟରେ ରାଜ୍ୟରେ ୨୬ ପ୍ରତିଶତ ବର୍ଷା କମ୍ ହୋଇଛି। ଶ୍ରାବଣ ମାସରେ ଧାନ ବିଲ ଫାଟି ଆଁ କରିଛି। ରୁଆ…
ଅସମାହିତ ପ୍ରଶ୍ନ
ଖୋର୍ଦ୍ଧାରେ ବିସ୍ତାର ଲାଭ କରିଆସିଛି ଖଣି ଓ ଡ୍ରଗ୍ସ ମାଫିଆଙ୍କ ବ୍ୟବସାୟ। କେଇଟା ମାସ, ବର୍ଷ ଭିତରେ ସେମାନଙ୍କୁ କୋଟିପତି ଓ ଲକ୍ଷପତି କରି ପକାଇଛି। ବ୍ୟବସାୟକୁ ବଞ୍ଚାଇବା ପାଇଁ ରାଜନୈତିକ ଓ ପ୍ରଶାସନିକ ଢାଲ ସୃଷ୍ଟି କରାଯାଇଥିଲା। ମାସିକ କୋଟା…
ଏସ୍ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍ ୟୁନିଟ୍ ସ୍ଥାପନ ପ୍ରସଙ୍ଗ: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର/କଟକ ଅଫିସ, ୨୦ା୭(ବ୍ୟୁରୋ): ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ୍) ୟୁନିଟ୍ ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଖର୍ଚ୍ଚ ଦାବି ଆଲୋଚନା: ପେସା ଆଇନ କଥା ଉଠାଇଲେ ନରସିଂହ
ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବିଧାନସଭାରେ ଶୁକ୍ରବାର ଅପରାହ୍ନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଥିଲେ। ଏହି ସମୟରେ କଂଗ୍ରେସ ସଦସ୍ୟ ସୁରେଶ କୁମାର ରାଉତରାୟ ପଏଣ୍ଟ ଅଫ ଅର୍ଡର…
ମୁଲତବୀ ଆଲୋଚନା:ବାଡ ଫସଲ ଖାଇଲେ…
ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେଉଁ ବଣ ଜଙ୍ଗଲ ଅଞ୍ଚଳ ନୁହେଁ,ଖୋଦ ରାଜଧାନୀରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ବାଡ ଯଦି ଫସଲ ଖାଇବ ତେବେ କଥା ସରିଲା। ସରକାରଙ୍କ ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସରେ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ସ୍କୁଲ…
ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର: ଐଶାନ୍ୟ କୋଣରେ ନିର୍ମାଣ ହେବ ରୋଷଘର
ପୁରୁଣା ଭୁବନେଶ୍ୱର, ୨୦ା୭ (ଡି.ଏନ୍.ଏ.): ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିରର ରୂପରେଖ ବଦଳିବ। ବର୍ଷ ବର୍ଷ ଧରି ମନ୍ଦିର ପରିସରରେ ଥିବା ରୋଷଘର ମନ୍ଦିରର କାରୁକାର୍ଯ୍ୟ ନଷ୍ଟ କରୁଛି। ଏପରିକି ଏହି ରୋଷଘରରେ ଅବଡ଼ା ପ୍ରସାଦ ପ୍ରସ୍ତୁତ ହେଲାବଳେ ଅନେକଥର ନିଅଁାଲାଗି…
ଫନୀକୁ ବିତିଲା ୨ମାସ, ସଳଖିହେଉନି ସୂଚନାଫଳକ
ନରାଜ,୨୦ା୭(ଡି.ଏନ୍.ଏ.): ବାରଙ୍ଗ ଅଞ୍ଚଳରେ ବିିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ ବି ଭଙ୍ଗା ସୂଚନାଫଳକଗୁଡିକ ଏପର୍ଯ୍ୟନ୍ତ ଠିକ କରାଯାଇନାହିଁ। ତ୍ରିଶୁଳିଆ ଛକରୁ ବାଙ୍କୀ ଓ ଭୁବନେଶ୍ୱର…
କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ଏସ୍ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍ଆରସିରେ ଅଭିଯୋଗ
ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେନ୍ଦ୍ରାପଡାରେ କାର୍ଯ୍ୟରତ ଜଣେ ଟିଭି ଖବରଦାତାଙ୍କୁ ଏସ୍ପି ନୀତି ଶେଖର ହାତ ଉଠାଇବା ସହ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ଶୁକ୍ରବାର ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି)ଙ୍କ…
ଘରଭଙ୍ଗା ବିପନ୍ନଙ୍କୁ ସାହାଯ୍ୟର ହାତବଢ଼ାଇଲେ କମ୍ରେଡ
ପୁରୁଣା ଭୁବନେଶ୍ୱର,୨୦ା୭ (ଡି.ଏନ୍.ଏ.): ବାତ୍ୟା ଫନୀ ଯିବାର ୨ମାସ ୧୪ଦିନ ପରେ ମଧ୍ୟ ବିପନ୍ନଙ୍କୁ ଏଯାବତ ସହାୟତା ମିଳିପାରି ନାହିଁ। ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ବିପନ୍ନଙ୍କ ନଁା ବ୍ଲକ ତାଲିକାରେ ନ ଥିବାବେଳେ ତାହା ଆଶିଂକ ଘରଭଙ୍ଗା ତାଲିକାରେ ରହିଥିବା ନେଇ…

